ମରଣ ମୁହଁରୁ ବଞ୍ଚିଲା ଗାଈ

କୋକସରା,୨୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଡହଗାଁ ପଞ୍ଚାୟତ ନୂଆଗୁଡା ଗ୍ରାମର ଚାଷଜମି ନିକଟ ଏକ ପରିତ୍ୟକ୍ତ କୁଅରେ ପଡ଼ିଥିବା ଗାଈକୁ ଅଗ୍ନିଶମ କର୍ମଚାରୀମାନେ ଉଦ୍ଧାର କରିଛନ୍ତି। ଗ୍ରାମର ନାରାୟଣ ବେଶ୍ରାଙ୍କ ଗାଈ ରବିବାର ପଡିଥିବା ଦେଖି ସ୍ଥାନୀୟ ଲୋକେ କୋକସରା ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ଖବର ଦେଇଥିଲେ। ଅଗ୍ନିଶମ ଅଧିକାରୀ କୈଳାଶ ଚନ୍ଦ୍ର ପ୍ରଧାନ ଓ କର୍ମଚାରୀ ପହଞ୍ଚତ୍ କୌଶଳ କ୍ରମେ କୂଅରୁ ଗାଈକୁ ଅକ୍ଷତ ଅବସ୍ଥାରେ ଉଦ୍ଧାର କରଥିଲେ। କର୍ମଚାରୀଙ୍କ ତ୍ୱରିତ ଉଦ୍ଧାର ଯୋଗୁ ମରଣ ମୁହଁରୁ ଏକ ଗାଈ ରକ୍ଷା ପାଇଥିବା ବେଳେ ନୂଆଗୁଡା ଗ୍ରାମବାସୀ କର୍ମଚାରୀଙ୍କୁ ସାବାସୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତର ଚିତ୍ତରଞ୍ଜନ କରଙ୍କ ପରଲୋକ

କଟକ ଅଫିସ,୨୧। ୧୧: ବରିଷ୍ଠ କିଡ୍‌ନୀ ରୋଗ ବିଶେଷଜ୍ଞ ତଥା ଏସ୍‌ସିବି ନେଫ୍ରୋଲୋଜି ବିଭାଗୀୟ ମୁଖ୍ୟ ପ୍ରଫେସର ଚିତ୍ତରଞ୍ଜନ କର(୫୮)ଙ୍କର ଶୁକ୍ରବାର ସନ୍ଧ୍ୟାରେ ମାଡ୍ରାସ୍‌ର ଏମ୍‌ଜିଏମ୍‌...

୩ ଗୁହାଳ ଜଳିଗଲା : ୨୬ ଛେଳି, ୩ ଗୋରୁ ଜୀବନ୍ତ ଦଗ୍ଧ

ପଦ୍ମପୁର,୭।୯(ଡି.ଏନ୍‌.ଏ.) : ଭଦ୍ରକ ସଦର ବ୍ଲକ ଅଧୀନ ଗୋରାମାଟି ପଞ୍ଚାୟତର ଚଳପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ଟି ଗୁହାଳ ଜଳିଯାଇଛି। ଗ୍ରାମର...

କାଳୁପଡ଼ାଘାଟ ରେଳଷ୍ଟେଶନ ହେବ ନବୀକରଣ

ଟାଙ୍ଗୀ(ଖୋର୍ଦ୍ଧା),୨୨ା୮(ଡି.ଏନ.ଏ.): ପୂର୍ବତଟ ରେଲଓ୍ବେ କାଳୁପଡ଼ାଘାଟ ଷ୍ଟେଶନକୁ ପରିଦର୍ଶନରେ ଆସି ବୋର୍ଡର ପିଏସି ସଭ୍ୟମାନେ ଏହାକୁ ନବୀକରଣ କରାଯିବ ବୋଲି କହିଥିବା ଜଣାପଡିଛି। ସଦସ୍ୟମାନେ ହେଲେ ହିମାଦ୍ରି...

ଗଞ୍ଜେଇ ବୋଝେଇ ଅଟୋ ଜବତ; ଅଣ ଓଡ଼ିଆ ଯୁବକ, ଯୁବତୀଙ୍କ ସହ ଚାଳକ ଗିରଫ

ଦିଗପହଣ୍ଡି,୧୭ା୧୦(ଡି.ଏନ.ଏ.) -ଦିଗପହଣ୍ଡି ଅବକାରୀ ବିଭାଗ ଏକ ଗଞ୍ଜେଇ ବୋଝେଇ ଅଟୋ (ନଂ.ଓଡି୦୭ଏକ୍ସ-୧୯୮୨)କୁ ଜବତ କରିଛି। ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳର ଯୁବକ...

ମଣ୍ଡି ନ ଖୋଲି ମିଲରେ ଧାନ ସଂଗ୍ରହ

ଯାଜପୁର ଅଫିସ,୨୪ା୨ :ଯାଜପୁର ଜିଲାରେ ୨୦୨୨-୨୩ ଖରିଫ ବର୍ଷର ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ମଣ୍ଡିଗୁଡିକ ଉଦ୍‌ଘାଟନ କରି ପରବର୍ତ୍ତୀ ସମୟରେ ସେଠାରୁ ଧାନ...

ଚାଲି ପାରିଲାନି ଯାତ୍ରୀବାହୀ ଟ୍ରେନ୍‌

ଚଣ୍ଡିଖୋଲ,(ଡି.ଏନ୍‌.ଏ.)/ ଭୁବନେଶ୍ୱର, (ବ୍ୟୁରୋ) ୩ା୧: ହରିଦାସପୁର-ପାରାଦୀପ ରେଳପଥ ନିର୍ମାଣ କାର୍ଯ୍ୟ ୨୦୨୦ ମାର୍ଚ୍ଚରୁ ଶେଷ କରାଯାଇ ପୂର୍ବତଟ ରେଳପଥକୁ ହସ୍ତାନ୍ତର କରାଯାଇଛି। ଏହାପରେ ବିଭାଗ ପକ୍ଷରୁ...

ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ ଅଫିସ,୨୨।୪ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବା ନେଇ...

ରାତି ହେଲେ ହାତୀପଲ ଗଁ। ମୁହାଁ

କେନ୍ଦୁଝର, ୭ା୯ (ସ୍ବ.ପ୍ର.)- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନରଣପୁର ଓ ମଇଦାନକେଲ ଫରେଷ୍ଟ ବିଟ ଅଧୀନ ଅଞ୍ଚଳରେ ଗତ କିଛି ଦିନ ହେବ ହାତୀ...

Advertisement
Archives

Model This Week