ଗୋଟିଏ ଲୋକ ସଭା, ୧୧ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ସିପିଆଇ, ଏମାନଙ୍କୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୨।୪: ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ସିପିଆଇ। ଜଗତ୍‌ସିଂହପୁର ଲୋକ ସଭା ସମେତ ୧୧ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ପାଇଛି। ରକେଶ ସେଠୀ ଜଗତ୍‌ସିଂହପୁରରୁ ସିପିଆଇ ଏମ୍‌ପି ପ୍ରାର୍ଥୀ। ସେହିପରି ଛତ୍ରପୁରରେ ଗୁରୁନାଥ ପ୍ରଧାନ, ସୁନ୍ଦରଗଡରୁ ରାଜେନ୍ଦ୍ର ନାୟକ, ବାଲିକୁଦା ଏରସମା-ଅଭିଜିତ୍‌ ସାହୁ, ବ୍ରଜରାଜନଗରରୁ ରମେଶଚନ୍ଦ୍ର ତ୍ରିପାଠୀ, ପାରାଦୀପରୁ ଚିନ୍ମୟୀ ସାହାଣୀ, ପ୍ରବୀଣ ଦାସ-କବିସୂର୍ଯ୍ୟନଗର, ଅଜୟ ପଟ୍ଟନାୟକ-ନୀଳଗିରି, ଶଙ୍କର୍ଷଣ ବାରିକରୁ ଭୁବନେଶ୍ୱର ଉତ୍ତର, ମନୋଜ ପରି କୁମାର ଜାନି-ଲକ୍ଷ୍ମୀପୁର ଓ ପାଣ୍ଡବ ଭୋଇ-କଂଟାବାଞ୍ଜି ବିଧାନସଭା ଆସନରେ ପ୍ରାର୍ଥୀ ହେବେ।

ପୂର୍ବରୁ ସିପିଆଇଏମ ରାଜ୍ୟର ଗୋଟିଏ ଲୋକ ସଭା ଓ ୭ଟି ବିଧାନସଭା ଆସନରେ ପ୍ରାର୍ଥୀ ଦେବାକୁ ଘୋଷଣା କରିଛି । ଦଳର ରାଜ୍ୟ ସମ୍ପାଦକ ସୁରେଶ ପାଣିଗ୍ରାହୀ ଭୁବନେଶ୍ୱର ଲୋକସଭା ଆସନରୁ ପ୍ରାର୍ଥୀ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧ: ନେତାନ୍ୟାହୁଙ୍କ ଜାଲରେ ଫସିଲେ କି ଟ୍ରମ୍ପ?

ନୂଆଦିଲ୍ଲୀ,୧୨।୩: ଇରାନ ବିରୋଧରେ ଜାରି ରହିଥିବା ସାମରିକ ଅଭିଯାନ ଏବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଅଡୁଆ ସୂତା ପାଲଟିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ…

ଭିଜିଲାନ୍ସ ଜାଲରେ ବଡ଼ଗାଁ ଥାନା ASI: ଢାବା ବ୍ୟବସାୟୀଙ୍କୁ ଗିରଫ ଭୟ ଦେଖାଇ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା…

କଟକ,୧୨।୩(ପ୍ରଭୁ କଲ୍ୟାଣ ପାଲ): ପୁଣି ଜଣେ ପୋଲିସ ଅଧିକାରୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ମୋଟା ଅଙ୍କର ଲାଞ୍ଚ ନେଉଥିବା ସମୟରେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନାର…

ଉତ୍କଟ ହେଲାଣି ରନ୍ଧନ ଗ୍ୟାସ ସଙ୍କଟ: ଡିପୋରେ ପଡ଼ିଛି ତାଲା, ଖାଲି ସିଲିଣ୍ଡର ଧରି…

ମୋହନା, ୧୨।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ଏବେ ରନ୍ଧନ ଗ୍ୟାସର ଘୋର ସଙ୍କଟ ଦେଖାଦେଇଛି। ବିଶ୍ୱ ବଜାରରେ ଇରାନ ଓ ଇଜରାଏଲ ମଧ୍ୟରେ…

ଆମେରିକାକୁ ଥରାଇ ଦେଲାଣି ଇରାନର ସୁପ୍ରିମ ଲିଡରଙ୍କ ବୟାନ! ହର୍ମୁଜ ବନ୍ଦ ରଖିବାକୁ ଦେଲେ କଡ଼ା ଚେତାବନୀ

ତେହରାନ,୧୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ, ଇରାନ ହର୍ମୁଜ ପ୍ରଣାଳୀ ବନ୍ଦ କରିବାକୁ ଘୋଷଣା କରିଛି, ଯାହା ସାରା ବିଶ୍ୱରେ ଶକ୍ତି ପ୍ରବେଶକୁ ବାଧା ସୃଷ୍ଟି କରୁଛି।…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ରାଜ୍ୟରେ ବଢ଼ିଲା ତାତି; ଚଳିତ ବର୍ଷ ପ୍ରଥମ ଥର ୪୦ ଡିଗ୍ରୀ ପାର କଲା ତାପମାତ୍ରା

ଭୁବନେଶ୍ୱର,୧୨।୩: ମାର୍ଚ୍ଚ ମାସ ଅଧା ନହେଉଣୁ ଓଡ଼ିଶାରେ କଲବଲ କଲାଣି ଖରା। ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍…

ବିବାହର ପରେ ରଶ୍ମିକାଙ୍କ ପୁରୁଣା ପ୍ରେମକୁ ନେଇ ବିବାଦ: ଚେତାବନୀ ଦେଲେ ଅଭିନେତ୍ରୀ

ହାଇଦ୍ରାବାଦ,୧୨।୩: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହର କିଛି ଦିନ ପରେ ଏକ ପୁରୁଣା ଅଡିଓ କ୍ଲିପ୍‌କୁ ନେଇ ସୋସିଆଲ ମିଡିଆରେ ହଟଚମଟ ସୃଷ୍ଟି ହୋଇଛି।…

ଗ୍ୟାସ ବୁକିଂ ସମୟ ବଦଳାଇଲେ ଏଜେନ୍ସି, ଏହି ନମ୍ବରରେ କରନ୍ତୁ କଲ, ନୋଟ୍‌ କରନ୍ତୁ ସମୟ, ୨୪ ଘଣ୍ଟାରେ ମିଳିବ ସିଲିଣ୍ଡର!

ଆଗ୍ରା,୧୨।୩: ଯଦି ଆପଣଙ୍କୁ ଗ୍ୟାସ ସିଲିଣ୍ଡର ବୁକ କରିବାକୁ ପଡିବ, ତେବେ ଏହି ଖବରକୁ ଭଲ ଭାବେ ପଢନ୍ତୁ, କାରଣ ବୁକିଂ କେବଳ ସକାଳ ୫ ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri