Posted inଜାତୀୟ

ରାହୁଲ ଗାନ୍ଧୀଙ୍କ ସଂସଦୀୟ ଆସନରେ ଖେଳ, ଏହି ମହିଳା ନେତାଙ୍କୁ ପ୍ରାର୍ଥୀ ଘୋଷଣା କଲା ସିପିଆଇ

ନୂଆଦିଲ୍ଲୀ,୨୬।୨: ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ଚାରିଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। କେରଳର ଶାସକ ବାମ ଡେମୋକ୍ରାଟିକ ମୋର୍ଚ୍ଚାରେ ସିପିଆଇ ହେଉଛି ଦ୍ୱିତୀୟ ବୃହତ୍ତମ ସହଯୋଗୀ ଭାଗିଦାରୀ।

କେରଳର ଯେଉଁ ୱାୟନାଡ ଆସନରେ ରାହୁଲ ଗାନ୍ଧୀ ଏମ୍‌ପି ଅଛନ୍ତି, ସେଠାରେ ଇଣ୍ଡିଆ ମେଣ୍ଟ ଦୁର୍ବଳ ହେବା ପରି ମନେ ହେଉଛି। ଦଳର ବରିଷ୍ଠ ନେତା ଆନି ରାଜା ଗୁରୁତ୍ୱପୂର୍ଣ୍ଣ ୱାୟନାଡ ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନୋନୀତ ହୋଇଛନ୍ତି। ବର୍ତ୍ତମାନ ଏହି ଆସନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପାଖରେ ଅଛି। ଏହି ସମୟରେ ଦଳର ଭେଟେରାନ ନେତା ତଥା ପୂର୍ବତନ ଏମ୍‌ପି ପନ୍ନିୟାନ ରବିନ୍ଦ୍ରନ ଥିରୁବନନ୍ତପୁରମରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏହା ହେଉଛି ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଆସନ, ଯାହାକୁ ବର୍ତ୍ତମାନ ପ୍ରତିନିଧିତ୍ୱ କରୁଛନ୍ତି କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?