Posted inଜାତୀୟ

ମୋଦିଙ୍କୁ କହ୍ନେୟାଙ୍କ କଟାକ୍ଷ: ‘ଆମ ସାହେବ୍‌ ଷ୍ଟଣ୍ଟମ୍ୟାନ୍‌, ହେଲେ ଷ୍ଟେଟ୍ସମ୍ୟାନ୍‌ ନୁହଁନ୍ତି’

ନୂଆଦିଲ୍ଲୀ,୧୯।୭: ଜେଏନ୍‌ୟୁ ଛାତ୍ର ସଂଘର ପୂର୍ବ ଅଧ୍ୟକ୍ଷ ତଥା ସିପିଆଇ ନେତା କହ୍ନେୟା କୁମାର ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି। ଆମର ସାହେବ ଷ୍ଟଣ୍ଟମ୍ୟାନ୍‌, ହେଲେ ଷ୍ଟେଟ୍ସମ୍ୟାନ୍‌ ନୁହନ୍ତି। ସେଥିପାଇଁ ଗଣମାଧ୍ୟମର ଟିଆର୍‌ପି ଅଧିକ ଏବଂ ଦେଶର ଜିଡିପି କମ୍‌ ରହିଛି ବୋଲି କହ୍ନେୟା ଏକ ଟୁଇଟ୍‌ କରି କହିଛନ୍ତି। ଦେଶର ଜିଡିପି ୯.୫% ପର୍ଯ୍ୟନ୍ତ କମ୍‌ ହେବା ନେଇ ଆଇସିଆର୍‌ଏର ପୂର୍ବାନୁମାନ ପରେ କହ୍ନେୟା ପ୍ରଧାନମନ୍ତ୍ରୀଙ୍କୁ ଏଭଳି ଟାର୍ଗେଟ କରିଛନ୍ତି। ଏହାପରେ ଲୋକମାନେ ଏଥିରେ ପ୍ରତିକ୍ରିୟା ଦେଉଛନ୍ତି। ତେବେ ଏହା ପ୍ରଥମ ଥର ନୁହେଁ ଯେଉଁଠି କହ୍ନେୟା ମୋଦିଙ୍କୁ କଟୁ ମନ୍ତବ୍ୟ ଦେଇଛନ୍ତି। ସେ ଲଗାତାର ଭାବେ ପ୍ରଧାନମନ୍ତ୍ରୀଙ୍କ ନାମ ନନେଇ ଟୁଇଟ୍‌ କରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାର୍ଯ୍ୟ ସମୟରେ ହୋଇ ପାରିଲାନି ଆସ୍ଥା ଭୋଟ: ୩ଟା ପର୍ଯ୍ୟନ୍ତ ଗୃହ ମୁଲତବି

ବେଙ୍ଗାଲୁର,୧୯।୭: ରାଜ୍ୟପାଳଙ୍କ ନିର୍ଦ୍ଦେଶ ପରେ ମଧ୍ୟ ହୋଇ ପାଲିଲାନି ଆସ୍ଥା ଭୋଟ। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଏଚ୍‌ ଡି କୁମାରସ୍ବାମୀ କହିଲେ ଆସନ୍ତା ସୋମବାର ଅବା ମଙ୍ଗଳବାର...

୧୧ ରାଜ୍ୟର କେସ୍‌ଠାରୁ ବଳିଗଲା ମହାରାଷ୍ଟ୍ର ପୋଲିସ ଆକ୍ରାନ୍ତଙ୍କ ସଂଖ୍ୟା

ମୁମ୍ବାଇ, ୧୭।୯: ମହାରାଷ୍ଟ୍ର ପୋଲିସରେ କରୋନା ଭାଇରସ୍‌ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ମହାରାଷ୍ଟ୍ର ପୋଲିସ ବିଭାଗରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦେଶର ୧୧ଟି ରାଜ୍ୟର...

ଗୁଜରାଟ ଗସ୍ତରେ ରାଷ୍ଟ୍ରପତି

ଗାନ୍ଧିନଗର,୨୯।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୩ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି। ଶୁକ୍ରବାର ଗୁଜରାଟର ଭବନଗର ଜିଲାରେ ଅର୍ଥନୈତିକ ଦୁର୍ବଳ ଶ୍ରେଣୀ ଇଡବ୍ଲ୍ୟୁଏସ୍‌ ପାଇଁ ଆବାସ...

ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ: ଶହୀଦ୍‌ ପରିବାରଙ୍କ କଲ୍ୟାଣ ପାଇଁ ୭୦ ବର୍ଷ ତଳେ ହୋଇଥିଲା ଆରମ୍ଭ

ନୂଆଦିଲ୍ଲୀ,୭।୧୨: ପ୍ରତିବର୍ଷ ଡିସେମ୍ବର ୭କୁ ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ ଭାବେ ପାଳନ କରାଯାଇଥାଏ। ୧୯୪୯ଠାରୁ ଗତ ୭୦ ବର୍ଷ ଧରି ଏଭଳି ଜାରି ରହିଛି।...

୧୧ ଦିନ ଲକ୍‌ଡାଉନ୍‌ରେ ଘଟିଛି ୯୨,୧୦୫ ଶିଶୁ ନିର୍ଯାତନା ମାମଲା !

ନୂଆଦିଲ୍ଲୀ,୯।୪: କରୋନା ବିରୋଧରେ ଲଢ଼େଇ କରିବା ଲାଗି ଭାରତ ଅଣ୍ଟା ଭିଡ଼ିଛି। କରୋନା ଭୂତାଣୁର ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌...

ସରକାରୀ ଅଧିକାରୀ ହୋଇପାରିବେନି ଏସ୍‌ଇସି

ନୂଆଦିଲ୍ଲୀ,୧୩।୩ (ପି.ଟି.): ସରକାରରେ ନିଯୁକ୍ତ କୌଣସି ଅଧିକାରୀ ରାଜ୍ୟ ନିର୍ବାଚନ କମିଶନର (ଏସ୍‌ଇସି) ଭାବେ କାର୍ଯ୍ୟ କରିପାରିବେ ନାହିଁ। ସୁପ୍ରିମକୋର୍ଟ ଶୁକ୍ରବାର ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ...

ବିବାହ ଉତ୍ସବ ଆୟୋଜନ ନ କରିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ…

ପାଟନା,୫।୫: ବିହାରରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟବାସୀଙ୍କୁ ସ୍ବତନ୍ତ୍ର ଅନୁରୋଧ କରିଛନ୍ତିି। ସେ କହିଛନ୍ତି ଯେ, କେହି ଏବେ ବିବାହ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

Advertisement
Archives

Model This Week