Posted inରାଜ୍ୟ

୬ କର୍ପୋରେଟର ପ୍ରାର୍ଥୀଙ୍କ ନାମ ଚୂଡାନ୍ତ କଲା ସିପିଆଇ(ଏମ୍‌)

ଭୁବନେଶ୍ୱର,୫।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ନିର୍ବାଚନ ପାଇଁ ୬ଜଣ କର୍ପୋରେଟର ପ୍ରାର୍ଥୀଙ୍କ ନାମ ଚୂଡ଼ାନ୍ତ କରିଛି ସିପିଆଇ(ଏମ୍‌)। ସେମାନେ ହେଲେ ୱାର୍ଡ ନଂ. ୫ ପାଇଁ ବିମଳୀ ନାୟକ, ୱାର୍ଡ ନଂ. ୧୬ ପାଇଁ ଗଙ୍ଗାଧର ନାୟକ, ୱାର୍ଡ ନଂ. ୨୦ ପାଇଁ ନିରୂପମା ନାୟକ, ୱାର୍ଡ ନଂ. ୩୫ ପାଇଁ ଦେବଦାସୀ ଦାସ, ୱାର୍ଡ ନଂ. ୬୫ ପାଇଁ ବସନ୍ତ ସାହୁ ଓ ୬୬ ନଂ. ୱାର୍ଡ ପାଇଁ ବାସନ୍ତୀ ସାହୁ। ରବିବାର ଏମାନେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ବୋଲି ସିପିଆଇ(ଏମ୍‌) ପକ୍ଷରୁ ରାଜ୍ୟ ସମ୍ପଦକ ମଣ୍ଡଳୀ ସଭ୍ୟ ସୁରେଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri