ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ ସଭା ସମେତ ୭ଟି ବିଧାନସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଜାରି କରିଛି ।

ସୂଚନାନୁସାରେ, ସିପିଆଇଏମ ରାଜ୍ୟ ସମ୍ପାଦକ ତଥା ବରିଷ୍ଠ ନେତା ସୁରେଶ ପାଣିଗ୍ରାହୀ ଭୁବନେଶ୍ୱର ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ । ସେହିପରି ବଣାଇ ବିଧାନସଭା ଆସନରୁ ଦଳ ପୁଣିଥରେ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ପ୍ରାର୍ଥୀ କରିଛି । ସେହିପରି ନୀଳଗିରିରୁ ଯୋଗାନନ୍ଦ ଦାସ,ରଣପୁରରୁ ସରୋଜ ନାୟକ, ଖୋର୍ଦ୍ଧାରୁ ଗିରିଶ ମହାରଣା, ସାଲେପୁରରୁ ବଦ୍ରିନାରାୟଣ ଦାସ, ମୋରଡାରୁ ମୃତ୍ୟୁଞ୍ଜୟ ବେହେରା, ଚିତ୍ରକୋଣ୍ଡାରୁ ରଘୁନାଥ ହେନ୍ତାଳଙ୍କୁ ଦଳ ପ୍ରାର୍ଥୀ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri