କେନ୍ଦ୍ର ସରକାରଙ୍କ ବିରୋଧରେ ବର୍ଷିଲେ ସିପିଆଇଏମ୍‌ ନେତା

ତିହିଡ଼ି,୫ା୧୦(ସଞ୍ଜିତ ବଳ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇଏମ୍‌)ର ତିହିଡ଼ି ଆଞ୍ଚଳିକ ସମ୍ମିଳନୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଦଳର ନେତା ଓ କର୍ମୀମାନେ ତିହିଡ଼ି ଡାକବଙ୍ଗଳାଠାରୁ ଏକ ଶୋଭାଯାତ୍ରାରେ ବାହାରି ତିହିଡ଼ି ପୁରୁଣାହାଟରେ ପହଞ୍ଚିଥିଲେ। ପରେ ସେଠାରେ ଆଇନଜୀବୀ ବିଷ୍ଣୁ ଦାଶଙ୍କ ପୌରୋହିତ୍ୟରେ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ବରିଷ୍ଠ ନେତା ଦିବ୍ୟସିଂହ ନାୟକ, ଚନ୍ଦ୍ରଶେଖର ନାୟକ, ଶିଶିର ହୁଇ, ନାରାୟଣ ଦାଶ, ପ୍ରଫୁଲ୍ଲ କୁମାର ପାଢ଼ୀ, ମଳୟ ଭୋଇ, ନିର୍ମଳ ଦଳେଇ ପ୍ରମୁଖ ଏଥିରେ ଯୋଗଦେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନମାରଣ ନୀତି ବିରୋଧରେ ବର୍ଷିଥିଲେ। ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ସାଙ୍ଗକୁ ତୈଳ ଓ ଗ୍ୟାସ ଦର ବୃଦ୍ଧି ଲୋକଙ୍କ ଆର୍ଥିକ ଅବସ୍ଥାକୁ ଦୁର୍ବଳ କରିଥିବା ସେମାନେ ମତବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ପ୍ରତିକ ପରିସ୍ଥିତିରେ ଶ୍ରମିକଙ୍କ ଅବସ୍ଥା ନେଇ ଆଲୋଚନା

ଦିଗପହଣ୍ଡି,୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଏବଂ ସିଆଇଟିୟୁ ଅନୁବନ୍ଧିତ ଖେମୁଣ୍ଡି ବିଶକର୍ମା ରାଜମିସ୍ତ୍ରୀ ଓ କାରିଗର…

ମନମୁଖୀ କରାଯାଉଛି କର୍ମଚାରୀ ଛଟେଇ: ଟିପିଡବ୍ଲ୍ୟୁଓଡିଏଲ ବିରୋଧରେ ବିକ୍ଷୋଭ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ଟିପିଡବ୍ଲ୍ୟୁଓଡିଏଲର ମନମୁଖୀ ଛଟେଇ ବିରୋଧରେ ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ ମହାସଂଘ ତରଫରୁ ଲୋଇସିଂହା ବିଦ୍ୟୁୁତ ସେକ୍ସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନର…

ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ: ପୁଣି ଜୋର୍‌ ଧରିଲା ଉଚ୍ଛେଦ ଦାବି

ବରଗଡ,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବହୁଚର୍ଚ୍ଚିତ ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବି ପୁଣି ତେଜି ଉଠିଛି। ଏହି ଦାବି ନେଇ ବରଗଡ଼…

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର କାନ୍ଥ, କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଦାବି

କଲ୍ୟାଣସିଂହପୁର,୧ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ଜଗନ୍ନାଥ କଲୋନୀରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଘର…

ନିର୍ବାଚନୀ ଫଳାଫଳ ମଧ୍ୟରେ ମମତାଙ୍କ ପାଇଁ ଆସିଲା ଖୁସିଖବର: ଜାଣିଲେ ଖୁସିରେ ନାବିବେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ସଦ୍ୟତମ ଏକଜିଟ ପୋଲ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଅଧିକାଂଶ ଏକଜିଟ ପୋଲ ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ହେବାର ପୂର୍ବାନୁମାନ…

ନିର୍ବାଚନ ଫଳାଫଳ ପୂର୍ବରୁ ମମତାଙ୍କୁ ଟ୍ରିପଲ ଝଟକା! TMC ପାଇଁ ଆସୁଛି…

କୋଲକାତା,୧।୫: ୨୦୨୬ ବଙ୍ଗଳା ନିର୍ବାଚନ ଫଳାଫଳ ପୂର୍ବରୁ ତୀବ୍ର ରାଜନୈତିକ କାର୍ଯ୍ୟକଳାପ ଚାଲିଛି। ଦିନ ହେଉ କି ରାତି, ସମଗ୍ର ବଙ୍ଗଳାରେ ଉତ୍ତେଜନାର ପରିସ୍ଥିତି ସୃଷ୍ଟି ହୋଇଛି।…

କାଳବୈଶାଖୀର ଭୀଷଣ ତାଣ୍ଡବ: ତପ୍ତପାଣିରେ ଘର ଉପରେ ପଡ଼ିଗଲା ଗଛ, ଭିତରେ ଶୋଇଥିଲେ ପରିବାର

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଗୁରୁବାର ରାତି ପ୍ରାୟ ସାଢେ ୧୧ ଟାରୁ ଭୋର ୪…

ଶ୍ରମିକ ଦିବସରେ ପୁରୁଣା କଥାକୁ ମନେ ପକାଇଲେ ଶେଖ ହସିନା, କହିଲେ ଆମେ ଦେଢ ଦଶକରେ ଯାହା କରିଥିଲୁ, ୟୁନୁସ ସରକାର…

ଢାକା,୧।୫: ଶୁକ୍ରବାର ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ, ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ତାଙ୍କ ଦେଶର ବର୍ତ୍ତମାନର ପରିସ୍ଥିତିକୁ ଚିନ୍ତାଜନକ ବୋଲି ବର୍ଣ୍ଣନା କରିଥିଲେ। ହସିନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri