ଛତ୍ରପୁରରେ ସିପିଆଇ ପକ୍ଷରୁ ବନ୍ଦ ପାଳନ

ଛତ୍ରପୁର, ୧୫।୭(ଡି.ଏନ୍‌.ଏ.): ପେଟ୍ରୋଲ, ଡିଜେଲ, ତୈଳ, ରନ୍ଧନ ଗ୍ୟାସ ଦର ଏବଂ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟ ବୃଦ୍ଧି ପ୍ରତ୍ୟାହାର ଦାବିରେ ସିପିଆଇ ପକ୍ଷରୁ ଗୁରୁବାର ଗଞ୍ଜାମ ଜିଲା ହେଡ୍‌କ୍ୱାର୍ଟର ଛତ୍ରପୁରରେ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ଏହି ବନ୍ଦ ଯୋଗୁ ଉକ୍ତ ଅଞ୍ଚଳ ପ୍ରଭାବିତ ହେବା ସହ ଦୋକାନ ବଜାର ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତରୁ ଡେଇଁ ଧରାପଡ଼ିଲେ ନାବାଳକ

ସମ୍ବଲପୁର,୨୨ା୪(ବ୍ୟୁରୋ): ସମ୍ବଲପୁର ଜିଲା ଜୁଜୁମୁରା ଥାନା ପୋଲିସ ପୂର୍ବରୁ ଅନେକ ବିବାଦରେ ରହିଆସିଛି। ଗୁରୁବାର ପୁଣି ଏକ ବିବାଦୀୟ ଘଟଣା ଘଟିଛି। ଯୁଯୁମୁରା ଅଞ୍ଚଳର ଜଣେ...

ନିଯୁକ୍ତି ମେଳା: ୧,୩୪୬ ଆଶାୟୀ ପଞ୍ଜୀକୃତ

ଢେଙ୍କାନାଳ ଅଫିସ, ୧।୧୧: ଢେଙ୍କାନାଳ ସହରସ୍ଥିତ ମହିଷାପାଟ ପଲ୍ଲିଶ୍ରୀ ମେଳା ପଡ଼ିଆରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ସୋମବାର...

ସମୁଦ୍ରରୁ ମାଛଧରି ଫେରିବା ବେଳେ ବୁଡ଼ିଗଲା ଡଙ୍ଗା: ୨ ମତ୍ସଜୀବୀଙ୍କ ମୃତ୍ୟୁ, ଜଣେ ଗୁରୁତର

ପାରାଦୀପ,୧୨।୬(ସ୍ବ:ପ୍ର:): ସମୁଦ୍ରରୁ ମାଛଧରି ଫେରିବା ବେଳେ ମହାନଦୀ ମୂହାଣରେ ଡଙ୍ଗା ବୁଡି ୨ ମତ୍ସଜୀବୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ...

ବଦଳୁନି ଶହୀଦ ପୀଠ ଭାଗ୍ୟ

ବାସୁଦେବପୁର,୨୮ା୯(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁରର ଇରମ ସ୍ଥିତ ଐତିହାସିକ ମେଳଣ ପଡ଼ିଆରେ ୧୯୪୨ ସେପ୍ଟେମ୍ବର ୨୮ରେ ଲୋମହର୍ଷଣକାରୀ ଗୁଳିକାଣ୍ଡ ଘଟିଥିଲା। ଭାରତଛାଡ଼ ଆନ୍ଦୋଳନରେ ସାମିଲ ହୋଇଥିବା...

ଲିକେଜ ଗ୍ୟାସ ଟାଙ୍କି ଯୋଗାଣ

ବୁଗୁଡ଼ା,୧୦ା୧(ଡି.ଏନ.ଏ.): ବୁଗୁଡ଼ା ସହର ତଥା ଆଖପାଖ ଅଞ୍ଚଳର ଲୋକେ ରୋଷେଇ ଗ୍ୟାସ ପାଇଁ ବୁଗୁଡ଼ା ସହରରେ ଥିବା ଏକ ମାତ୍ର ଗ୍ୟାସ ଏଜେନ୍ସି କନକ ଦୁର୍ଗା...

ନାଳ ପାର୍‌ ହେଉଥିବା ବେଳେ ବୁଡ଼ିଗଲେ

ଠାକୁରମୁଣ୍ଡା,୨୪।୧୦(ଡି.ଏନ.ଏ.): ନାଳ ପାର୍‌ ହେଉଥିବା ବେଳେ ଜଣେ ବ୍ୟକ୍ତି ବୁଡ଼ିଯାଇ ପ୍ରାଣ ହରାଇଛନ୍ତି। ମୃତକ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ଚମ୍ପାଝର ପଞ୍ଚାୟତ...

ଜଳିଗଲା ଆଖୁ କିଆରି

ଶେରଗଡ଼,୨୫ା୧୨(ଡି.ଏନ୍‌.ଏ.): ଶେରଗଡ଼ ପେଟ୍ରୋଲ ପମ୍ପ ପଛପଟେ ଥିବା ଏକ ଆଖୁ କିଆରିରେ ରବିବାର ନିଆଁ ଲାଗିଯାଇଥିଲା। ଫଳରେ ଜମିର ଆଖୁ ପୋଡ଼ି ନଷ୍ଟ ହୋଇଯାଇଛି। ଖବର...

ପୁଅକୁ ଝୁଲାଇ ମା’ଙ୍କ ଆତ୍ମହତ୍ୟା

ରାୟଗଡ଼ା ଅଫିସ,୨୧ା୨: ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅଧୀନ ଜେକେପୁର ଏସ୍‌ପିଟି କଲୋନିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ମହିଳା ଏବଂ ତାଙ୍କର ୪...

Advertisement
Archives

Model This Week