Posted inଜାତୀୟ

ପାଓ୍ବାର ହଟିବା ପରେ କଂଗ୍ରେସ-ଉଦ୍ଧବ ସେନାରେ ଫାଟ…

ମୁମ୍ବାଇ,୩।୫ : ମହାରାଷ୍ଟ୍ରର ଭେଟେରାନ ନେତା ଶରଦ ପାୱାର ଏନସିପି ମୁଖ୍ୟ ପଦରୁ ଇସ୍ତଫା ଦେବାକୁ ଘୋଷଣା କରିଛନ୍ତି। ବର୍ତ୍ତମାନ ଏହା ସହ ରାଜ୍ୟରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। ଶରଦ ପାୱାରଙ୍କର ଏହି ନିଷ୍ପତ୍ତି ପରେ ମହା ବିକାଶ ଆଙ୍ଘାଡି (ଏମଭିଏ) ମିଳିତ ମଞ୍ଚ ମଧ୍ୟ ବିଭାଜିତ ହୋଇଥିବା ଦେଖାଯାଉଛି। ପାୱାର ଘୋଷଣା କରିବାର ଗୋଟିଏ ଦିନ ପରେ କଂଗ୍ରେସ ଏବଂ ଶିବସେନା ମଧ୍ୟରେ କଳହ ଆରମ୍ଭ ହୋଇଛି। ଏଥି ସହିତ ଉଦ୍ଧବ ଠାକରେ ସେନା ପୱାରଙ୍କ ଇସ୍ତଫାକୁ ଏକ ବଡ ଝଟକା ବୋଲି କହିଛନ୍ତି।

ମହାରାଷ୍ଟ୍ର କଂଗ୍ରେସ ୟୁନିଟ ମୁଖ୍ୟ ନାନା ପଟୋଲେ ରାଜ୍ୟସଭା ସଦସ୍ୟ ସଞ୍ଜୟ ରାଉତଙ୍କୁ କଡ଼ା ଶବ୍ଦରେ ସମାଲୋଚନା କରିଛନ୍ତି। ଦେଇଛନ୍ତି। କଂଗ୍ରେସ କାର୍ଯ୍ୟରେ ହସ୍ତକ୍ଷେପ ନକରିବାକୁ ପଟୋଲ ଖୋଲାଖୋଲି ଭାବେ କହିଛନ୍ତି। ସଞ୍ଜୟ କଂଗ୍ରେସର ମୁଖପାତ୍ର ନୁହଁନ୍ତି । ତେଣୁ ସେ କଂଗ୍ରେସ ବିଷୟରେ କିଛି କହିବା ଉଚିତ ନୁହେଁ। ଉଲ୍ଲେଖଯୋଗ୍ୟ, କଂଗ୍ରେସ, ଶିବସେନା (ୟୁବିଟି) ଏବଂ ଏନସିପି ଏମଭିଏ ମିଳିତ ମଞ୍ଚର ଏକ ଅଂଶ। ବାସ୍ତବରେ, ସଞ୍ଜୟ କହିଥିଲେ, ମଲ୍ଲିକାର୍ଜୁନ ଖାର୍ଗ କଂଗ୍ରେସର ଜାତୀୟ ଅଧ୍ୟକ୍ଷ ହୋଇଥିଲେ ମଧ୍ୟ ରାହୁଲ ଗାନ୍ଧୀ ଦଳୀୟ ନିଷ୍ପତ୍ତି ନିଅନ୍ତି। ଏହା ଉପରେ ନାନା ପଟୋଲ ସ୍ପଷ୍ଟ କରିଛନ୍ତି, ଗାନ୍ଧୀ ପରିବାରର ପ୍ରତିଷ୍ଠା ସମ୍ପର୍କରେ ସଞ୍ଚୟ କୌଣସି ବିବୃତ୍ତି ଦେବା ଉଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri