Posted inଜାତୀୟ

ହରିୟାଣା କଂଗ୍ରେସରେ ଫାଟ, ଭାଜପା ଶିବିରକୁ ଯିବେ କୁଲଦୀପ ବିଷ୍ନୋଇ…

ଚଣ୍ଡିଗଡ଼,୩।୮ : ହରିୟାଣା ରାଜନୀତିରେ କଂଗ୍ରେସ ବିଧାୟକ କୁଲଦୀପ ବିଷ୍ନୋଇଙ୍କ ସମ୍ପର୍କରେ ଚାଲିଥିବା କଳ୍ପନା ଜଳ୍ପନା ଏବେ ଶେଷ ହୋଇଛି। ସେ ନିଜେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗଦେବାକୁ ଘୋଷଣା କରିଛନ୍ତି। ଫଳରେ ହରିୟାଣା କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି। ଗୁରୁବାର ବିଷ୍ନାଇଭାଜପାରେ ଯୋଗଦେବେ। ସେ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ରାଜ୍ୟ ସଭା ନିର୍ବାଚନରେ କ୍ରସ-ଭୋଟିଂ ପରେ ତାଙ୍କୁ ନେଇ ନାନା ଚର୍ଚ୍ଚା ଜାରି ରହିଥିଲା।

କୁଲଦୀପ ଟୁଇଟ କରି କହିଛନ୍ତି ଯେ ସେ ଅଗଷ୍ଟ ୨ରେ ପୂର୍ବାହ୍ନ ୧୦ଟା ୧୦ରେ ଭାଜପା ଶିବିରରେ ଯୋଗଦେବେ। ଅନ୍ୟ ଏକ ଟୁଇଟରେ ସେ କହିଛନ୍ତି ଯେ ସେ ଚଣ୍ଡିଗଡ଼ରେ ବିଧାୟକ ପଦରୁ ଇସ୍ତଫା ଦେବେ, ଯାହାଫଳରେ ତାଙ୍କ ପୁଅ ଭବ ବିଷ୍ନୋଇ ଭାଜପା ଟିକେଟରେ ଉଦାମପୁର ଉପ-ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରିବେ। ରାଜ୍ୟ ସଭା ନିର୍ବାଚନରେ ବିଷ୍ନୋଇ କଂଗ୍ରେସ ବିରୋଧରେ କ୍ରସ ଭୋଟିଂ ଦେଇଥିଲେ। ଏହା ପରେ ତାଙ୍କୁ ସମସ୍ତ ପାର୍ଟି ପଦରୁ ହଟାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri