Posted inଜାତୀୟ

ନୀତୀଶଙ୍କ ଦଳରେ ଫାଟ, ଭାଜପା ଯୋଗାଯୋଗରେ ଜେଡ଼ିୟୁର ବହୁ ବିଧାୟକ: ସୁଶୀଲ ମୋଦି…

ଗୋପାଳଗଞ୍ଜ,୧।୧୧: ଗୋପାଳଗଞ୍ଜ ବିଧାନସଭା ଉପ-ନିର୍ବାଚନ ପାଇଁ ମଙ୍ଗଳବାର ପ୍ରଚାରର ଶେଷ ଦିନ ଥିଲା। ଗ୍ରାଣ୍ଡ ଆଲାଇନ୍ସ ଏବଂ ଏନଡିଏର ବହୁ ବଡ ନେତା ଏକ ରାଲି କରି ଭୋଟ ପାଇଁ ଅନୁରୋଧ କରିଥିଲେ। ଗୋପାଳଗଞ୍ଜରୁ ଭାଜପା ପ୍ରାର୍ଥୀ କୁସୁମ ଦେବୀଙ୍କ ପାଇଁ ନିର୍ବାଚନ ପ୍ରଚାରରେ ପହଞ୍ଚିଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ କଡ଼ା ସମାଲୋଚନା କରିଛନ୍ତି।

ସେ କହିଛନ୍ତି ଯେ ନୀତୀଶ କୁମାର ଭୟ କରୁଛନ୍ତି ଯେ ଯଦି ସେ ତାଙ୍କ ପାର୍ଟିକୁ ଆରଜେଡି ସହିତ ମିଶ୍ରଣ ନକରନ୍ତି ତେବେ ତାଙ୍କ ଦଳ ଭାଙ୍ଗିଯିବ।
ସୁଶୀଲ ମୋଦୀ କହିଛନ୍ତି ଯେ ଯଦି ଜେଡ଼ିୟୁର ବିଧାୟକମାନେ ଭାଜପାରେ ଯୋଗଦେବାକୁ ଚାହାଁନ୍ତି, ତେବେ ସେମାନଙ୍କୁ ସ୍ବାଗତ କରାଯିବ। କାରଣ ଏପରି ଅନେକ ଜେଡିୟୁ ନେତା ଅଛନ୍ତି ଯେଉଁମାନେ ଭଲ କାମ କରିଛନ୍ତି । ସୁଶୀଲ ଏହା ମଧ୍ୟ ଦାବି କରିଛନ୍ତି ଯେ ବହୁ ସଂଖ୍ୟକ ଜେଡିୟୁ ନେତା ଓ ବିଧାୟକ ଅଛନ୍ତି ଯେଉଁମାନେ ଭଜପା ସହିତ ଯୋଗଯୋଗରେ ଅଛନ୍ତି। ଏବେ ଜେଡ଼ିୟୁରେ ଫାଟ ସୃଷ୍ଟି ହୋଇଛି। ଖୁବ୍‌ ଶୀଘ୍ର ଜେଡ଼ିୟୁ ନେତା ଓ ବିଧାୟକମାନେ ଭାଜପାରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri