ଜୁଆଆଡ୍ଡାରେ ଚଢ଼ାଉ: ୪ ଲକ୍ଷରୁ ଅଧିକ ଟଙ୍କା ଜବତ, ୧୮ ଗିରଫ

ଜଗନ୍ନାଥପ୍ରସାଦ,୨୫ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥପ୍ରସାଦ ଥାନା ପୋଲିସ ଗୁରୁବାର ମଧ୍ୟ ରାତିରେ ଝାଡ଼ାଭୂମି ପଞ୍ଚାୟତର ବରକୋଳିଆ ଅଞ୍ଚଳରେ ଏକ ଜୁଆଆଡ୍ଡା ଉପରେ ଚଢ଼ାଉ କରି ୧୮ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୪ ଲକ୍ଷ ୪ ହଜାର ୩୪୦ ଟଙ୍କା ସହ ୧୮ଟି ମୋବାଇଲ ଜବତ ଦୁଇଟି କାର୍‌, ୫ଟି ମୋଟରସାଇକେଲ ୧୩ଟି ପ୍ଲେଇଙ୍ଗ କାର୍ଡ ସିଜର ହୋଇଛି।
କେସ୍‌ ନଂ.୩୩୩/୨୫ରେ ମାମଲା ରୁଜୁ କରାଯାଇ ତଦନ୍ତ ଚଳାଇଛି। ଜଗନ୍ନାଥପ୍ରସାଦ ପୋଲିସ। ବାରକୋଳିଆ ଅପହଞ୍ଚ ଅସ୍ଥାୟୀ ଘରେ ଜୁଆଖେଳ ଚାଲିଥିବା ଖବରପାଇ ଅଞ୍ଚଳ ପ୍ରାୟ ମଧ୍ୟ ରାତ୍ରରେ ଭଞ୍ଜନଗର ବେଲଗୁଣ୍ଠା ଜଗନ୍ନାଥପ୍ରସାଦ ପୋଲିସ ମିଳିତରେ ଚଢ଼ାଉ କରିଥିଲେ। ଭଞ୍ଜନଗର ଏସ୍‌ଡିପିଓ ଡାକ୍ତର ଦୀପକ କୁମାର ମିଶ୍ର ନିର୍ଦ୍ଦେଶ କ୍ରମେ ପୋଲିସ ଟିମ୍‌ ସେଠାରେ ଚଢ଼ାଉ କରିଥିବା ସୂଚନା ମିଳିଛି। ସେଥିରେ ଜଗନ୍ନାଥପ୍ରସାଦ ଆଇଆଇସି ପ୍ରମୋଦ କୁମାର ଲେଙ୍କା, ବେଲଗୁଣ୍ଠା ଆଇଆଇସି ରେବତୀ ଶବର, ଭଞ୍ଜନଗର ଆଇଆଇସି ଜୀବନାନନ୍ଦ ଜେନା ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri