ଜୁଆଆଡ୍ଡାରେ ଚଢ଼ାଉ: ୪ ଲକ୍ଷରୁ ଅଧିକ ଟଙ୍କା ଜବତ, ୧୮ ଗିରଫ

ଜଗନ୍ନାଥପ୍ରସାଦ,୨୫ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥପ୍ରସାଦ ଥାନା ପୋଲିସ ଗୁରୁବାର ମଧ୍ୟ ରାତିରେ ଝାଡ଼ାଭୂମି ପଞ୍ଚାୟତର ବରକୋଳିଆ ଅଞ୍ଚଳରେ ଏକ ଜୁଆଆଡ୍ଡା ଉପରେ ଚଢ଼ାଉ କରି ୧୮ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୪ ଲକ୍ଷ ୪ ହଜାର ୩୪୦ ଟଙ୍କା ସହ ୧୮ଟି ମୋବାଇଲ ଜବତ ଦୁଇଟି କାର୍‌, ୫ଟି ମୋଟରସାଇକେଲ ୧୩ଟି ପ୍ଲେଇଙ୍ଗ କାର୍ଡ ସିଜର ହୋଇଛି।
କେସ୍‌ ନଂ.୩୩୩/୨୫ରେ ମାମଲା ରୁଜୁ କରାଯାଇ ତଦନ୍ତ ଚଳାଇଛି। ଜଗନ୍ନାଥପ୍ରସାଦ ପୋଲିସ। ବାରକୋଳିଆ ଅପହଞ୍ଚ ଅସ୍ଥାୟୀ ଘରେ ଜୁଆଖେଳ ଚାଲିଥିବା ଖବରପାଇ ଅଞ୍ଚଳ ପ୍ରାୟ ମଧ୍ୟ ରାତ୍ରରେ ଭଞ୍ଜନଗର ବେଲଗୁଣ୍ଠା ଜଗନ୍ନାଥପ୍ରସାଦ ପୋଲିସ ମିଳିତରେ ଚଢ଼ାଉ କରିଥିଲେ। ଭଞ୍ଜନଗର ଏସ୍‌ଡିପିଓ ଡାକ୍ତର ଦୀପକ କୁମାର ମିଶ୍ର ନିର୍ଦ୍ଦେଶ କ୍ରମେ ପୋଲିସ ଟିମ୍‌ ସେଠାରେ ଚଢ଼ାଉ କରିଥିବା ସୂଚନା ମିଳିଛି। ସେଥିରେ ଜଗନ୍ନାଥପ୍ରସାଦ ଆଇଆଇସି ପ୍ରମୋଦ କୁମାର ଲେଙ୍କା, ବେଲଗୁଣ୍ଠା ଆଇଆଇସି ରେବତୀ ଶବର, ଭଞ୍ଜନଗର ଆଇଆଇସି ଜୀବନାନନ୍ଦ ଜେନା ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଓ ବନ୍ୟାରେ ଫସଲ ନଷ୍ଟ, କ୍ଷତିପୂରଣ ଦାବିରେ ଗଞ୍ଜାମ ଜଲାପାଳଙ୍କ ଅଫିସ୍‌ ଆଗରେ ଚାଷୀଙ୍କ ଧାରଣା!

ଛତ୍ରପୁର,୫।୧୧(ଦିଲ୍ଲୀପ ସାମଲ) : ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲାରେ ବ୍ୟାପକ ଫସଲ କ୍ଷତି ହୋଇଛି । ଫଳରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ…

ଆଦର୍ଶ ବିଦ୍ୟାଳୟରୁ ବାଦ୍‌ ପଡ଼ିଲା ୪୨ ମୌଜା ପିଏମ୍‌ ବାଲୁଙ୍କେଶ୍ୱର ବିଦ୍ୟାପୀଠ

କଟକ ସଦର,୫ା୧୧(ସୁଶାନ୍ତ କୁମାର ଜେନା): ଆସନ୍ତା ୬ ତାରିଖରେ ରାଜ୍ୟରେ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନା ଆରମ୍ଭ ହେବାକୁ ଯାଉଛି। ଏହି ଯୋଜନାରେ କଟକ ସଦର ବ୍ଲକ…

ଗିଡ଼ିପାବାଲି ଭୂସ୍ଖଳନ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଲା, ୩୦ ଫୁଟ ଗଭୀର ପର୍ଯ୍ୟନ୍ତ ଖୋଜାଖୋଜି କରିବା ପରେ…

ଭଞ୍ଜନଗର,୫ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗିଡ଼ିପାବାଲିରେ ଗତ ୨୮ ତାରିଖରେ ଭୂସ୍ଖଳନ ଯୋଗୁ ୧୩ ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ଗୁଣି ସନ୍ଦେହରେ ତ୍ରିନାଥଙ୍କୁ ପଥର ଛେଚି ହତ୍ୟା

ଭଞ୍ଜନଗର, ୫।୧୧ (ବାବୁଲା ପ୍ରଧାନ): ଆଧୁନିକ ସମାଜରେ ବିଜ୍ଞାନ ଓ ଶିକ୍ଷାର ପ୍ରସାର ସତ୍ତ୍ୱେ ଗ୍ରାମାଞ୍ଚଳରୁ ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ…

ଅନାଥ ଝାନ୍‌ସୀଙ୍କୁ ପୋଷ୍ୟକନ୍ୟା ଭାବେ ଘୋଷଣା କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ଭୂସ୍ଖଳନରେ ମା’-ବାପାଙ୍କୁ ହରାଇ…

ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ…

ଫେଲ୍‌ ମାରିବ ଟେକ୍ନୋଲୋଜି, ୮୦ ବୟସରେ ଥକି ପଡ଼ିନାହାନ୍ତି ତ୍ରିନାଥ, ୩ ଦିନରେ ତିଆରି କରୁଛନ୍ତି…

ଜଗନ୍ନାଥପ୍ରସାଦ,୫ା୧୧(ବିଭୁ ପ୍ରସାଦ ପଟ୍ଟନାୟକ): ଆଜିର ବୈଷୟିକ ଜ୍ଞାନକୌଶଳ(ଟେକ୍ନୋଲୋଜି) ଯୁଗରେ ଯେଉଁଠି ପାରମ୍ପରିକ ହସ୍ତଶିଳ୍ପ ହଜିଯିବାକୁ ବସିଲାଣି, ସେଭଳି ସମୟରେ ଜଣେ ୮୦ ବର୍ଷର ବୃଦ୍ଧ ନିଜର କୌଳିକ…

ବଲାଙ୍ଗୀରରେ ଗଡ଼ିଲା ସୋଲାର ରଥ, ଓଡ଼ିଶାର ତୃତୀୟ ସ୍ଥାନରେ…

ବଲାଙ୍ଗୀର,୫ା୧୧(ସୁନିଲ କୁମାର ମହାନ୍ତି): ମୁକ୍ତ ବିଜୁଳି ଯୋଜନା ସମ୍ପର୍କରେ ଲୋକଙ୍କୁ ଅଧିକ ସଚେତନ କରିବା ସହ ରୁଫ୍‌ ଟପ୍‌ ସୋଲାର ଗ୍ରହଣ ପାଇଁ ଉତ୍ସାହିତ କରିବା ଲକ୍ଷ୍ୟରେ…

୪ ବର୍ଷ ପରେ ବି ପରମହଂସ ପଞ୍ଚାୟତକୁ ଗଡ଼ିଲାନି ବସ୍‌, ତେଜିଲା ଅସନ୍ତୋଷ

କଟକ ସଦର,୫।୧୧(ସୁଶାନ୍ତ କୁମାର ଜେନା): ୨୦୨୧ – ୨୦୨୨ ଆର୍ଥିକ ବର୍ଷରେ ବ୍ଲକ କାର୍ଯ୍ୟଳୟ ସହିତ ସଂଯୋଗ କରିବା ପାଇଁ ଲକ୍ଷ୍ମୀ ବସ ସେବା ଆରମ୍ଭ କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?