Posted inବୌଦ୍ଧ

ବୌଦ୍ଧରେ ଭୟଙ୍କର ବାଣ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି

ବୌଦ୍ଧ,୨୧।୯: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟା-ଛତ୍ରପୁର ଗାଁ ମଧ୍ୟ ଭାଗରେ ଥିବାରେ ଏକ ବାଣ ଗୋଦାମରେ ରବିବାର ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ମୃତ୍ୟୁସଂଖ୍ୟା ବୃଦ୍ଧି ଘଟି ୨ରେ ପହଞ୍ଚିଛି। ଜଣେ ମହିଳା ନିଖୋଜ ଥିବା ବେଳେ ୮ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି।

ଏପରିକି ବିସ୍ଫୋରଣରେ ଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବା ବେଳେ ଭଙ୍ଗା ଘର ତଳେ ଲୋକେ ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି। ଖବର ପାଇ ଓଡ୍ରାଫ, ପୋଲିସ ଏବଂ ଅଗ୍ନିଶମ କର୍ମଚାରୀଙ୍କ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ବସ୍ଫୋରଣ ଯୋଗୁ ଏକ କିଲୋମିଟର ଦୂରରେ ଥିବା ପୁରୁଣାକଟକ ମାର୍କେଟରେ ଅନେକ ଘରଦ୍ୱାର ଗାଡ଼ି ଶୋରୁମ ସହିତ ଦୋକାନ ଥରି ଘରର କାଚ ଭାଙ୍ଗିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ୩ କ୍ରସ ଭୋଟିଂ: AICCକୁ ଜଣାଇ ଦିଆଯାଇଛି କହିଲେ ଭକ୍ତ

ଭୁବନେଶ୍ୱର,୧୬।୩: କଂଗ୍ରେସରୁ ୩ କ୍ରସ ଭୋଟିଂ ହୋଇଛି ଏ ନେଇ କହିଲେ ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ରମେଶ, ସୋଫିଆ, ଦାଶରଥି କ୍ରସ ଭୋଟିଂ…

ଜଲଓ୍ବା ଦେଖାଇଲେ ପ୍ରିୟଙ୍କା ଚୋପ୍ରା: ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ…

୯୮ତମ ଓସ୍କାର ପୁରସ୍କାର ଉତ୍ସବରେ ବଲିଉଡର ଜଲଓ୍ବା ଦେଖାଇଛନ୍ତି ‘ଦେଶୀ ଗାର୍ଲ’ ପ୍ରିୟଙ୍କା ଚୋପ୍ରା। ଯଦିଓ ତାଙ୍କର କୌଣସି ଚଳଚ୍ଚିତ୍ର ପୁରସ୍କାର ଜିତି ନ ଥିଲା କିନ୍ତୁ…

୨୦୦୮ ରୁ ୨୦୨୬ ପର୍ଯ୍ୟନ୍ତ…, IPL ରୁ ମୋଟ କେତେ ରୋଜଗାର କରିଛନ୍ତି ବିରାଟ କୋହଲି? ଜାଣିଲେ ଆଶ୍ଚର୍ଯ୍ୟହେବେ

ନୂଆଦିଲ୍ଲୀ,୧୬।୩: IPL 2026 ଆରମ୍ଭ ହେବାକୁ ଆଉ ମାତ୍ର ୧୨ ଦିନ ବାକି ଥିବା ବେଳେ, ଏହି ଟୁର୍ଣ୍ଣାମେଣ୍ଟ କ୍ରିକେଟ ମହଲରେ ଆଲୋଚନାର ଏକମାତ୍ର ବିଷୟ ପାଲଟିଛି।…

ରାସ୍ତାରେ ଅଚଳ ୧୦୮ ଆମ୍ବୁଲାନ୍ସ, ପ୍ରସବ ବେଦନାରେ ଛଟପଟ ଆସନ୍ନ ପ୍ରସବା

ନନ୍ଦପୁର/ପାଡୁଆ୧୬।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାନ୍ଥଲୁଙ୍ଗ ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ସାରିଆପାଲି ଗାଁରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି।…

ଯୁଦ୍ଧ ମଧ୍ୟରେ ଭାରତକୁ ମିଳିଗଲା ବଡ଼ ରାସ୍ତା: ମାରିନେଲା ବାଜି

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ଘରୋଇ ଗ୍ୟାସ ଅଭାବ ମଧ୍ୟରେ ନୂଆଦିଲ୍ଲୀ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ନିରନ୍ତର ପଦକ୍ଷେପ ନେଉଛି। ଏକ ଆର୍ଥିକ…

ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ, ୬ହଜାର ଟଙ୍କା ଲାଞ୍ଚ ଦାବି….

ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ…

ପ୍ରଯୁକ୍ତିବିଦ୍ୟାର ଚମତ୍କାର! ChatGPT ବ୍ୟବହାର କରି ତିଆରି କଲେ କ୍ୟାନ୍ସର ଟିକା, ନୂଆ ଜୀବନ ପାଇଲା କୁକୁର

ନୂଆଦିଲ୍ଲୀ,୧୬ା୩: କୃତ୍ରିମ ବୁଦ୍ଧିମତ୍ତା ଆଉ କେବଳ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସୀମିତ ନୁହେଁ; ଏହା ବର୍ତ୍ତମାନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ମଧ୍ୟ ନୂତନ ଚମତ୍କାର ପ୍ରଦର୍ଶନ କରୁଛି ।…

ଭାଗବଣ୍ଟା ସମୟରେ ଚଢ଼ାଉ କଲା ବନ ବିଭାଗ, ବାର୍‌ହା ମାଂସ ଜବତ ସହ ଶିକାରୀଙ୍କୁ…

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ କୁମୁଳାବାହାଳୀ ଗାଁ ନିକଟ ପୋଇପାଣି ଜଙ୍ଗଲରେ ରବିବାର ରାତିରେ ବନ ବିଭାଗ ଚଢାଉ କରି ବାର୍‌ହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri