ଲକ୍ଷ୍ମୀ ନୃସିଂହ ଯାତ୍ରାରେ ଅଘଟଣ

ହିଞ୍ଜିଳିକାଟୁ ୨୪!୫( ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଶ୍ରୀ ଲକ୍ଷ୍ମୀ ନୃସିଂହ ଯାତ୍ରାରେ ବାଣ ଫୁଟାଇବା ବେଳେ ନିଆଁ ଲାଗି ୭ଜଣ ଆହତ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ଖଡ଼ଭାଗ ଗ୍ରାମର ରାମଚନ୍ଦ୍ର ବେହେରା (୨୮) ।

ମିଳିଥିବା ସୂଚନା ମୁତାବକ, ହିଞ୍ଜିଳିକାଟୁ ଲକ୍ଷ୍ମୀ ନୃସିଂହ ଯାତ୍ରାର ଦ୍ୱିତୀୟ ଦିନ କେଉଟ ବାଡ଼ ପକ୍ଷରୁ ଯାତ୍ରା ପରିଚାଳନା କରାଯାଇଥିଲା। ରାତିରେ କାଟୁ ରାଜବାଟୀ ସାମ୍ନା ବାଣ ପଡ଼ିଆରେ ପରମ୍ପରା ଅନୁଯାୟୀ ବାଣ ଫୁଟା ଯାଇଥିଲା। ହେଲେ ଏକ ବାଣ ବିସ୍ଫୋରଣ ହୋଇ ନିଆଁ ଝୁଲ ଦେଖଣାହାରୀଙ୍କ ଉପରେ ପଡିଥିଲା।

ଫଳରେ ରାମଚନ୍ଦ୍ର ଗୁରୁତର ଆହତ ହୋଇଥିଲେ। ସେ ମାମୁଁ ଘର ଗୋପବନ୍ଧୁ ମାର୍ଗକୁ ଯାତ୍ରା ଦେଖିବାକୁ ଆସିଥିଲେ। ବାଣ ନିଆଁ ଲାଗି ଅନ୍ୟ ୭ଜଣ ମଧ୍ୟ ଆହତ ହୋଇଛନ୍ତି। ସମସ୍ତଙ୍କୁ ହିଞ୍ଜିଳିକାଟୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଗୁରୁତର ରାମଚନ୍ଦ୍ରଙ୍କୁ ଅଧିକ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ ମେଡିକାଲ ଓ ପରେ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅଘଟଣ ପରେ ଯାତ୍ରା ପ୍ରେମୀଙ୍କ ମଧ୍ୟରେ ହତାଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା...

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର  ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ...

ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ...

ଗଜାମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା,୧୭ା୬ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ଆସିବାରେ ବିଳମ୍ବ ହୋଇଥିବା ପାଣିପାଗ ବିଶେଷଜ୍ଞ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା...

ଅନ୍ତର୍ଦ୍ୱନ୍ଦ୍ୱ, ଆତ୍ମଘାତୀ କାର୍ଯ୍ୟ ପରାଜୟର କାରଣ

ବାଲେଶ୍ୱର,୧୭।୬(ମାନସ ବିଶ୍ୱାଳ): ବାଲେଶ୍ୱର ବିଧାନସଭା କ୍ଷେତ୍ରରେ ବିଜେଡିର ପରାଜୟ ପରେ ଦଳ ପକ୍ଷରୁ ରବିବାର ସ୍ଥାନୀୟ ଷ୍ଟେଶନ କ୍ଲବଠାରେ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏଥିରେ...

ବଣରେ ରହୁଛି ୧୦୮ ଆମ୍ବୁଲାନ୍ସ, କ୍ଲବ ଘରେ ଷ୍ଟାଫ୍‌

ଗୋପ,୧୭।୬(ଭାରତୀ ଭୂଷଣ ଉପାଧ୍ୟାୟ): ସରକାର ସ୍ବାସ୍ଥ୍ୟସେବାକୁ ନେଇ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ନାଗପୁର ଉପ...

ରତ୍ନଭଣ୍ଡାର ସ୍ଥିତି ଶୋଚନୀୟ, ଅଳଙ୍କାର ନଷ୍ଟ ହେବା ଆଶଙ୍କା

ପୁରୀ,୧୭ା୬(ଅଜିତ୍‌ ମହାନ୍ତି): ଭକ୍ତଙ୍କ ନିମନ୍ତେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲା ହେବା ପରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯିବାକୁ ନେଇ ସାଧାରଣରେ ଉତ୍କଣ୍ଠା ଦେଖିବାକୁ ମିଳିଛି। ନୂତନ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri