କଟକରେ ଖୋଲିବ ବାଣ ଦୋକାନ: ମିଳିଲା ଅନୁମତି

କଟକ ଅଫିସ, ୨।୧୧: ଆଗକୁ କାଳୀ ପୂଜା ଓ ଦୀପାବଳି। ତେବେ କୋଭିଡ୍‌ କଟକଣା ଭିତରେ ପାଳିତ ହେବ ଏହିସବୁ ପର୍ବ। କଟକରେ ପୂର୍ବଭଳି ଚଳିତ ବର୍ଷ ମଧ୍ୟ ବାଣ ଦୋକାନ ଖୋଲିବାକୁ ଅନୁମତି ମିଳିଛି। ହେଲେ କେଉଁଠି ବାଣ ଦୋକାନ କରାଯିବ ତାହା ସ୍ଥିର କରାଯିବ ବୋଲି ଡିସିପି ପ୍ରତୀକ୍‌ ସିଂ କହିଛନ୍ତି। ଏଥିପାଇଁ ପୂର୍ବରୁ ଡିସିପିଙ୍କ କାର୍ଯ୍ୟାଳୟରୁ
ଲାଇସେନ୍ସ ନେବାକୁ ହେବ। ଲାଇସେନ୍ସ ନେବା ପରେ ବ୍ୟବସାୟୀମାନେ ବାଣ ଦୋକାନ ଖୋଲିପାରିବେ ବୋଲି ଡିସିପି କହିଛନ୍ତି। ଏଥିସହ ବାଣ ଦୋକାନରେ ସାମାଜିକ ଦୂରତ୍ୱ ଓ ମାସ୍କକୁ ବାଧ୍ୟତାମୂଳକ କରାଯିବ।
ଅପରପକ୍ଷେ, ଦୂର୍ଗାପୂଜା ଭଳି କାଳୀପୂଜା ମଧ୍ୟ କୋଭିଡ୍‌ କଟକଣାରେ ପାଳିତ ହେବ। କାଳୀପୂଜା ପାଇଁ ୧୫ ପ୍ଲାଟୁନ ଫୋର୍ସ, ୫୦ ଅଧିକାରୀ ମୁତୟନ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଯାଇଛି କ୍ୟାନ୍‌ସର

ଭୁବନେଶ୍ୱର, ୪ା୨(ବ୍ୟୁରୋ): କ୍ୟାନ୍‌ସର ନାଁ ଶୁଣିଲେ ଲୋକେ ଡରିଯାଆନ୍ତି। ଜୀବନ ସରିଗଲା, ମୃତ୍ୟୁ ସୁନିଶ୍ଚିତ ବୋଲି ଭାବନ୍ତି। କ୍ୟାନ୍‌ସର ଆକ୍ରାନ୍ତଙ୍କୁ ଛୁଇଁବାକୁ ବି ଭୟ କରନ୍ତି।...

ଇତିହାସ ଅଧ୍ୟାପକ ପରୀକ୍ଷା ବାତିଲ୍‌ କଲେ ହାଇକୋର୍ଟ: ସାନି ପରୀକ୍ଷା ପାଇଁ ଆଦେଶ

କଟକ ଅଫିସ, ୧୯।୧୨ : ଅଣଅନୁଦାନପ୍ରାପ୍ତ କଲେଜଗୁଡ଼ିକ ନିମନ୍ତେ ୮୧ଟି ଇତିହାସ ଅଧ୍ୟାପକ ପଦବୀ ପାଇଁ ଗତ ମାର୍ଚ୍ଚ ୧୦ ତାରିଖରେ ଲିଖିତ ପରୀକ୍ଷା ଅନୁଷ୍ଠିତ...

ଟିକା ଉତ୍ସବ କାହିଁକି ବୋଲି ପ୍ରଶ୍ନ କଲା କଂଗ୍ରେସ

ଭୁବନେଶ୍ୱର, ୧୩।୪(ବ୍ୟୁରୋ): ଗତ ରବିବାରଠାରୁ ଆସନ୍ତା ୧୫ ତାରିଖ ୪ଦିନ ବ୍ୟାପୀ ସମଗ୍ର ଦେଶରେ ପ୍ରଧାନମନ୍ତ୍ରୀ ଟିକା ଉତ୍ସବ ପାଳନ ନିମିତ୍ତ ଘୋଷଣା କରିଛନ୍ତି। ଗତ...

ବଦଳିଲା କୋଭିଡ୍‌ ଉଲ୍ଲଂଘନ ନିୟମ: ୨ ବର୍ଷ କାରାଦଣ୍ଡ, ୧ଲକ୍ଷ ପର୍ଯ୍ୟନ୍ତ ଜରିମାନା

ଭୁବନେଶ୍ୱର,୧୩।୮(ବ୍ୟୁରୋ): କରୋନା ସଂକ୍ରମଣ ସମଗ୍ର ବିଶ୍ୱରେ ଏକ ବୃହତ ସମସ୍ୟା ସୃଷ୍ଟି କରିଛି। ବିଗତ ମାସକ ମଧ୍ୟରେ ସଂକ୍ରମଣ କମିବା ପରିବର୍ତ୍ତେ ବଢିବାରେ ଲାଗିଛି। ରାଜ୍ୟ...

କାମରେ ଲାଗୁନି ସ୍ଲଟର ହାଉସ

କେନ୍ଦୁଝର, ୧୯ା୫ (ସ୍ବ.ପ୍ର.)-କେନ୍ଦୁଝର ସହରରେ ଏଣେତେଣେ ମାଂସ ଓ ମାଛ ଦୋକାନ ଖୋଲିଥିବାରୁ ସହରର ପରିବେଶ ପ୍ରଦୂଷିତ ହେବାକୁ ଲାଗିଛି ା ଏହାର ପ୍ରତିକାର କରିବା...

କେନ୍ଦ୍ରାପଡ଼ାରେ ୧୫ କରୋନା ପଜିଟିଭ୍‌ ଚିହ୍ନଟ: ୫୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦ୍ରାପଡ଼ା ଅଫିସ,୨୫ା୫: କେନ୍ଦ୍ରାପଡ଼ା ଜିଲାରେ ସୋମବାର ଆଉ ୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫ରେ ପହଞ୍ଚିଛି ।...

ବାଣ ଫୁଟି ୭ଜଣ ଆହତ

ବାଳକାଟୀ,୨୮।୧୦(ଡି.ଏନ.ଏ.)- ରାଜଧାନୀ ଉପକଣ୍ଠ ବାଳକାଟୀ ଫାଣ୍ଡି ଅଞ୍ଚଳରେ ରବିବାର ବାଣ ଫୁଟାଉଥିବାବେଳେ ୭ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ନୂଆପାଟଣା ଗ୍ରାମର ସୁଶୀଲ ଖଟେଇ(୩୦), ରିଙ୍କୁ...

ଜଣକୁ ହେଲେ ୧୦ ଜଣଙ୍କୁ ସଂକ୍ରମିତ ଆଶଙ୍କା

ଫୁଲବାଣୀ ଅଫିସ,୨୭ା୪- କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ସମୀର...

Advertisement


Archives

Model This Week

Why Dharitri