ମନ୍ଦିର ଗର୍ଭ ଗୃହରେ ଫାଟ

ସଜନାଗଡ଼,୨୩।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରିଠାରୁ ୫କି.ମି. ଦୂର ସଜନାଗଡ଼ ଗ୍ରାମରେ ଅବସ୍ଥିତ ମା’ ଭୂଧାରଚଣ୍ଡୀଙ୍କ ମନ୍ଦିର ଏବେ ଅସୁରକ୍ଷିତ ଅବସ୍ଥାରେ। ମନ୍ଦିର ଦ୍ୱାରବନ୍ଧ ସହ ମୁଖ୍ୟ ଗର୍ଭଗୃହରେ ପାଣି ଓ ମନ୍ଦିରର ୫୦ରୁ ଊର୍ଦ୍ଧ୍ୱ ସ୍ଥାନରେ ଫାଟ ସୃଷ୍ଟି ହୋଇଛି। ବର୍ଷା ହେଲେ ମା’ଙ୍କ ଦେହରେ ପାଣି ଝରୁଛି। ଫଳରେ ମନ୍ଦିର ପ୍ରତି ବିପଦ ଦେଖାଦେଇଛି। ଦେବୋତ୍ତର ବିଭାଗର ଏବଂ ରାଜ୍ୟ ସରକାର ଏଥିପ୍ରତି ସୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି। ଠାକୁର ମାହାଲ ଅଧିକାରୀ ନିରଞ୍ଜନ ଧଳ କହିଛନ୍ତି, ସେ ନୂତନ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ମନ୍ଦିର ପାରିପାର୍ଶ୍ୱିକ ଅବସ୍ଥା ତଥା ରକ୍ଷଣାବେକ୍ଷଣ ଉପରେ କୌଣସି ଅଭିଯୋଗ ହସ୍ତଗତ ହୋଇ ନ ଥିବା ପ୍ରକାଶ କରିବା ସହ ଖୁବ୍‌ଶୀଘ୍ର ଏ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ

ବଇଣ୍ଡା, ୨୮ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳର ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ଶନିବାର ଚେରଖଣ୍ଡି ଗ୍ରାମର ଶିକ୍ଷକ...

ଏଚ୍‌ଆଇଭି ଆକ୍ରାନ୍ତ ଗର୍ଭବତୀଙ୍କୁ ଚିକିତ୍ସାରେ ଅବହେଳା: ମା’ ପେଟରେ ଆଖିବୁଜିଲା ଶିଶୁ

ବାରିପଦା ଅଫିସ,୧୫ା୧୨-ଏଚ୍‌ଆଇଭିରେ ଆକ୍ରାନ୍ତ ହୋଇଥିବା ଜଣେ ଗର୍ଭବତୀ ଗର୍ଭକଷ୍ଟ ପାଉଥିଲେ ବି ଡାକ୍ତରମାନେ ତାଙ୍କୁ ଚିକିତ୍ସା ନ କରିବାରୁ ଗର୍ଭସ୍ଥ ଶିଶୁ ଦୁନିଆର ଆଲୋକ ଦେଖିବା...

ମୟୂରଭଞ୍ଜରେ ସ୍ଥିତି ସମୀକ୍ଷା କଲେ ଡିଜପିି

ବାରିପଦା ଅଫିସ, ୨୧ା୪- ରାଜ୍ୟ ପୋଲିସ ମହା ନିର୍ଦ୍ଦେଶକ(ଡିଜିପି) ଅଭୟ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ପଶ୍ଚିମବଙ୍ଗ ସୀମା ଚକଶୁଳିଆପଦା ଯାଇ ସେଠାରେ...

୭ ନଂ ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯୋଡ଼ା,୧୪।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାର ୭ନଂ. ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଉକ୍ତ ଓ୍ବାର୍ଡର ପୋଷ୍ଟ ଅଫିସ ପଛପାର୍ଶ୍ୱରେ ଅଳିଆ ଆବର୍ଜନା ପଡ଼ି...

ନାଲ୍‌କୋରେ କୋଇଲା ସଙ୍କଟ: କିଣା ବିଦ୍ୟୁତ୍‌ରେ ଚାଲୁଛି ପ୍ଲାଣ୍ଟ

ବଅଁରପାଳ, ୧୧।୯-ନବରତ୍ନ ପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ଏବେ କୋଇଲା ସଙ୍କଟ ଦେଇ ଗତି କରୁଛି। ଏମ୍‌ସିଏଲ୍‌ରୁ ଆବଶ୍ୟକ ପରିମାଣର କୋଇଲା ଯୋଗାଣ ହୋଇପାରୁ ନ...

ବନ୍ୟା ଘେରରେ ବଲାଙ୍ଗୀର ସହର: ୧ ହଜାର ଲୋକ ସ୍ଥାନାନ୍ତରିତ; ତଦାରଖ କରୁଛନ୍ତି ଜିଲାପାଳ, ଏସ୍‌ପି

ବଲାଙ୍ଗୀର ଅଫିସ, ୧୩।୮: ଲଗାଣ ବର୍ଷାରେ ବଲାଙ୍ଗୀର ସହର ଉବୁଟୁବୁ ହେଉଛି । ବନ୍ୟା ଜଳରେ ସମଗ୍ର ସହର ଭାସମାନ ଅବସ୍ଥାରେ। ପରିସ୍ଥିତି ଅନୁଧ୍ୟାନକରି ଜିଲାପାଳ...

ମମିତା ହତ୍ୟାକାଣ୍ଡ ମାମଲା: ଏଡିଜେ କୋର୍ଟରେ ହାଜର ହେଲେ ଗୋବିନ୍ଦ ସାହୁ

ବଲାଙ୍ଗୀର ଅଫିସ,୮।୭: ବହୁ ଚର୍ଚ୍ଚିତ ମମିତା ହତ୍ୟାକାଣ୍ଡ ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଏବଂ ସହଯୋଗୀ ରାଧେଶ୍ୟାମ ଚଣ୍ଡୀ ଶୁକ୍ରବାର କଣ୍ଟାବାଞ୍ଜି ଏଡିଜେ କୋର୍ଟରେ...

ଜୁନ୍‌ ୩୦ ଯାଏ ଚାଲିବ ରବିଧାନ ସଂଗ୍ରହ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟର ୧୭ ଜିଲାରେ ଚଳିତ ରବିଧାନ ବିକ୍ରି ନିମନ୍ତେ ମୋଟ ୨ ଲକ୍ଷ ୫୭ ହଜାର ୯୫୬ ଜଣ ଚାଷୀ ଅନ୍‌ଲାଇନ ମାଧ୍ୟମରେ ସେମାନଙ୍କର...

Advertisement
Archives

Model This Week