ଛତ୍ରପୁର ଥାନା ପୋଲିସ-ମାଜିଷ୍ଟ୍ରେଟ ମିଳିତ ଚଢ଼ାଉ: ସୁନ୍ଦରପୁର ଗ୍ରାମରୁ ଲକ୍ଷାଧିକ ଟଙ୍କାର ବାଣ ଜବତ

ଛତ୍ରପୁର,୧୭।୯(ଦିଲ୍ଲୀପ ସାମଲ ): ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ଗ୍ରାମରୁ ଲକ୍ଷାଧିକ ଟଙ୍କାର ବାଣ ଜବତ କରାଯାଇଛି। ଛତ୍ରପୁର ଥାନା ପୋଲିସ ଓ ମାଜିଷ୍ଟ୍ରେଟ ମିଳିତ ଚଢ଼ାଉ କରି ସୁନ୍ଦରପୁର ଗ୍ରାମ ଟାୱାରସାହିର ପପୁନ ପାତ୍ରଙ୍କ ତିନୋଟି ଘରୁ ବେଆଇନ ବାଣ ଗଚ୍ଛିତ ଥିବା
ଠାବ ହୋଇଥିବା ଜଣାପଡିଛି । ଗୋଟିଏ ଘରର ତାଲା ଭଙ୍ଗା ଯାଇଥିବା ମଧ୍ୟ ଜଣାପଡିଛି । ଚଢ଼ାଉରେ ଛତ୍ରପୁର ଏସଡିପିଓ ଚନ୍ଦନ କୁମାର ଘଡେଇ, ଥାନା ଅଧିକାରୀ ସବ୍ୟସାଚି ମଲ୍ଲ, ମାଜିଷ୍ଟ୍ରେଟ ଭାବେ ଛତ୍ରପୁର ଅତିରିକ୍ତ ତହସିଲଦାର ଏନ. ରବି ପ୍ରଧାନ ଏବଂ ପୁଲିସ ଫୋର୍ସ ସାମିଲ ଅଛନ୍ତି । ଜବତ ହୋଇଥିବା ବାଣର ଆନୁମାନିକ ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହୋଇଥିବ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri