କ୍ରେନ୍‌ ଖସି ୬ ମୃତ, ୫ରୁ ଅଧିକ ଆହତ

ବେଜିଂ,୧୪ା୯: ଚାଇନାର ଜିଆଙ୍ଗ ସହରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ସିଚୁଆନ ପ୍ରଦେଶର ରାଜଧାନୀ ଜିଆନୟାଙ୍ଗରେ ଏକ କ୍ରେନ୍‌ ଖସିପଡ଼ିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି।

ଜିଆଙ୍ଗ ସହରର ତୁଓ ନଦୀ ଉପରେ ଏକ ଏକ୍ସପ୍ରେସଓ୍ବେ ବ୍ରିଜ୍‌ ନିର୍ମାଣ ସମୟରେ ବୁଧବାର କ୍ରେନ୍‌ଟି ଖସିପଡ଼ିଥିଲା। ଫଳରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ରୁ ଅଧିକ ଆହତ ହୋଇଥିବା ଅଧିକାରୀମାନେ ଏନେଇ ଗୁରୁବାର ସୂଚନା ଦେଇଛନ୍ତି। କ୍ରେନ୍‌ ଖସିପଡ଼ିବାର କାରଣ ନେଇ ଆଜି ଅନୁସନ୍ଧାନ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଧୂଙ୍କୁ ମାରିଦେଲେ ଶାଶୁଘର ଲୋକେ! ସ୍ବାମୀ-ଶ୍ୱଶୁର ଅଟକ

ନନ୍ଦପୁର, ୧୧/୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିର୍ଜୀ ପଞ୍ଚାୟତର ନନ୍ଦୀଗାଁ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକା ବଧୂର ମୃତ୍ୟୁକୁ ନେଇ ଉତ୍ତେଜନା…

ଭିଟାମାଟିକୁ ଫେରୁଥିଲେ ଦାଦନ ଶ୍ରମିକ: ବାଟରେ ହେଲା ମୃତ୍ୟୁ, ତଦନ୍ତ ଆରମ୍ଭ

ବଲାଙ୍ଗିର,୧୧।୫( ସୁନିଲ କୁମାର ମହାନ୍ତି): ଖପ୍ରାଖୋଲ ବ୍ଲକରୁ ଏକ ପରିବାର ନିଜ ସ୍ତ୍ରୀ ଛୁଆ ପିଲା ସହ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥିଲେ। ରାଜ୍ୟ ବାହାରେ…

ବାଲି ଚୋରା ଚାଲାଣବେଳେ ମାଡ଼ିବସିଲେ ତହସିଲଦାର: ଆଉ ତା’ପରେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବାହୁଦା ନଦୀରୁ ବେଆଇନ ଭାବେ ବାଲି ଚୋରା ଚାଲାଣ ଅଭିଯୋଗ ହୋଇଆସୁଛି। ସୋମବାର ପୂର୍ବାହ୍ନରେ ଦିଗପହଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ…

ରାଜକିଶୋରଙ୍କ ପରିବାରକୁ ସହାୟତାର ହାତ ବଢାଇଲା ଗଣଶିକ୍ଷକ ସଂଘ

ଦାରିଙ୍ଗବାଡି,୧୧।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଣଶିକ୍ଷକ ସଂଘ ପକ୍ଷରୁ ସାଥି ଶିକ୍ଷକଙ୍କ ଦେହାନ୍ତ ପରେ ସହାୟତାର ହାତ ବଢ଼ାଇଲା ସାଙ୍ଗ ଏଭଳି ଘଟଣାକୁ ନେଇ…

ଟାଟା ପାୱାରର ଛଟେଇ ବିରୋଧରେ ତେଜିଲା ଶ୍ରମିକ ଆନ୍ଦୋଳନ: ଜୋରଦାର ପ୍ରତିବାଦ

କେନ୍ଦୁଝର,୧୧।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଟା ପାୱାରର କେନ୍ଦୁଝର ନିର୍ବାହୀ ଯନ୍ତ୍ରୀ ଓ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକମାନଙ୍କ ଛଟେଇ ବିରୋଧରେ ତେଜିଲା ଆନ୍ଦୋଳନ I…

୧ କୋଟି ଟଙ୍କିଆ ବାଇକ୍‌ ଭାରତରେ ଲଞ୍ଚ୍‌: ସାଙ୍ଗେ ସାଙ୍ଗେ Sold Out

ନୂଆଦିଲ୍ଲୀ,୧୧।୫: ଇଟାଲୀର ପ୍ରସିଦ୍ଧ ମୋଟରସାଇକେଲ ନିର୍ମାତା Ducati ଭାରତରେ ଏହାର ଅତ୍ୟନ୍ତ ସ୍ବତନ୍ତ୍ର ଏବଂ ସୀମିତ ସଂସ୍କରଣ ସୁପରବାଇକ – Ducati Panigale V4 Lamborghini –…

କେଉଁ ସେଲିବ୍ରିଟିଙ୍କ ପାଖରେ ଅଉଛି ସବୁଠୁ ଅଧିକ ସୁନା: ନାଁ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ରାଲି ସମୟରେ ଦେଶର ନାଗରିକମାନଙ୍କୁ ଆଗାମୀ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ଅନୁରୋଧ କରିଛନ୍ତି। କାରଣ ଏହି…

ଶପଥ ନେବାର ଗୋଟିଏ ଦିନ ପରେ ହଠାତ୍‌ ଷ୍ଟାଲିନଙ୍କ ଘରେ ପହଞ୍ଚିଲେ ବିଜୟ: ରାନୀତିରେ ହଲଚଲ

ଚେନ୍ନାଇ,୧୧।୫: ତାମିଲନାଡୁରେ ଐତିହାସିକ ନିର୍ବାଚନ ବିଜୟ ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଶପଥ ନେବାର ମାତ୍ର ଗୋଟିଏ ଦିନ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଡିଏମକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri