ଶେୟାର ବଜାରରେ ହାହାକାର: ଗୋଟିଏ ମିନିଟ୍‌ରେ ୧୦ ଲକ୍ଷ କୋଟି ହରାଇଲେ ନିବେଶକ

ନୂଆଦିଲ୍ଲୀ,୫।୮: ଭାରତୀୟ ଶେୟାର ବଜାରରେ ସୋମବାର ହାହାକାର ଦେଖାଯାଇଛି। ସପ୍ତାହର ପ୍ରଥମ କାରବାର ଦିନରେ ସେନସେକ୍ସ ୧,୬୦୦ ପଏଣ୍ଟରୁ ଖସି ଆସିଛି। ଅନ୍ୟ ପଟେ, ନିଫ୍ଟି ଦୁର୍ବଳ ହୋଇ ୨୪୨୦୦ ତଳେ ପହଞ୍ଚିଥିଲା। ପରିସ୍ଥିତି ଏପରି ହୋଇଛି ଯେ,ନିବେଶକ ଗୋଟିଏ ମିନିଟ୍‌ରେ ୧୦ ଲକ୍ଷ କୋଟି ହରାଇଛନ୍ତି। ପ୍ରାରମ୍ଭିକ କାରବାର ସମୟରେ ଟାଇଟାନ ଶେୟାର ୯% ହ୍ରାସ ପାଇଛି।
ଏହି ସମୟରେ, ବିଏସଏଫରେ ସମସ୍ତ ତାଲିକାଭୁକ୍ତ କମ୍ପାନୀଗୁଡିକର ବଜାର ପୁଞ୍ଜିକରଣ ୧୦.୨୪ ଲକ୍ଷ କୋଟି ହ୍ରାସ ପାଇ ୪୪୬.୯୨ ଲକ୍ଷ କୋଟିରେ ପହଞ୍ଚିଛି। ସୋମବାର ଟଙ୍କା ସର୍ବକାଳୀନ ସର୍ବନିମ୍ନ ୮୩.୭୫୨୫ରେ ପହଞ୍ଚିଛି।
ବିଶ୍ୱର ଶେୟାର ବଜାରରେ ତୀବ୍ର ହ୍ରାସର ମୁଖ୍ୟ କାରଣ ଆମେରିକାର ଅର୍ଥନୀତିରେ ମନ୍ଥରତା ଭୟରେ ରହିଛି। ଜୁଲାଇରେ ଆମେରିକାରେ ନିଯୁକ୍ତି ସୃଷ୍ଟିରେ ହ୍ରାସ ଘଟିଛି। ବେକାରୀ ହାରରେ ୪.୩% ବୃଦ୍ଧି ଘଟିଛି। ମଧ୍ୟ ପୂର୍ବର ଭୌଗୋଳିକ ତିକ୍ତତା ମଧ୍ୟ ବଜାର ହ୍ରାସର ଏକ ପ୍ରମୁଖ କାରଣ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri