Posted inଖେଳ

ଏହି ଭାରତୀୟ ଅଭିନେତାଙ୍କୁ ଭେଟିବାକୁ ପାଗଳ ପାକିସ୍ତାନ କ୍ରିକେଟର୍‌

ପାକିସ୍ତାନର କିମ୍ବଦନ୍ତୀ କ୍ରିକେଟରଙ୍କ ମଧ୍ୟରେ ଅନ୍ୟତମ ଶାହିଦ୍‌ ଆଫ୍ରିଦିଙ୍କ ପ୍ରଶଂସକ ମଧ୍ୟ ଭାରତରେ ଅଛନ୍ତି। ସେ ଇଣ୍ଡିଆନ ପ୍ରିମିୟର ଲିଗରେ ମଧ୍ୟ ଅଂଶ ଗ୍ରହଣ କରିଛନ୍ତି। ଆଇପିଏଲ ସମୟରେ ତାଙ୍କ ଏକ ଭିଡିଓ କ୍ଲିପ ୟୁଟ୍ୟୁବରେ ଅଛି। ଏଥିରେ ଶାହିଦ୍‌ ଅନେକ ମଜାଦାର ପ୍ରଶ୍ନର ଉତ୍ତର ମଧ୍ୟ ଦେଇଛନ୍ତି। ଶାହିଦ୍‌ଙ୍କୁ ପଚରାଯାଇଥିଲା କି ଶାହରୁଖ ଖାନ, ପ୍ରୀତି ଜିଣ୍ଟା ଭଳି ବଡ ତାରକା ଆଇପିଏଲ ସହ ଜଡିତ, ତୁମେ ତାଙ୍କୁ ଭେଟିବ କି? ସେ କୁହନ୍ତି, ମୁଁ ଶାହାରୁଖଙ୍କ ସହ ଗୋଟିଏ ଦିନ ପୂର୍ବରୁ ଫୋନରେ କଥା ହୋଇଥିଲି, ତାଙ୍କୁ ଭେଟିବାକୁ ମୋର ବହୁତ ଇଚ୍ଛା। ଯଦି କୌଣସି ପ୍ରୋଗ୍ରାମ ହୁଏ ତେବେ ନିଶ୍ଚିତ ଭାବରେ ସାକ୍ଷାତ କରିବୁ ବୋଲି ସେ କହିଛନ୍ତି। ତାଙ୍କୁ ଆହୁରି ପଚରାଯାଇଛି ଯେ ଯଦି ତାଙ୍କୁ ବଲିଉଡ ଫିଲ୍ମରେ କାମ କରିବାର ସୁଯୋଗ ମିଳେ, ତେବେ ସେ କରିବେ କି। ଏହାର ଉତ୍ତରରେ ସେ କୁହନ୍ତି, ମୁଁ କ୍ରିକେଟକୁ ବହୁତ କଷ୍ଟରେ ପରିଚାଳନା କରୁଛି ଏବଂ ଆପଣ ମୋତେ ଫିଲ୍ମ କାମ କରିବା କଇା କହୁଛନ୍ତି। ଏହା କହି ସେ ହସି ଦେଇଥିଲେ।
ଆଫ୍ରିଦି ତାଙ୍କ କ୍ୟାରିୟରରେ ୨୭ ଟି ଟେଷ୍ଟ, ୩୯୮ ଟି ଏକଦିବସୀୟ ଏବଂ ୯୯ଟି -୨୦ ଅନ୍ତର୍ଜାତୀୟ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri