ଭିଜିଲାନ୍ସ ଜାଲରେ ସିଆର୍‌ସିସିି

ବାରିପଦା ଅଫିସ/ ଠାକୁରମୁଣ୍ଡା(ଡି.ଏନ୍‌.ଏ.),୨।୨: ଦରମା ବିଲ୍‌ କରାଇ ଦେବାକୁ ଜଣେ ଶିକ୍ଷକଙ୍କଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମୟୂରଭଞ୍ଜ ଜିଲା ରରୁଆଁ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ସିଆରସିସି ମଧୁସୂଦନ ନାଏକ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ବାରିପଦା ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିବା ସହ ଲାଞ୍ଚ ଟଙ୍କା ଜବତ କରିଛି।
ସୂଚନା ଅନୁଯାୟୀ,ଜଡିପଦା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ବିଶ୍ୱନାଥ ମହାନ୍ତଙ୍କ ୧୦ ବର୍ଷର ବର୍ଦ୍ଧିତ ଦରମା କରାଇ ଦେବାକୁ ସିଆରସିସି ନାଏକ ଟଙ୍କା ଦାବି କରି ଦିନ ଗଡ଼ାଉଥିଲେ। ଏ ସମ୍ପର୍କରେ ଶିକ୍ଷକ ମହାନ୍ତ ବାରିପଦା ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ। ପୂର୍ବ ପ୍ରସ୍ତୁତି ଅନୁଯାୟୀ ସୋମବାର ଅପରାହ୍ନ ୪ଟାରେ ବିଇଓ ଅଫିସରେ ସିଆରସିସି ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ କର୍ମଚାରୀମାନେ ତାଙ୍କୁ ଧରିଥିଲେ। ଏହି ଚଢ଼ାଉରେ ଡିଏସ୍‌ପି ସରୋଜ ମହାପାତ୍ର, ଇନ୍ସିପେକ୍ଟର ଜୟନ୍ତୀ ଦଳେଇ, ଏସ୍‌.ହେମ୍ବ୍ରମ, କନଷ୍ଟେବଳ ଲଳିତ ରାଉତ, ବି.କେ. ପଟ୍ଟନାୟକ, ମନୋରଞ୍ଜନ ସାହୁ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ୧୫ରୁ ଊର୍ଦ୍ଧ୍ବ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri