ପାର୍କର ଭ୍ରମ ସୃଷ୍ଟି କରୁଛି ଶ୍ମଶାନ

ନୟାଗଡ଼ ଅଫିସ/ରଣପୁର, ୧୮ା୯(ସ୍ବ.ପ୍ର.): ରଙ୍ଗବେରଙ୍ଗର ଫୁଲ ଗଛ ସହ ବିଭିନ୍ନ ଔଷଧିୟ ଗଛରେ ଝଲଶୁଛି ଶ୍ମଶାନ। ଯାହାକି ପାର୍କର ଭ୍ରମ ସୃଷ୍ଟି କରୁଛି। ନୟାଗଡ଼ ଜିଲା ରଣପୁର ଏନଏସି ଅଞ୍ଚଳରେ ରହିଛି ଏହି ଶ୍ମଶାନ। ଏହା ମୋ ଜନ୍ମଭୂମି ମୋ ସ୍ବର୍ଗଦ୍ୱାର ନାମରେ ନାମିତ। ଘାଟ ନର୍ମାଣ ସେବା ସଂଘର ସଦସ୍ୟମାନେ ନିଜସ୍ବ ଖର୍ଚ୍ଚରେ ଏହି ଶ୍ମଶାନକୁ ସୌନ୍ଦର୍ଯ୍ୟମୟ କରିଛନ୍ତି। ସାଧାରଣତଃ ଶ୍ମଶାନକୁ ଯିବାକୁ ଲୋକଙ୍କୁ ଡର ଲାଗେ। ତେବେ ରଣପୁରର ଏ ଶ୍ମଶାନରେ ଲୋକଙ୍କ ଭିଡ ଜମେ। ଘାଟ ନର୍ମାଣ ସେବା ସଂଘ ସଦସ୍ୟଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଗଲେ ରଣପୁର ଅଞ୍ଚଳର ଅନ୍ୟ ଶ୍ମଶାନଗୁଡ଼ିକ ମଧ୍ୟ ପାର୍କ ପରି ଝଲସି ଉଠନ୍ତା ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୁରୁନି ପାକିସ୍ତାନ: ଆଫଗାନିସ୍ତାନ ଉପରେ କଲା ବଡ଼ ଆକ୍ରମଣ

ଇସଲାମାବାଦ୍‌,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ…

ସରକାରଙ୍କ ବଡ଼ ପଦକ୍ଷେପ, ଶେଷ ହେବ ‘ଦୁଇ ସନ୍ତାନ’ ନିୟମ

ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

ଆମେରିକା-ଇରାନ ଡିଲ୍‌ ଫାଇଲ କ୍ଲୋଜ? ଆମେରିକାର ବିମାନ ଆକ୍ରମଣରେ ୮ ସହର ଧୂଆଁରେ ଆଚ୍ଛାଦିତ

ତେହରାନ,୧୦।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ସ୍ଥଗିତ ଥିବା ପରି ମନେ ହେଉଛି। ଏକ ଆମେରିକୀୟ ଆପାଚେ ହେଲିକପ୍ଟରକୁ ଖସାଇ ଦେବା…

ବିଦେଶରେ ଫସି ରହିଛନ୍ତି ଆନନ୍ଦପୁରର ଯୁବକ, ଉଦ୍ଧାର ପାଇଁ ପ୍ରଶାସନକୁ ନିବେଦନ କଲେ…

ବଞ୍ଚୋ,୧୦।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଯୁବକ ସତ୍ୟଦୀପ ସାହୁ ତାଞ୍ଜାନିଆରେ ଫସି ରହିଥିବା ନେଇ ଚିନ୍ତା ପ୍ରକାଶ ପାଇଛି। ତାଙ୍କୁ ସୁରକ୍ଷିତ…

ନେହେରୁଙ୍କୁ ଟପିଲେ ମୋଦି: ଦେଶର ରାଜନୀତିରେ ନୂତନ ଅଧ୍ୟାୟ

ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍‌ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ…

ଏକ୍ସପାୟାରୀ ମେଡିସିନ ଖାଇ ଆଶାକର୍ମୀଙ୍କ ଝିଅଙ୍କ ମୃତ୍ୟୁ ଅଭିଯୋଗ, ANM ସେଣ୍ଟରରୁ ଯାଇ ଆଣିଥିଲେ ମେଡିସିନ

କେନ୍ଦୁଝର,୧୦।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ସିଂପୁର ପଞ୍ଚାୟତ ତଳବରଡ଼ା ଗ୍ରାମରେ ଏକ୍ସପାୟାରୀ ମେଡିସିନ ଖାଇ ଜଣେ ଆଶାକର୍ମୀଙ୍କ ଝିଅ ମୃତ…

ଗୁହାଳ ଭିତରକୁ ଟାଣିନେଇ ବିବାହିତା ମହିଳାଙ୍କୁ ବଳାତ୍କାର କଲେ ଯୁବକ, ତା’ପରେ…

ହିଞ୍ଜିଳିକାଟୁ, ୧୦।୬( ଦ୍ବିତୀକୃଷ୍ଣ ପଣ୍ଡା) : ହିଞ୍ଜିଳି ଥାନା ଅଞ୍ଚଳରେ ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ଗାଈ ଗୁହାଳକୁ ଟାଣି ନେଇ ବଳତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri