ନୂଆଦିଲ୍ଲୀ,୧।୪: ଦେଶର ବିକାଶ ପାଇଁ ସରକାର ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ ପାଇଁ କ୍ରେଡିଟ୍ ଗ୍ୟାରେଣ୍ଟି ଯୋଜନାର ଅୟମାରମ୍ଭ କରିଥିଲେ। ଏପରିକି ଚଳିତ ଥରର କେନ୍ଦ୍ର ବଜେଟ୍ ୨୦୨୩-୨୪ ଉପସ୍ଥାପନ କରିବା ସମୟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ ପାଇଁ କ୍ରେଡିଟ୍ ଗ୍ୟାରେଣ୍ଟି ଯୋଜନାରେ ସୁଧାର ଲାଗି ଘୋଷଣା କରିଥିଲେ। ବିଶେଷକରି ବର୍ତ୍ତମାନର ସଂଶୋଧିତ ଯୋଜନା ୨୦୨୩ ଏପ୍ରିଲ ୧ରୁ ଲାଗୁ ହେବ। ଏଥିପାଇଁ ସରକାର ୯,୦୦୦ କୋଟି ଟଙ୍କାର କର୍ପସ ପାଣ୍ଠି ବିନିଯୋଗ କରିବେ। ଫଳରେ ୨ଲକ୍ଷ କୋଟି ଟଙ୍କାର ବନ୍ଧକମୁକ୍ତ ଗ୍ୟାରେଣ୍ଟିଯୁକ୍ତ ଋଣ ଯୋଗାଇଦେବା ସମ୍ଭବ ହୋଇପାରିବ। ଉଲ୍ଲେଖଯୋଗ୍ୟ, ଏହା ଋଣ ଖର୍ଚ୍ଚକୁ ପ୍ରାୟ ୧% ପର୍ଯ୍ୟନ୍ତ ହ୍ରାସ କରିବ। ଲଘୁ ଓ କ୍ଷୁଦ୍ର ଉଦ୍ୟୋଗ ପାଇଁ କ୍ରେଡିଟ୍ ଗ୍ୟାରେଣ୍ଟି ଫଣ୍ଡ ଟ୍ରଷ୍ଟ କର୍ପସ (ସିଜିଟିଏମ୍ଏସ୍ଇ) ୨୦୨୩ ମାର୍ଚ୍ଚ ୩୦ ରେ ୮,୦୦୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରିଛି। ସିଜିଟିଏମ୍ଏସ୍ଇ ପକ୍ଷରୁ ୧କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପାଇଁ ବାର୍ଷିକ ଗ୍ୟାରେଣ୍ଟି ଶୁଳ୍କ ସଂକ୍ରାନ୍ତରେ ମାର୍ଗଦର୍ଶିକା ଜାରି କରାଯାଇଛି। ଫଳରେ ବାର୍ଷିକ ଶୁଳ୍କ ପରିମାଣ ସର୍ବାଧିକ ୨%ରୁ ସର୍ବନିମ୍ନ ୦.୩୭%ରେ ଧାର୍ଯ୍ୟ ହୋଇଛି। ଏହା ଲଘୁ ଓ କ୍ଷୁଦ୍ର ଉଦ୍ୟୋଗକୁ ଦିଆଯାଉଥିବା ଋଣ ଉପରେ ସାମଗ୍ରିକ ଖର୍ଚ୍ଚକୁ ଅନେକ ପରିମାଣରେ ହ୍ରାସ କରିବ। ଏପରିକି ଗ୍ୟାରେଣ୍ଟି ପାଇଁ ସିଲିଂ ଉପରେ ସୀମାକୁ ୨କୋଟି ଟଙ୍କାରୁ ୫ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି।
ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…
ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...
ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ
ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...
ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍
ନୂଆଦିଲ୍ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...
ବାଇକ୍ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…
କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...
ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍, ଜାଣନ୍ତୁ କାରଣ…
ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...
ଏମିତି ମିଛ କହିଲା ଚାଇନା: ସବୁ ପୋଲ୍ ଖୋଲିଦେଲା ଭାରତ
ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...
ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…
ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...
ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...
Archives


