ଲିଭୁନି ଚିତା: ଅନ୍ତିମ ସଂସ୍କାର ଲାଗି ଧାଡ଼ିରେ ଅପେକ୍ଷା…

ନୂଆଦିଲ୍ଲୀ,୨୮।୪: ଭାରତର କରୋନା ମହାମାରୀ ସଂକ୍ରମଣ ସଙ୍କଟ ସ୍ଥିତି ସୃଷ୍ଟି କରିଛି। ଗତ ବର୍ଷଠାରୁ ବର୍ତ୍ତମାନ ସୁଦ୍ଧା କରୋନାରେ ଆକ୍ରାନ୍ତ ହୋଇ ଦେଶର ୨ ଲକ୍ଷ ୧ ହଜାର ୧୮୭ ଜଣଙ୍କ ମୃତ୍ୟୁ ଘଟିଲାଣି। ପ୍ରଥମ ଲହର ତୁଳନାରେ ଦ୍ୱିତୀୟ ଲହର ଦେଶରେ ତାଣ୍ଡବ ରଚିଛି। ଗତ ୨୪ ଘଣ୍ଟାରେ ଦେଶରେ ୩ ହଜାର ୨୯୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏପ୍ରିଲ୍‌ ୨୫ରୁ ୨୭ ଗତ ୩ ଦିନ ମଧ୍ୟରେ ୧୦ ଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏପ୍ରିଲ୍‌ ୨୫, ୨୬ ଏବଂ ୨୭ରେ ଯଥାକ୍ରମେ ୩.୫୨ ଲକ୍ଷ, ୩.୨୩ ଲକ୍ଷ ଏବଂ ୩.୬୦ ଲକ୍ଷ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ବୃଦ୍ଦି ପାଉଥିବାରୁ ଶ୍ମଶାନରେ ଅନ୍ତିମ ସଂସ୍କାର କରିବା ନେଇ ସମସ୍ୟା ହେଉଛି। ଚିତା ନିଆଁ ଶ୍ମଶାନରେ ଲିବାର ନାଁ ଧରୁନି। ଶ୍ମଶାନ ବାହାରେ ମୃତଦେହଗୁଡ଼ିକର ଲମ୍ବା ଲାଇନ୍‌ ଲାଗି ରହିଛି। ପ୍ରିୟଜନଙ୍କୁ ହରାଇଥିବା ଲୋକଙ୍କ ଆଖିରୁ ଲୁହ ଶୁଖୁ ନ ଥିବାବେଳେ ଛାତିରେ କୋହ ବଢ଼ିବାରେ ଲାଗିଛି। ଭାରତ ସ୍ଥିତି ଅନ୍ତର୍ଜାତୀୟସ୍ତରରେ ଚିନ୍ତା ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଦିନ ସକାଳେ ବାଜୁଥିବା ପେଁକାଳି ଏବେ  ବନ୍ଦ, ସଞ୍ଜୟଙ୍କୁ ଶିନ୍ଦେଙ୍କ କଟାକ୍ଷ…

ମୁମ୍ବାଇ,୧।୮ : ଶିବସେଦା ଏମ୍‌ପି ସଞ୍ଜୟ ରାଉତଙ୍କ ଗିରଫଦାରୀ ନେଇ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ କଟାକ୍ଷ କରିଛନ୍ତି। ତାଙ୍କୁ ଶିନ୍ଦେ ପେଁକାଳି ବୋଲି କହିଛନ୍ତି। ଶିନ୍ଦେ...

ଋଣ ଦୁର୍ନୀତି ମାମଲାରେ ବେଣୁଗୋପାଳଙ୍କୁ ମିଳିଲା ଜାମିନ

ମୁମ୍ବାଇ,୨୦।୧: ଭିଡିଓକନ୍‌ ପ୍ରତିଷ୍ଠାତା ବେଣୁଗୋପାଳ ଧୁତଙ୍କୁ ବମ୍ବେ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ବ୍ୟାଙ୍କ ଋଣ ଦୁର୍ନୀତି ମାମଲାରେ ଶୁକ୍ରବାର ବମ୍ବେ ହାଇକୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ...

ରାଜ୍ୟରେ କରୋନା ନେଲା ଆଉ ୨ଜୀବନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ କରୋନା ଜନିତ ଆଉ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଗଞ୍ଜାମ ଜିଲାର। ଏହାକୁ ମିଶାଇ ଗଞ୍ଜାମ ଜିଲାରେ ମୃତ୍ୟୁ ସଂଖ୍ୟା...

୨୪ ଘଣ୍ଟାରେ କରୋନା ମୃତ୍ୟୁ ସଂଖ୍ୟା ୧ହଜାର ମୁହାଁ

ନୂଆଦିଲ୍ଲୀ,୧୫।୮: ଦେଶରେ କରୋନା ସ୍ଥିତି ବେଳକୁ ବେଳ ବିଗିଡିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୫,୦୦୨ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ...

ଗୁଜରାଟରେ ହେବ ବିଶ୍ୱର ସର୍ବବୃହତ୍‌ ଚିଡ଼ିଆଖାନା

ନୂଆଦିଲ୍ଲୀ, ୨୧।୧୨: ଭାରତରେ ବିଶ୍ୱର ସର୍ବବୃହତ୍‌ ଚିଡ଼ିଆଖାନା ନିର୍ମାଣ ହେବାକୁ ଯାଉଛି। ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍‌ ଲିମିଟେଡ୍‌ (ଆରଆଇଏଲ୍‌) ଗୁଜରାଟର ଜାମନଗରରେ ଏହି ବୃହତ୍‌...

ଚିନ୍ତା ବଢ଼ାଇଲାଣି ରାଜଧାନୀ: ୨୫ କରୋନା ପଜିଟିଭ ଚିହ୍ନଟ; ୨୩ ସ୍ଥାନୀୟ ଅଞ୍ଚଳର

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୨୩ ଲୋକାଲ୍‌ କେସ୍‌ ରହିଥିବା ବେଳେ ୨ ହୋମ୍‌...

ଭାଜପା ସହିତ ମେଣ୍ଟ କଲେ ମିଳିବ ସମର୍ଥନ, କହିଲେ ସିନ୍ଦେ…

ମୁମ୍ବାଇ, ୨୧।୬ : ମହାରାଷ୍ଟ୍ର ସରକାରରେ ସଙ୍କଟ ସୃଷ୍ଟି କରିଥିବା ଏକନାଥ ସିନ୍ଦେଙ୍କ ସହିତ ଆଲୋଚନା ଜାରି ରହିଛି। ସେ କହିଛନ୍ତି ଯେ ରାଜ୍ୟରେ ଶିବସେନାର...

କରୋନାକୁ ଶକ୍ତିଶାଳୀ କରୁଥିବା ଆଣବିକ ସଂରଚନା ଚିହ୍ନଟ…

ଶିମଲା, ୬।୪ : ହିମାଚଳ ପ୍ରଦେଶର ଆଇଆଇଟିର ମଣ୍ଡିସ୍ଥିତ ସ୍କୁଲ ଅଫ ବେସିକ ସାଇନ୍ସର ବୈଜ୍ଞାନିକମାନେ କରୋନାକୁ ପ୍ରଭାବଶାଳୀ କରାଉଥିବା ଆଣବିକ ସଂରଚନା (ମଲିକୁଲାର କନଫିଗ୍ୟୁରେଶନ)କୁ...

Advertisement
Archives

Model This Week