ଗଞ୍ଜାମ ସହରରେ କ୍ରିକେଟ ସଟ୍ଟା ବାଜି: ପୋଲିସର ଖୋଳତାଡ଼ ଆରମ୍ଭ

ଗଞ୍ଜାମ,୯।୮(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଦିନକୁ ଦିନ କ୍ରିକେଟ ସଟ୍ଟା ବାଜି ବୃଦ୍ଧି ପାଇବାରେ ଲାଗିଛି l ବିଶେଷ କରି ଯୁବଗୋଷ୍ଠୀମାନେ ଏଥିପ୍ରତି ଆକୃଷ୍ଟ ହୋଇ ଲକ୍ଷ ଲକ୍ଷ ଟଙ୍କା ଏଥିରେ ବାଜି ଲଗାଉଛନ୍ତି l ଫଳରେ ସଟ୍ଟା ଖେଳର ମାଷ୍ଟରମାଇଣ୍ଡ ତଥା ବ୍ରୋକରମାନେ ରାତାରାତି ମାଲାମାଲ ହେଉଥିବା ବେଳେ ହାରୁଥିବା ଯୁବକ ମାନେ ଚରମ ନିଷ୍ପତ୍ତି ନେଉଛନ୍ତି l ଏହି ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ପରେ ଗଞ୍ଜାମ ଥାନା ପୋଲିସ ଏହାର ଖୋଳତାଡ଼ ଆରମ୍ଭ କରିଥିବା ଜଣାପଡିଛିl ଗଞ୍ଜାମ ସହରର କିଛି ମାଷ୍ଟରମାଇଣ୍ଡଙ୍କୁ ପୋଲିସ ଥାନାକୁ ଡାକି ତଦନ୍ତ କରୁଥିବା ଜଣାପଡିଛି। ଏଥିସହ ବିଭିନ୍ନ ଦିଗକୁ ନେଇ ପୋଲିସ ତର୍ଜମା କରୁଛି l ଯାହା ସହରରେ ଏକ ପ୍ରକାର ଆଲୋଡନ ସୃଷ୍ଟି କରିଛି l


Enter your email to get our daily news in your inbox.

All Right Reserved By Dharitri.Com

ମାନବିକତା ଦେଖାଇଲେ ମନ୍ତ୍ରୀ: ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ପହଞ୍ଚାଇଲେ ଡାକ୍ତରଖାନାରେ

ସଇଁତଲା,୨୨।୧: ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଦୁର୍ଘଟଣାଗ୍ରସ୍ତ ଜଣେ ମହିଳାଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ସଇଁତଲା...

ବସ୍‌ ଧକ୍କାରେ ୨ ସ୍କୁଟି ଆରୋହୀ ମୃତ

ପାଲଲହଡା,୨୯।୧୨(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ଥାନା ବତିସୁଆଁ ପଞ୍ଚାୟତ ଭୀମକାଣ୍ଡ ଛକ ନିକଟରେ ରବିବାର ଏକ ବସ୍‌ ସ୍କୁଟିକୁ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ...

ମହିଳାଙ୍କ ଉପରକୁ ଗୁଳିମାଡ: ଗୁରୁତର ଅବସ୍ଥାରେ ଆଇଜିଏଚ୍‌ରେ ଭର୍ତ୍ତି

ସୁନ୍ଦରଗଡ଼/ବେଦବ୍ୟାସ (ଡି.ଏନ୍‌.ଏ)/ ରାଉରକେଲା ଅଫିସ୍‌ ୧୫।୧୨ – ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ସିଂଘଟୋଲାଠାରେ ସୋମବାର ରାତି ସାଢେ ୮ଟାରେ ମହିଳାଙ୍କ ଉପରକୁ ଗୁଳିମାଡ଼ ହୋଇଛି।...

ଶିଶୁ ଅପହରଣ କରି ବିକ୍ରି ଘଟଣା: ୨ ମହିଳାଙ୍କ ସମେତ ୬ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୪ା୯-ବ୍ରହ୍ମପୁର ସହରରେ ଶିଶୁ ଅପହରଣ ଓ ପରେ ବିକ୍ରି ଘଟଣାର ପର୍ଦ୍ଦାଫାଶ କରିଛି ଗୋଷାଣି ନୂଆଗାଁ ପୋଲିସ। ପୂରା ଘଟଣାକ୍ରମରେ ସମ୍ପୃକ୍ତ ଥିବା ୨...

ଗଜପତିର ମହେନ୍ଦ୍ରଗିରିରେ ନାଚ, ଗୀତ, ଆମିଷ ଭୋଜନ ଘଟଣା: କ୍ଷମା ମାଗିଲେ ତିବ୍ବତୀୟ ଶରଣାର୍ଥୀ

ପାରଳାଖେମୁଣ୍ଡି:୨୮।୩: କ୍ଷମା ମାଗିଲେ ତିବ୍ବତୀୟ ଶରଣାର୍ଥୀ। ତିବ୍ବତୀୟ କିଛି ଯୁବତୀଯୁବକ ମହେନ୍ଦ୍ରଗିରି ଭ୍ରମଣ କରିବାକୁ ଯାଇ ଆମିଷ ଭୋଜନ କରିଥିଲେ। ଏହାସହ ବିଭିନ୍ନ ବଲିଉଡ, ଓଲିଉଡ...

ଆଳିରେ ଖୁଲମ୍‌ଖୁଲା ଚାଲିଛି ଚୋରାମଦ କାରବାର

ଆଳି,୪।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଦିନକୁ ଦିନ ଚୋରାମଦ କାରବାର ଖୁଲମ୍‌ଖୁଲା ଭାବେ ବଢ଼ିଚାଲିଛି। ଚୋରାମଦ ବେପାରୀମାନେ ଦିନରାତି ଏହି କାରବାରରେ ଲିପ୍ତ ରହୁଥିବା...

କରୋନା ମୁକାବିଲା: ଗଞ୍ଜାମ ମଡେଲକୁ ପ୍ରଶଂସା କଲା ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ

ଛତ୍ରପୁର,୮ା୧୦(ଡି.ଏନ.ଏ.)- କୋଭିଡ୍‌-୧୯ର ସଫଳ ମୁକାବିଲା ପାଇଁ ଗଞ୍ଜାମ ମଡେଲ୍‌ ବ୍ରିଟେନ୍‌ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରଶଂସିତ ହୋଇଛି ା ଏଥିସହ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଏକ ଅଧ୍ୟୟନ...

ୟୁକ୍ରେନ୍‌ରୁ କେନ୍ଦୁଝର ଫେରିଲେ ଶିବମ

ଚମ୍ପୁଆ, ୬।୩(ଡି.ଏନ୍‌.ଏ.): ୟୁକ୍ରେନ ଓ ଋଷ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ପରିସ୍ଥିତିରେ ଫଶି ରହିଥିବା ଶିବମ ସାହୁ ଶନିବାର ନିଜ ଜନ୍ମମାଟି ଚମ୍ପୁଆରେ ପହଞ୍ଚିଛନ୍ତି। ଶିବମ...

Advertisement
Archives

Model This Week