Posted inଖେଳ

କ୍ରିକେଟର ବ୍ଲକବଷ୍ଟର ମାସ ଆରମ୍ଭ: ୨୪ ଦିନରେ ନିଅନ୍ତୁ ୧୮ ଅନ୍ତର୍ଜାତୀୟ ମ୍ୟାଚ୍‌ର ମଜା

କ୍ରିକେଟର ବ୍ଲକବଷ୍ଟର ମାସ ଜୁନ ୨ରୁ ଆରମ୍ଭ ହେଉଛି। କ୍ରିକେଟ୍‌ ଦର୍ଶକମାନେ ଜୁନ ମାସରେ ୨୪ ଦିନ ଅନ୍ତର୍ଜାତୀୟ କ୍ରିକେଟ ଉପଭୋଗ କରିପାରିବେ। ଏଥିରେ ଇଂଲଣ୍ଡ-ନ୍ୟୁଜିଲାଣ୍ଡ ସିରିଜ ସହିତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ରୋମାଞ୍ଚ ମଧ୍ୟ ସାମିଲ ଅଛନ୍ତି। ପ୍ରଥମ ଥର ପାଇଁ ଇଂଲଣ୍ଡ ଏବଂ ଭାରତର ମହିଳା କ୍ରିକେଟ ଦଳ ମଧ୍ୟରେ ଗୋଲାପୀ ବଲ ଟେଷ୍ଟ ମଧ୍ୟ ଖେଳାଯିବ। ଟେଷ୍ଟ ସିରିଜ ବ୍ୟତୀତ ଏକଦିବସୀୟ ଏବଂ ଟି-୨୦ ସିରିଜ ମଧ୍ୟ ଦେଖିବାକୁ ମିଳିବ। ଜୁନ ମାସରେ ହେବାକୁ ଥିବା ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ ଉପରେ ନଜର ପକାଇବା…
ଇଂଲଣ୍ଡ ବନାମ ନ୍ୟୁଜିଲାଣ୍ଡ – ଟେଷ୍ଟ ମ୍ୟାଚ ଖେଳିବେ – ପ୍ରଥମ ଟେଷ୍ଟ ମ୍ୟାଚ – ଜୁନ ୨ – ଜୁନ ୬ନେଦରଲ୍ୟାଣ୍ଡ ବନାମ ଆୟର୍ଲାଣ୍ଡ – ପ୍ରଥମ ଏକଦିବସୀୟ – ଜୁନ ୨
ନେଦରଲ୍ୟାଣ୍ଡ ବନାମ ଆୟର୍ଲାଣ୍ଡ – ୨ୟ ଏକଦିବସୀୟ- ଜୁନ ୪
ନେଦରଲ୍ୟାଣ୍ଡ ବନାମ ଆୟର୍ଲାଣ୍ଡ – ୨ୟ ଏକଦିବସୀୟ- ଜୁନ ୭
ଇଂଲଣ୍ଡ ବନାମ ନ୍ୟୁଜିଲାଣ୍ଡ – ୨ୟ ଟେଷ୍ଟ ମ୍ୟାଚ – ଜୁନ ୧୧ରୁ ଜୁନ ୧୪
ୱେଷ୍ଟଇଣ୍ଡିଜ ବନାମ ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ ମ୍ୟାଚ – ଜୁନ ୧୧ରୁ ଜୁନ ୧୧
ଇଂଲଣ୍ଡ ମହିଳା ବନାମ ଭାରତ ମହିଳା କ୍ରିକେଟ – ଗୋଟିଏ ଟେଷ୍ଟ ମ୍ୟାଚ – ଜୁନ ୧୫- ଜୁନ ୧୯
ୱେଷ୍ଟଇଣ୍ଡିଜ ବନାମ ଦକ୍ଷିଣ ଆଫ୍ରିକା – ଦ୍ୱିତୀୟ ଟେଷ୍ଟ ମ୍ୟାଚ – ଜୁନ ୧୮ – ଜୁନ ୨୨
ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ, ଭାରତ ବନାମ ନ୍ୟୁଜିଲାଣ୍ଡ – ଜୁନ ୧୮ – ଜୁନ ୨୨
ଇଂଲଣ୍ଡ ବନାମ ଶ୍ରୀଲଙ୍କା – ପ୍ରଥମ ଟି-୨୦- ଜୁନ ୨୩
ଇଂଲଣ୍ଡ ବନାମ ଶ୍ରୀଲଙ୍କା – ଦ୍ୱିତୀୟ ଟି-୨୦- ଜୁନ ୨୪
ଇଂଲଣ୍ଡ ବନାମ ଶ୍ରୀଲଙ୍କା – ତୃତୀୟ ଟି -୨୦ ଅନ୍ତର୍ଜାତୀୟ – ଜୁନ ୨୬
ୱେଷ୍ଟଇଣ୍ଡିଜ ବନାମ ଦକ୍ଷିଣ ଆଫ୍ରିକା – ପ୍ରଥମ ଟି-୨୦ – ଜୁନ୍‌ ୨୬
ୱେଷ୍ଟଇଣ୍ଡିଜ ବନାମ ଦକ୍ଷିଣ ଆଫ୍ରିକା – ଦ୍ୱିତୀୟ- ଟି-୨୦ – ଜୁନ ୨୭
ଇଂଲଣ୍ଡ ମହିଳା ବନାମ ଭାରତ ମହିଳା – ପ୍ରଥମ ଏକଦିବସୀୟ ମ୍ୟାଚ – ଜୁନ୍‌ ୨୭
ୱେଷ୍ଟଇଣ୍ଡିଜ ବନାମ ଦକ୍ଷିଣ ଆଫ୍ରିକା – ତୃତୀୟ ଟି-୨୦- ଅନ୍ତର୍ଜାତୀୟ ଜୁନ ୨୯
ଇଂଲଣ୍ଡ ବନାମ ଶ୍ରୀଲଙ୍କା – ପ୍ରଥମ ଏକଦିବସୀୟ – ଜୁନ୍‌ ୨୯
ଇଂଲଣ୍ଡ ମହିଳା ବନାମ ଭାରତ ମହିଳା – ଦ୍ୱିତୀୟ ଏକଦିବସୀୟ – ଜୁନ୍‌ ୩୦


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri