କ୍ରିକେଟ କୂଟନୀତି: ଅହମଦାବାଦ ଟେଷ୍ଟ ଦେଖିବେ ମୋଦି-ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ…

ଆହମଦାବାଦ,୫।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୂଟନୀତି ବିଶ୍ୱସ୍ତରରେ ଚର୍ଚ୍ଚିତ। ଏବେ ମୋଦି କ୍ରିକେଟ କୂଟନୀତି ଆରମ୍ଭ କରିବାକୁ ଯାଉଛନ୍ତି। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନେ ଭାରତ ଗସ୍ତରେ ଆସିବେ। ଜାଣିବାକୁ ମିଳିଛି ଯେ ପ୍ରଧାନମନ୍ତ୍ରୀ ମୋଦି ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆଲବାନେଙ୍କ ସହ ଅହମଦାବାଦରେ ହେବାକୁ ଥିବା ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଦେଖିବେ। ମାର୍ଚ୍ଚ ୯ ଗୁରୁବାରରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଉଭୟ ନେତା ଉପସ୍ଥିତ ରହିବେ। ଏହି ମ୍ୟାଚ ପୂର୍ବାହ୍ନ ସାଢ଼େ ୮ଟାରୁ ଉଭୟ ନେତାଙ୍କ ଉପସ୍ଥିତିରେ ଆରମ୍ଭ ହେବ।

ପ୍ରଧାନମନ୍ତ୍ରୀ ମୋଦି ବୁଧବାର ରାତିରେ ଅହମଦାବାଦରେ ପହଞ୍ଚିବେ। ସେ ରାତିରେ ରାଜ ଭବନରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri