Posted inଖେଳ

ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ ପାଇଁ ବାରବାଟୀ ପ୍ରସ୍ତୁତ: ପିଚ୍‌ ଯାଞ୍ଚ କଲେ କ୍ୟୁରେଟର୍‌

କଟକ,୨।୧୨: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି୨୦ କ୍ରିକେଟ ସିରିଜର ପ୍ରଥମ ମ୍ୟାଚ ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ମ୍ୟାଚ ପୂର୍ବରୁ ପିଚ ଯାଞ୍ଚ କରିଛନ୍ତି କ୍ୟୁରେଟର। କ୍ୟୁରେଟର୍‌ ଆଶିଷ ଭୌମିକଙ୍କ ସହ ଅନ୍ୟ ଗ୍ରାଉଣ୍ଡ ଷ୍ଟାଫ ଉପସ୍ଥିତ ରହି ପିଚ ଯାଞ୍ଚ କରିଛନ୍ତି। T20 ମ୍ୟାଚ ପାଇଁ ୩ଟି ପିଚ୍‌ ପ୍ରସ୍ତୁତ ହୋଇଛି।

ଟି୨୦ କ୍ରିକେଟ ସିରିଜର ପ୍ରଥମ ମ୍ୟାଚ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚି ଥିବାବେଳେ ଓସିଏ କର୍ମକର୍ତ୍ତ ପୁରୀ ଯାଇ ପ୍ରଥମ ଟିକେଟ ମହାପ୍ରଭୁଙ୍କୁ ସମର୍ପଣ କରିଛନ୍ତି। ଏପରିକି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ଗ୍ୟାଲେରି ଟିକେଟ କ୍ରୟ କରିଛନ୍ତି।

ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସମ୍ପାଦକ ସଞ୍ଜୟ ବେହେରା ଆନୁଷ୍ଠାନିକ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଏହି ଟିକେଟ ପ୍ରଦାନ କରିଛନ୍ତି। ପ୍ରକାଶ ଯୋଗ୍ୟ, ଏହି ପ୍ରତୀକ୍ଷିତ ମ୍ୟାଚ ପାଇଁ ଅନ୍‌ଲାଇନ୍‌ ଟିକେଟ ବିକ୍ରି ମଧ୍ୟ ଆରମ୍ଭ ହୋଇଯାଇଛି। ପ୍ରଥମ ଦିବସରେ ହିଁ ସମସ୍ତ ୨୦୦୦ ଟିକେଟ ବିକ୍ରି ହୋଇଯାଇଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଯାତ୍ରା ପୂର୍ବରୁ ପାକିସ୍ତାନ ଅଧିନାୟକଙ୍କ ବଡ଼ ବୟାନ: ନିଷ୍ପତ୍ତି ଯାହା…

କରାଚୀ,୨ା୨- ସରକାର ଏବଂ କ୍ରିକେଟ ବୋର୍ଡ ଯାହା ନିଷ୍ପତ୍ତି ନେବ, ଆମେ ତାହା ପାଳନ କରିବୁ। ପାକିସ୍ତାନ ଦଳର ଅଧିନାୟକ ସଲମାନ ଅଲୀ ଆଘା ସୋମବାର ଦଳର…

ମିଳିତ ଜନ ଅଭିଯୋଗ ଶୁଣାଣି : ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ଆଦିତ୍ୟ…

ପଇଡ଼ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ବାଲିଗୁଡା,୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ବାରଖମା ଆଉଟ ପୋଷ୍ଟ ନିକଟରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏକ ପଇଡ଼ ବୋଝେଇ ଟ୍ରକ୍‌ରୁ…

କାମସାରି ଘରକୁ ଫେରୁଥିଲେ ଶ୍ରମିକ, ରାସ୍ତାରେ ଗଲା ଜୀବନ 

କେସିଙ୍ଗା,୨।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ପେଟ୍ରୋଲ ପମ୍ପ  ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ…

ବିବିସି ସ୍ପୋଟର୍‌ସ ଆଓ୍ବାର୍ଡ ଦୌଡ଼ରେ ରହିଛନ୍ତି ଭାରତର ଏହି ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨ା୨: ବିବିସି ଇଣ୍ଡିଆନ ସ୍ପୋଟର୍‌ସ ଓମ୍ୟାନ ଅଫ୍‌ ଦି ଇୟର ପୁରସ୍କାର ୨୦୨୫ ପାଇଁ ଦୌଡ଼ରେ ଯେଉଁ ଖେଳାଳିମାନେ ଅଛନ୍ତି, ସେମାନଙ୍କ ମଧ୍ୟରେ ଭାରତର ଐତିହାସିକ ୨୦୨୫…

‘ଚାଷୀଙ୍କ ପ୍ରତି ଉପହାସ ଚଳିବ ନାହିଁ’, ସରକାରଙ୍କୁ ଧୋଇଲେ ବିଜେଡି ବିଧାୟକ, କହିଲେ…

ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ଚଳିତ ଖରିଫ ଋ଼ତୁ ୨୦୨୫-୨୬ରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ଫେଲ୍‌ ମାରିଥିବାରୁ ଜିଲାରେ ଚାଷୀ ଭାଇମାନେ ଧାନ ବିକିବା ପାଇଁ…

ମୁକୁଳା ଡ୍ରେନ୍‌ କବଳରେ ଶିଶୁ: ବାରମ୍ବାର ପଡ଼ିଲା ପରେ ବି…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡନଂ ପାଞ୍ଚ ତ୍ରିବେଣୀ ମଠ ଛକ ସାହିଠାରେ ଜଣେ ଶିଶୁ ଖେଳୁଥିବା ବେଳେ ହଟାତ ମୁକୁଳା ଡ୍ରେନରେ ପଡି…

ରେଷ୍ଟୁରାଣ୍ଟରେ ବିକୁଥିଲେ ମଦ: ଧରାପଡ଼ିଲେ ୩ ମାଲିକ

ଭୁବନେଶ୍ୱର,୨।୨: ଅବକାରୀ ବିଭାଗ ପକ୍ଷରୁ ସୋମବାର ରାଜଧାନୀରେ ବଡ଼ ଧରଣର ଚଢାଉ କରାଯାଇଛି। ବେଆଇନ ମଦ କାରବାର ଅଭିଯୋଗରେ ଅବକାରୀ ବିଭାଗ ସୋମବାର ୩ଜଣ ରେଷ୍ଟୁରାଣ୍ଟ ମାଲିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri