Posted inଖେଳ

ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ ପାଇଁ ବାରବାଟୀ ପ୍ରସ୍ତୁତ: ପିଚ୍‌ ଯାଞ୍ଚ କଲେ କ୍ୟୁରେଟର୍‌

କଟକ,୨।୧୨: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି୨୦ କ୍ରିକେଟ ସିରିଜର ପ୍ରଥମ ମ୍ୟାଚ ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ମ୍ୟାଚ ପୂର୍ବରୁ ପିଚ ଯାଞ୍ଚ କରିଛନ୍ତି କ୍ୟୁରେଟର। କ୍ୟୁରେଟର୍‌ ଆଶିଷ ଭୌମିକଙ୍କ ସହ ଅନ୍ୟ ଗ୍ରାଉଣ୍ଡ ଷ୍ଟାଫ ଉପସ୍ଥିତ ରହି ପିଚ ଯାଞ୍ଚ କରିଛନ୍ତି। T20 ମ୍ୟାଚ ପାଇଁ ୩ଟି ପିଚ୍‌ ପ୍ରସ୍ତୁତ ହୋଇଛି।

ଟି୨୦ କ୍ରିକେଟ ସିରିଜର ପ୍ରଥମ ମ୍ୟାଚ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚି ଥିବାବେଳେ ଓସିଏ କର୍ମକର୍ତ୍ତ ପୁରୀ ଯାଇ ପ୍ରଥମ ଟିକେଟ ମହାପ୍ରଭୁଙ୍କୁ ସମର୍ପଣ କରିଛନ୍ତି। ଏପରିକି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ଗ୍ୟାଲେରି ଟିକେଟ କ୍ରୟ କରିଛନ୍ତି।

ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସମ୍ପାଦକ ସଞ୍ଜୟ ବେହେରା ଆନୁଷ୍ଠାନିକ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଏହି ଟିକେଟ ପ୍ରଦାନ କରିଛନ୍ତି। ପ୍ରକାଶ ଯୋଗ୍ୟ, ଏହି ପ୍ରତୀକ୍ଷିତ ମ୍ୟାଚ ପାଇଁ ଅନ୍‌ଲାଇନ୍‌ ଟିକେଟ ବିକ୍ରି ମଧ୍ୟ ଆରମ୍ଭ ହୋଇଯାଇଛି। ପ୍ରଥମ ଦିବସରେ ହିଁ ସମସ୍ତ ୨୦୦୦ ଟିକେଟ ବିକ୍ରି ହୋଇଯାଇଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାତିରେ ଘଟିବ ବିରଳ ସଂଯୋଗ: ବୃଷ-ମିଥୁନ ସମେତ ୪ ରାଶିଙ୍କର ଆରମ୍ଭ ହେବ ଗୋଲଡେନ୍‌ ଟାଇମ୍‌, ଘରକୁ ଆସିବ ଖୁସିଖବର!

ଅକ୍ଟୋବର ୨୯ ତାରିଖ ରାତିରେ ଚନ୍ଦ୍ରମା ବୃଷ ରାଶିରୁ ବାହାରି ତୁଳା ରାଶିକୁ ଗୋଚର କରିବେ। ରାତି ୧୦ଟା ୭ ମିନିଟରେ ଚନ୍ଦ୍ରଙ୍କ ଏହି ରାଶି ପରିବର୍ତ୍ତନ…

ବିଶ୍ୱର ଶ୍ରେଷ୍ଠ ଓପନର କିଏ? ଦିନେଶ କାର୍ତ୍ତିକ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୯ା୧୦: ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଓପନର କିଏ? ଏହି ପ୍ରଶ୍ନର ଉତ୍ତରରେ ଅନେକ କ୍ରିକେଟରଙ୍କ ନାଁ ସାମ୍ନାକୁ ଆସିପାରେ। କିନ୍ତୁ ଭାରତୀୟ ଦଳର ପୂର୍ବତନ କ୍ରିକେଟର ଦିନେଶ…

ବାଘୁଆ ଜଳଭଣ୍ଡାର ଜଳସ୍ତର ବୃଦ୍ଧି: ୨ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ

ବୁଗୁଡ଼ା,୨୯ା୧୦(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମତାଝରିସ୍ଥିତ ବାଘୂଆ ଜଳଭଣ୍ଡାରର ସୁରକ୍ଷିତ ଓ ଜଳସ୍ତରର ବିପଦକୁ ଦୃଷ୍ଟିରେ ରଖି ଜଳସେଚନ ବିଭାଗ ଜଳଭଣ୍ଡାରର ୨ଟି…

ଚତୁର୍ଥ ଟି-୨୦ରେ ଇଶାନ କିଶନ IN, ବୈଭବ OUT! କାହାକୁ ମିଳିଲା ସ୍ଥାନ, ସମ୍ଭାବ୍ୟ ପ୍ଲେଇଂ-୧୧ ଉଡାଇଦେବ ହୋସ୍‌

ନୂଆଦିଲ୍ଲୀ, ୨୯।୧୦: ଶୁକ୍ରବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜର ଚତୁର୍ଥ ମ୍ୟାଚ ଖେଳାଯିବ। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ସିରିଜରେ ୩-୦ରେ ଅପରାଜେୟ…

ଭାଙ୍ଗିଲା ଋଷିକୂଲ୍ୟା ନଦୀବନ୍ଧ, ବରଙ୍ଗବଡ଼ମାଧପୁର ମୁଖ୍ୟ ରାସ୍ତାରେ ସୁଅ ଛୁଟିଛି ପାଣି

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ସାଙ୍ଗକୁ ଋଷିକୂଲ୍ୟା ନଦୀରେ ଜଳସ୍ତର ବୃଦ୍ଧି ଯୋଗୁ ଗୋବା ନିକଟରେ ନଦୀବନ୍ଧ ଭାଙ୍ଗିଯାଇଛି। ଫଳରେ ନଦୀଜଳ ଆଖପାଖ ଅଞ୍ଚଳକୁ ପ୍ରବେଶ କରିବା…

ଗଞ୍ଜାମରେ ପ୍ରଶାସନ ସଜାଗ: ସ୍ଥିତି ସମୀକ୍ଷା ସମୀକ୍ଷା କଲେ ବ୍ରହ୍ମପୁର ଆର୍‌ଡିସି ବିଜୟ ଅମୃତା କୁଲାଙ୍ଗେ

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଋଷିକୁଲ୍ୟା ନଦୀର ଜଳସ୍ତର ଓ ଜଳପ୍ରବାହ ବୃଦ୍ଧି…

ବାତ୍ୟା ପ୍ରଭାବ, ଉଜୁଡ଼ିଲା ଧାନ ଫସଲ: ଚାଷୀଙ୍କ ଚିନ୍ତା ବଢିଲା

ବରଗଡ଼,୨୯୧୦(ପ୍ରେମାନନ୍ଦ ଖମାରୀ):ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷୀଙ୍କୁ ସମସ୍ୟା ପିଛା ଛାଡୁନାହିଁ। କେତେବେଳେ ସ୍ବଳ୍ପ ବୃଷ୍ଟିପାତ…

ରାଇକିଆରେ ଅର୍ଣ୍ଣବ ପ୍ରଭାବ: ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି

ରାଇକିଆ,୨୯ା୧୦(ପ୍ରଦୀପ ବେହେରା): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତିର ସମ୍ମୁଖୀନ ହୋଇଛି କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌। ଦୁଇ ଦିନର ଅବିଶ୍ରାନ୍ତ ବର୍ଷା ଏବଂ ଗତ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?