Posted inଖେଳ

ରାଗିଗଲେ ହରଭଜନ ସିଂ, କାହିଁକି ଜାଣନ୍ତୁ…

ଭାରତୀୟ ସ୍ପିନ୍‌ ବୋଲର ହରଭଜନ ସିଂ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ରହିଛନ୍ତି। ଅନେକ ସମୟରେ ସେ ସାମାଜିକ ପ୍ରସଙ୍ଗ ଉପରେ ଟୁଇଟ୍‌ କରିଥାନ୍ତି। ହେଲେ ଏବେ ସେ ସୋସିଆଲ ମିଡିଆରେ ନିଜର ଅସୁବିଧା ବିଷୟରେ ଜଣାଇଛନ୍ତି। ବାସ୍ତବରେ ହରଭଜନଙ୍କ ଘରର ଇଲେକ୍ଟ୍ରି ବିଲ୍‌ ଅଧିକ ଆସିଛି, ଯେଉଁଥିପାଇଁ ସେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ ଲେଖିଛନ୍ତି, କିଛି ଦିନ ହେବ ମୁମ୍ବାଇରେ ଇଲେକ୍ଟ୍ରି ବିଲ୍‌ ଆଗ ଅପେକ୍ଷା ବହୁତ ଅଧିକ ଆସୁଛି। ଏଥିସହ ହରଭଜନ କହିଛନ୍ତି, ଏହି ଇଲେକ୍ଟ୍ରି ବିଲ୍‌ ମୋର ନା ପୁରା ବିଲ୍ଡିଂ ବୋଲି ସେ ପ୍ରଶ୍ନ କରିଛନ୍ତି। ଏଥର ମୋର ବିଲ୍‌ ୩୩ ହଜାର ୯ଶହ ଟଙ୍କା ଆସିଛି। ଯାହାକି ସାଧାରଣ ବିଲ୍‌ଠାରୁ ୭ ଗୁଣା ଅଧିକ ବୋଲି ସେ କହିଛନ୍ତି। ଏଥିସହ ହରଭଜନ ଟୁଇଟ୍‌ରେ ୩ଟି ଆଶ୍ଚର୍ଯ୍ୟଜନକ ଇମେଜିକରି ଆଦାନୀ ଇଲେକ୍ଟ୍ରିସିଟି, ମୁମ୍ବାଇକୁ ଟ୍ୟାଗ୍‌ କରିଛନ୍ତି।
ପୂର୍ବରୁ ମଧ୍ୟ ଇଲେକ୍ଟ୍ରି ବିଲ୍‌ ଅଧିକ ଆସୁଥିବା ନେଇ ଅନେକ ଲୋକ ଅଭିଯୋଗ ମଧ୍ୟ କରିସାରିଛନ୍ତି। ତେବେ ବଲିଉଡ୍‌ କଳାକାର ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ଅଭିନେତା ତାପସୀ ପନ୍ନୁ, ହୁମା କୁରୈସୀଙ୍କ ସମେତ ଅନେକ ବଲିଉଡ୍‌ କଳାକାର ଇଲେକ୍ଟ୍ରି ବିଲ୍‌କୁ ନେଇ ସୋସିଆଲ ମିଡିଆରେ ଟୁଇଟ୍‌ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜ୍ୟିକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?