Posted inଖେଳ

ଏଥର ଆଇପିଏଲରେ ସର୍ବାଧିକ ଛକା ମାରିଛନ୍ତି ଏହିସବୁ ବ୍ୟାଟ୍ସମ୍ୟାନ୍‌

ସବୁଥର ପରି ଏଥର ଆଇପିଏଲ ୨୦୨୦ରେ ମଧ୍ୟ ଚୌକା, ଛକା ବର୍ଷା ହେଉଛି। ଚଳିତ ସିଜିନ୍‌ରେ ପାଖାପାଖି ଅଧା ମ୍ୟାଚ୍‌ ଖେଳ ସରିଛି। କିନ୍ତୁ ଏଥର ସର୍ବାଧିକ ଛକା ମାରିବା ତାଲିକାରେ ନୂଆ ଚେହେରାଙ୍କୁ ଦେଖିବାକୁ ମିଳିଛି। ଏଥର ରୋହିତ ଶର୍ମା ଏବଂ କିରଣ ପୋଲାର୍ଡ ସର୍ବାଧିକ ଛକା ମାରିବା ତାଲିକାରେ ପଛରେ ପଡିଯାଇଛନ୍ତି। ସର୍ବାଧିକ ଛକା ତାଲିକାର ଶୀର୍ଷରେ ଅଛନ୍ତି କିଙ୍ଗସ ଏକାଦଶ ପଞ୍ଜାବର ନିକୋଲାସ ପୁରାନ। ସେ ଏପର୍ଯ୍ୟନ୍ତ ୧୬ଟି ଛକା ମାରିଛନ୍ତି। କିନ୍ତୁ ଏହା ଦୁଃଖର ବିଷୟ ଯେ ପଞ୍ଜାବ ଦଳ କ୍ରମାଗତ ଭାବେ ମ୍ୟାଚ ପରାଜୟ ଭୋଗୁଛି। ସଞ୍ଜୁ ସାମସନ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସାମସନ ଏପର୍ଯ୍ୟନ୍ତ ୧୬ଟି ଛକା ମାରିଛନ୍ତି। ଦୁଇଟି ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ନିଶ୍ଚିତ ବିଜୟ ଦେଇଥିବା ରାହୁଲ ଟେୟୋଟିଆ ମଧ୍ୟ ଏପର୍ଯ୍ୟନ୍ତ ୧୫ଟି ଛକା ମାରିଛନ୍ତି। ସେ ଗୋଟିଏ ଓଭରରେ ୫ଟି ଛକା ମାରିଛନ୍ତି। ଏହି ତାଲିକାର ଚତୁର୍ଥ ସ୍ଥାନରେ ମୁମ୍ବାଇ ଇଣ୍ଡିଆନ୍ସର ଯୁବ ବ୍ୟାଟ୍ସମ୍ୟାନ ଇଶାନ କିଶାନ ଅଛନ୍ତି। ସେ ଏପର୍ଯ୍ୟନ୍ତ ୧୫ଟି ଛକା ମାରିଛନ୍ତି। ପଞ୍ଚମ ସ୍ଥାନରେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ରୋହିତ ଶର୍ମା ଅଟନ୍ତି। ରୋହିତ ଏପର୍ଯ୍ୟନ୍ତ ୧୪ଟି ଛକା ମାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?