Posted inଖେଳ

ଅଲିମ୍ପିକ୍‌ରେ ସାମିଲ ହୋଇପାରେ କ୍ରିକେଟ୍‌

ନୂଆଦିଲ୍ଲୀ,୨୨।୧: ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ ଗେମ୍ସରେ କ୍ରିକେଟ ଅନ୍ତର୍ଭୁକ୍ତ କରିବା ପାଇଁ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ନିଜର ଅଭିଯାନକୁ ତ୍ୱରାନ୍ବିତ କରିଛି। ଆୟୋଜକ କମିଟିରେ ପ୍ରତ୍ୟେକ ୬-୬ଟି ମହିଳା ଏବଂ ପୁରୁଷ ଦଳ ପଠାଇବାକୁ ପ୍ରସ୍ତାବ ଦିଆଯାଇଛି। ଏ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ଚଳିତ ବର୍ଷ ଅକ୍ଟୋବରରେ ନିଆଯିବ। ଏହା ପୂର୍ବରୁ ଆୟୋଜକମାନେ ମାର୍ଚ୍ଚରେ ନୂତନ ଖେଳର ଅନ୍ତିମ ତାଲିକା ପ୍ରସ୍ତୁତ କରିବେ।
ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ର ପରବର୍ତ୍ତୀ ଅଧିବେଶନ ମୁମ୍ବାଇରେ ଅନୁଷ୍ଠିତ ହେବ। ଏଠାରେ କ୍ରିକେଟ ସମ୍ବନ୍ଧରେ ଏକ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରେ। ଆଇସିସି ସଭାପତି ଗ୍ରେଗ ବାରକଲେଙ୍କ ନେତୃତ୍ୱରେ ଆଇସିସିର ଅଲିମ୍ପିକ ୱାର୍କିଂ ଗ୍ରୁପ୍‌ରେ ବିସିସିଆଇ ସଚିବ ଜୟ ଶାହାଙ୍କୁ ସାମିଲ୍‌ କରାଯାଇଛି।
ଯଦି ୨୦୩୬ ଅଲିମ୍ପିକ୍‌ରେ କ୍ରିକେଟ୍‌ ସାମିଲ କରାଯାଏ ତେବେ ୧୨୮ ବର୍ଷ ପରେ ଅଲିମ୍ପିକ୍ସରେ କ୍ରିକେଟ ଦେଖିବାକୁ ମିଳିବ। ଶେଷ ଥର ପାଇଁ ୧୯୦୦ ରେ ପ୍ୟାରିସ ଅଲିମ୍ପିକ୍ସରେ କ୍ରିକେଟ ଖେଳାଯାଇଥିଲା। ସେତେବେଳେ କେବଳ ବ୍ରିଟେନ ଏବଂ ଆୟୋଜକ ଫ୍ରାନ୍ସର ଦଳ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଜୁନରେ ଓଡ଼ିଶା ଗସ୍ତରେ ଆସିବେ ମୋଦି: ଜାଣନ୍ତୁ କାର୍ଯ୍ୟସୂଚୀ..

ଭୁବନେଶ୍ୱର, ୧୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୨୦ ଜୁନ ଓଡ଼ିଶା ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏକ ଦିନିକିଆ ଗସ୍ତରେ ସେ ଓଡ଼ିଶା ଆସି…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

ବହୁ ଖୋଜାଖୋଜିି ପରେ ବି ମିଳିଲେନି: ଏବେ ଜଙ୍ଗଲରେ…

ଭଞ୍ଜନଗର, ୧୫।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ତାରସିଂ ଥାନା ପୋଲିସ ସୋମବାର ବ୍ରାହ୍ମଣପଦର ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

ବଡ଼ ଭାଇର ପ୍ରେମ ପାଇଁ ସାନ ଭାଇକୁ ଗୁଳି: ପାଣ୍ଡରାସିଙ୍ଗାରେ ରାସ୍ତାରୋକ, ହତ୍ୟାକାଣ୍ଡକୁ ନେଇ ତୀବ୍ର ଉତ୍ତେଜନା

ଗଣିଆ,୧୫।୬: ନୟାଗଡ଼ ଜିଲାର ଗଣିଆ ଅଞ୍ଚଳରେ ଗ୍ୟାରେଜ ମାଲିକ ରବୀନ୍ଦ୍ରଙ୍କ ହତ୍ୟା ଘଟଣାକୁ ନେଇ ସୋମବାର ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। କଣ୍ଟିଲୋ–ଗଣିଆ ମୁଖ୍ୟ ରାସ୍ତାର ପାଣ୍ଡରାସିଙ୍ଗା…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

୧୮ରେ ଖୋଲିବ ସ୍କୁଲ; ଖରା ବଢ଼ିଲେ ପୁନର୍ବିଚାର…

ଭୁବନେଶ୍ୱର,୧୫।୬: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନ ଖୋଲିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ମସ୍ପଷ୍ଟ କରିଛନ୍ତି।…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri