Posted inଖେଳ

ଗାଳି ପରେ ଏବେ କେ ଏଲ୍‌ ରାହୁଲଙ୍କୁ ଡିନର୍‌ ପାର୍ଟୀ ଦେଲେ ମାଲିକ, ଆଲିଙ୍ଗନ କରି ସ୍ବାଗତ

ନୂଆଦିଲ୍ଲୀ,୧୪।୫: ବିବାଦର ଅନ୍ତ। କେ ଏଲ୍‌ ରାହୁଲ ଏବଂ ସଞ୍ଜୀବ ଗୋଏଙ୍କାଙ୍କ ମଧ୍ୟରେ ସବୁକିଛି ଠିକ୍‌ ଅଛି। ସାମ୍ନାକୁ ଆସିଥିବା ଉଭୟଙ୍କ ଫଟୋରୁ ଏହା ସ୍ପଷ୍ଟ ହୋଇଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଉକ୍ତ ଫଟୋରେ ଦୁହେଁ ପରସ୍ପରକୁ ଆଲିଙ୍ଗନ କରିଥିବା ଦେଖାଯାଉଛି। ଲକ୍ଷ୍ନୌ ଏହାର ଆଗାମୀ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଖେଳିବ। ଏହାପୂର୍ବରୁ ଅଧିନାୟକ ଏବଂ ମାଲିକଙ୍କ ମଧ୍ୟରେ ଦେଖାଯାଇଥିବା ବିବାଦ ଶେଷ ହୋଇଛି ବୋଲି କୁହାଯାଉଛି।

ତେବେ ଏଲ୍‌ଏସ୍‌ଜି ଫ୍ରାଞ୍ଚାଇଜ୍‌ ମାଲିକ ଗୋଏଙ୍କା ଅଧିନାୟକ ରାହୁଲଙ୍କୁ ନିଜ ଘରକୁ ରାତ୍ରଭୋଜନ ଲାଗି ନିମନ୍ତ୍ରଣ ଦେଇଥିଲେ। ମନମାଳିନ୍ୟକୁ ଦୂରରେ ରଖି ରାହୁଲ ପହଞ୍ଚିବା ପରେ ଗୋଏଙ୍କା ତାଙ୍କୁ ଆଲିଙ୍ଗନ କରି ସ୍ବାଗତ କରିଥିଲେ। ଏହାର ଫଟୋ ଭାଇରାଲ ହେଉଛି।

କହିରଖୁଛୁ, ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ୍‌ରେ ପରାଜିତ ହେବା ପରେ ଲକ୍ଷ୍ନୌ ମାଲିକ ଅଧନାୟକଙ୍କୁ ଗାଳି କରିଥିଲେ। ମଇଦାନରେ ସେ ରାହୁଲଙ୍କୁ ଅନେକ କିଛି କହୁଥିବାର ଦୃଶ୍ୟ କ୍ୟାମେରାରେ କଏଦ ହୋଇଥିଲା। ପରେ ଏହାକୁ କ୍ରିକେଟ ପ୍ରେମୀଙ୍କ ସହ ରାହୁଲଙ୍କ ପ୍ରଶଂସକମାନେ ପସନ୍ଦ କରି ନ ଥିଲେ। ଖୋଲାଖୋଲି ଭାବେ ଏଭଳି ବ୍ୟବହାର ଠିକ୍‌ ନୁହେଁ ବୋଲି ଅନେକେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri