Posted inଖେଳ

‘ବିରାଟ କି ବୁମ୍‌ରା ନୁହନ୍ତି, ଟିମ୍‌ ଇଣ୍ଡିଆକୁ ବିଶ୍ୱକପ୍‌ ଜିତାଇବେ ଏହି ୨ ଖେଳାଳି ’

ନୂଆଦିଲ୍ଲୀ,୭।୫:ଆଇପିଏଲ୍‌ ପରେ ଟି୨୦ ବିଶ୍ୱକପ୍‌ ହେବାକୁ ଯାଉଛି। ୨ ଜୁନ୍‌ରୁ ହେବାକୁ ଥିବା ଏହି ଟୁର୍ନାମେଣ୍ଟରେ ଭାରତ ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ମୁକାବିଲା ଖେଳିବ। ଏହି ବିଶ୍ୱକପ୍‌ ଜିତିବା ଲାଗି ଟିମ୍‌ ଇଣ୍ଡିଆ ବଡ଼ ଦାବିଦାର ବୋଲି କୁହାଯାଉଛି, ଦଳ ମଧ୍ୟ ଏଥିଲାଗି ମଜଭୂତ ଟିମ୍‌ ଚୟନ କରିଛି।

ତେବେ ଟୁର୍ନାମେଣ୍ଟ ପୂର୍ବରୁ କେଉଁ ଖେଳାଳି ଭଲ ପ୍ରଦର୍ଶନ କରିବ ପ୍ରଶ୍ନରେ ପୂର୍ବତନ ଅଧିନାୟକ ତଥା ଲୋକପ୍ରିୟ କମେଣ୍ଟେଟର୍‌ ରବି ଶାସ୍ତ୍ରୀ କହିଛନ୍ତି, ବିରାଟ ଏବଂ ବୁମ୍‌ରା ନୁହନ୍ତି, ଯଶସ୍ବୀ ଜୟସଓ୍ବାଲ ଏବଂ ଶିବମ ଦୁବେ ଦଳ ପାଇଁ ବଡ଼ ଗୁରୁତ୍ୱ ବହନ କରନ୍ତି। ଉଭୟ ବାମହାତୀ ବ୍ୟାଟ୍ସମ୍ୟାନ୍‌ । ନିର୍ଡର ହୋଇ କ୍ରିକେଟ ଖେଳନ୍ତି। ଇଂଲଣ୍ଡ ବିପକ୍ଷରେ ଜୟସଓ୍ବାଲ ଭଲ ଖେଳିଛନ୍ତି। ଆଇପିଏଲ୍‌ ମଧ୍ୟ ସେଭଳି ପ୍ରଦର୍ଶନ ଜାରି ରହିଛି। ମିଡିଲ ଓଭରରେ ଶିବମ ଦୁବେ ବିସ୍ଫୋରକ ଖେଳିପାରନ୍ତି। ଚେନ୍ନାଇ ପାଇଁ ଆଇପିଏଲ୍‌ରେ ୧୭୦ରୁ ଅଧିକ ଷ୍ଟ୍ରାଇକ୍‌ ରେଟ୍‌ ତାଙ୍କର ରହିଛି। ଏଣୁ ସ୍ପିନରଙ୍କୁ ଖେଳିବା ଦଳ ପାଇଁ ଏକ୍ସ ଫ୍ୟାକ୍ଟର ସାବ୍ୟସ୍ତ ହେବ। କେବଳ ଏଥିଲାଗି ତାଙ୍କୁ ରିଙ୍କୁ ସିଂଙ୍କ ଉପରେ ପ୍ରାଧାନ୍ୟ ଦିଆଯାଇଛି ବୋଲି ଶାସ୍ତ୍ରୀ ଭବିଷ୍ୟବାଣୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୋ ହ୍ୟାଣ୍ଡଶେକ ନୀତି ଉପରେ ପ୍ରଥମ ଥର ମୁହଁ ଖୋଲିଲେ ପାକିସ୍ତାନ ଅଧିନାୟକ ଆଘା

ଇସଲାମାବାଦ,୨ା୫: ଗତ ବର୍ଷ ଏସିଆ କପ୍‌ ବେଳେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଦଳ ଆପଣେଇଥିବା ନୋ ହ୍ୟାଣ୍ଡଶେକ ନୀତି ଏବେ ବି ପ୍ରଶଂସକଙ୍କ…

ପ୍ରସାର ଭାରତୀର ନୂଆ ଅଧ୍ୟକ୍ଷ ହେଲେ ପ୍ରସୂନ ଯୋଶୀ,କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ  ଜଣାଇଲେ ଶୁଭେଚ୍ଛା  

ନୂଆଦିଲ୍ଲୀ,୨।୫: ପ୍ରସିଦ୍ଧ ଗୀତିକାର, ଲେଖକ ତଥା ଯୋଗାଯୋଗ ବିଶେଷଜ୍ଞ ପ୍ରସୂନ ଯୋଶୀ ଭାରତର ସାର୍ବଜନୀନ ପ୍ରସାରଣ ସଂସ୍ଥା (ପ୍ରସାର ଭାରତୀ)ର ନୂତନ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି।…

ଇରାନ ମାଟିରେ କେଉଁଠୁ ଆସିଲା ଏତେ ବୋମା? ଯାହାକୁ ଡିଫ୍ୟୁଜ କରୁକରୁ ଗଲା ୧୪ IRGC ବୈଜ୍ଞାନିକଙ୍କ ଜୀବନ

ତେହରାନ,୨।୫: ଇରାନର ଜାଞ୍ଜାନ ପ୍ରଦେଶରେ ଏକ ବଡ଼ ସାମରିକ ଅଭିଯାନ ସମୟରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଇରାନର ସରକାରୀ ସମାଚାର ଏଜେନ୍ସି, IRNA ଅନୁଯାୟୀ, ଏକ…

T20 World Cup: ଟି୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଟିମ୍‌ ଘୋଷଣା, ୨ ବର୍ଷ ପରେ ଦଳକୁ ଫେରିଲେ…

ନୂଆଦିଲ୍ଲୀ,୨।୫: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଇଂଲଣ୍ଡରେ ଆୟୋଜିତ ହେବାକୁ ଯାଉଥିବା ମହିଳା ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଭାରତୀୟ ଦଳର ଘୋଷଣା…

ମାଟ୍ରିକ ପରୀକ୍ଷାରେ ବାଜି ମାରିଲେ ଶୁଭଶ୍ରୀ-ଆଶୁତୋଷ

ଭଞ୍ଜନଗର,୨ା୫(ବାବୁଲା ପ୍ରଧାନ): ମାଟ୍ରିକ ପରୀକ୍ଷା ଫଳ ଶନିବାର ପ୍ରକାଶିତ ହୋଇଛି। ଗଞ୍ଜାମ ଜିଲାରେ ୯୮.୨୫ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ ହୋଇଛନ୍ତି। ଏହିଭଳି ଭଞ୍ଜନଗର ସହରରେ ଥିବା ପ୍ରମୁଖ…

ଇରାନର ‘ଡିଲ ମେକର୍‌’, ଆମେରିକା ସହିତ ଆଲୋଚନାରେ ପ୍ରମୁଖ ବ୍ୟକ୍ତି… କିଏ ସେହି ଆବାସ ଆରାକଚି? ଜାଣନ୍ତୁ…

ତେହରାନ,୨।୫: ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧବିରତି ଆଲୋଚନାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରି ବର୍ତ୍ତମାନ ଖବରର…

IED ବିସ୍ଫୋରଣ, ୩ ଯବାନ ଶହୀଦ

ରାୟପୁର,୨।୫: କିଛି ଦିନର ନିରବତା ପରେ ମାଓବାଦୀମାନେ ପୁଣି ଛତିଶଗଡ଼ କାଙ୍କେର ଜିଲା ଛୋଟେବେଟିୟା ଜଙ୍ଗଲରେ ହିଂସାକାଣ୍ଡ ଭିଆଇଛନ୍ତିି। ମାଓବାଦୀମାନେ ଯବାନଙ୍କୁ ଟର୍ଗେଟ୍‌ କରି IED ବିସ୍ଫୋରଣ…

ମଧ୍ୟପ୍ରାଚ୍ୟ ସଙ୍କଟ ଜାହାଜ ଚଳାଚଳ ମାର୍ଗରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି; ନୂତନ କେନ୍ଦ୍ର ଭାବରେ ଉଭା ହୋଇଛି ଆଫ୍ରିକା

ତେହରାନ,୨।୫: ପଶ୍ଚିମ ଏସିଆରେ ବଢୁଥିବା ସଙ୍କଟ ମଧ୍ୟରେ, ଅନ୍ତର୍ଜାତୀୟ ଜାହାଜ ଚଳାଚଳ ମାର୍ଗରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଉଛି। ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଏବଂ ଲାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri