Posted inଖେଳ

ଆଇପିଏଲ୍‌ ପୂର୍ବରୁ ଏହି କ୍ରିକେଟରଙ୍କୁ ଦଳରୁ ବାହାର କଲା ପଞ୍ଜାବ କିଙ୍ଗ୍ସ, ମାରିଛନ୍ତି ୬୭ ଶତକ

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୪ରେ ଅଭିଯାନ ଆରମ୍ଭ କରିବା ପୂର୍ବରୁ ବଡ଼ ନିଷ୍ପତ୍ତି ନେଇଛି ପଞ୍ଜାବ କିଙ୍ଗ୍ସ। ତଦନୁଯାୟୀ ଜଣେ ବରିଷ୍ଠ ଖେଳାଳିଙ୍କୁ ଦଳ ବାହାର କରିଦେଇଛି। ସେ ହେଲେ ଓ୍ବାସିମ୍‌ ଜାଫର। ସେ ପଞ୍ଜାବ ଟିମ୍‌ର ବ୍ୟାଟିଂ ପରାମର୍ଶଦାତା ଥିଲେ। ଏବେ ସେ ଆଉ ଏହି ଦାୟିତ୍ୱ ତୁଲାଇବେ ନାହିଁ।

बात हो रही है वसीम जाफर की, जो अब पंजाब किंग्स से अलग हो गए हैं. वसीम जाफर पंजाब किंग्स के बल्लेबाजी कंसलटेंट थे और अब ये जिम्मेदारी उनके पास नहीं रही. (PC-जाफर इंस्टाग्राम)

ଜାଫର୍‌ ରଣଜୀ ଟ୍ରଫିରେ ସର୍ବାଧିକ ରନ୍‌ ସ୍କୋରର୍‌ ଅଟନ୍ତି। ସେ ୫୭ ଶତକ ଏବଂ ଲିଷ୍ଟ ଏ କ୍ରିକେଟରେ ୧୦ ଶତକ ରହିଛି। ଏବେ ସେ ବାଦ୍‌ ପଡ଼ିବା ପରେ ଦଳର ନିର୍ଦ୍ଦେଶକ ସଞ୍ଜୟ ବାଙ୍ଗର ବ୍ୟାଟିଂ ପ୍ରଶିକ୍ଷକ ଦାୟିତ୍ୱ ତୁଲାଇବେ। ଏହାପୂର୍ବରୁ ସେ ଆର୍‌ସିବି ଏବଂ ଟିମ୍‌ ଇଣ୍ଡିଆର ବ୍ୟାଟିଂ କୋଚ୍‌ ମଧ୍ୟ ରହି ଆସିଛନ୍ତି।

वसीम जाफर की बात करें तो वो रणजी ट्रॉफी में सबसे ज्यादा रन बनाने वाले खिलाड़ी हैं. उन्होंने रणजी ट्रॉफी में 57 और लिस्ट ए क्रिकेट में 10 शतक ठोके हैं.(PC-जाफर इंस्टाग्राम)

ଗତ ସିଜନରେ ପଞ୍ଜାବର ପ୍ରଦର୍ଶନ ଅତ୍ୟନ୍ତ ଖରାପ ଥିଲା। ଭଲ ଆରମ୍ଭ ସତ୍ତ୍ୱେ ଦଳ ୧୪ରୁ ୬ ମ୍ୟାଚ୍‌ରେ ବିଜେତା ହୋଇଥିଲା। ଫଳସ୍ବରୂପ ଦଳ ପ୍ଲେ ଅଫ୍‌ରେ ମଧ୍ୟ ପହଞ୍ଚି ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି

କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା…

ଭାରତୀୟ ଏଜେଣ୍ଟ ପାକିସ୍ତାନରେ ପ୍ରବେଶ କରି ୩୦ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ: ଲସ୍କର ଅପରେଟିଭର ଚାଞ୍ଚଲ୍ୟକର ଦାବି!

ଇସଲାମାବାଦ,୪।୮: ଲସ୍କର-ଏ-ତୋଏବା ସହିତ ଜଡିତ ଜଣେ କାର୍ଯ୍ୟକର୍ତ୍ତା ଦାବି କରିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଏଜେଣ୍ଟମାନେ ପାକିସ୍ତାନରେ ଅନୁପ୍ରବେଶ କରି ୩୦ ରୁ…

ଭାଜପାକୁ ହରାଇ ବିପୁଳ ବିଜୟ ପରେ ବଡ଼ ଦାବି କଲେଣି ପ୍ରଶାନ୍ତ କିଶୋର, କହିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ବିଜୟୀ ହେବା ପରେ, ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ତାଙ୍କ ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର…

ଗୋପରେ ବଢୁଛି ବିକଳ୍ପ

ପରିବର୍ତ୍ତନ କେବେହେଲେ ଡେଙ୍ଗୁରାପିଟି ଆସେନାହିଁ। ଜନ ଆନ୍ଦୋଳନ ଆରମ୍ଭ ହେଲେ ସେହି ପରିବର୍ତ୍ତନ ଜୁଆର ଭଳି ମାଡ଼ିଆସେ। ଆଜି ଭାରତବର୍ଷରେ ଏକ ଭିନ୍ନ ଏବଂ ପରିବର୍ତ୍ତିତ ଛବି…

‘ପୁରୀ ରଥଯାତ୍ରାକୁ ୟୁନେସ୍କୋ ତାଲିକାରେ ସାମିଲ କରାଯାଉ’, ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮(ସୁନିତ୍‌ ମିଶ୍ର): ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ୟୁନେସ୍କୋର ‘ଇନ୍‌ଣ୍ଟାନଜିବୁଲ କଲ୍‌ଚର ହେରିଟେଜ ଅଫ୍‌ ହ୍ୟୁମାନିଟି’ ତାଲିକାରେ ସାମିଲ କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଓଡ଼ିଶା ସରକାରଙ୍କ…

‘ଇରାନ ଶାନ୍ତି ବାର୍ତ୍ତା ପାଇଁ ଭିକ ମାଗୁଛି’, ଜାଣନ୍ତୁ କିଏ କହିଲେ ଏମିତି

ତେହରାନ,୪।୮: ସମ୍ଭାବ୍ୟ ଯୁଦ୍ଧ ସମ୍ପର୍କରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ତେହରାନ ସହିତ ଆଲୋଚନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି।…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri