Posted inଖେଳ

ବୋର୍ଡର କ୍ଲିନ୍‌ ଚିଟ୍‌ ପରେ ଆଇପିଏଲ୍‌ରେ ପନ୍ତ ତୁଲାଇବେ ‘ଡବଲ୍‌ ରୋଲ୍‌’

ନୂଆଦିଲ୍ଲୀ,୧୨।୩: ଆଇପିଏଲ୍‌ ୨୦୨୪ରେ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ ଖେଳିବେ କି ନାହିଁ ତାହା ଉପରେ ଚାଲିଥିବା ସସପେନ୍ସ ଏବେ ଶେଷ ହୋଇଛି। ବିସିସିଆଇ ପକ୍ଷରୁ ପନ୍ତଙ୍କୁ ନେଇ ବଡ଼ ଅପ୍‌ଡେଟ୍‌ ଦିଆଯାଇଛି। ଯେଉଁଥିରେ ସେ ଆଇପିଏଲ୍‌ର ୧୭ତମ ସିଜନରେ ଖେଳିବେ ବୋଲି ସ୍ପଷ୍ଟ ହୋଇଛି।

ବିସିସିଆଇର ଏହି ରିପୋର୍ଟ ପରେ ଦିଲ୍ଲୀ କ୍ୟାପିଟାଲ୍ସ ଆଶ୍ୱସ୍ତ ହୋଇଛି। କାରଣ ଦଳ ପାଇଁ ପନ୍ତ ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି। ଉଭୟ ବ୍ୟାଟ୍ସମ୍ୟାନ୍‌ ଏବଂ ଉଇକେଟକିପର ଭୂମିକାରେ ସେ ନଜର ଆସିବାକୁ ଥିବାରୁ ଆଇପିଏଲ୍‌ରେ ତାଙ୍କର ‘ଡବଲ୍‌ ରୋଲ୍‌’ ଦେଖିବାକୁ ମିଳିବ ବୋଲି କୁହାଯାଇପାରେ। ଏହାଛଡ଼ା ସେ ଦିଲ୍ଲୀ ଅଧିନାୟକ ଭାବେ ମଧ୍ୟ ଦାୟିତ୍ୱ ସମ୍ପାଦନ କରିବେ।

ପ୍ରକାଶ ଯେ, ବିସିସିଆଇ ପକ୍ଷରୁ ମଙ୍ଗଳବାର ଏକ ମେଡିକାଲ ଏବଂ ଫିଟନେସ୍‌ ରିପୋର୍ଟ ତାଲିକା ଜାରି କରାଯାଇଛି। ଏଥିରେ ପନ୍ତଙ୍କୁ ନେଇ ଅପ୍‌ଡେଟ୍‌ ଆସିଛି। ସେ ଫିଟ୍‌ ହୋଇଥିବା ବେଳେ ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ଖେଳିପାରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?