Posted inଖେଳ

ସଚିନ ତେନ୍ଦୁଲକରଙ୍କ ପାଇଁ ଅଗଷ୍ଟ ୧୪ କାହିଁକି ଗୁରୁତ୍ୱପୂର୍ଣ୍ଣ: ଜାଣନ୍ତୁ…

ନୂଆଦିଲ୍ଲୀ, ୧୪।୮: କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ପାଇଁ ଆଜିର ଦିନ ଅର୍ଥାତ୍‌ ଅଗଷ୍ଟ ୧୪ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କାରଣ ଏହି ଦିନ ସେ କ୍ୟାରିୟରର ପ୍ରଥମ ଶତକ ମାରିଥିଲେ। ଇଂଲଣ୍ଡରେ ଏହି ଦିନ ସେ ଶତକ ମାରି ଟିମ୍‌ ଇଣ୍ଡିଆକକୁ ବିଜୟୀ କରାଇଥିଲେ। ଏହି ସମୟରେ ସଚିନଙ୍କୁ ମାତ୍ର ୧୭ ବର୍ଷ ହୋଇଥିଲା।
ସେ ମାଞ୍ଚେଷ୍ଟରରେ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ମ୍ୟାଚ୍‌ରେ ୧୮୯ ବଲ୍‌ରୁ ୧୧୯ ରନ୍‌ କରିଥିଲେ। ଏହି ଇଂନିସ୍‌ରେ ସେ ୧୭ଟି ଚୌକା ମାରିଥିଲେ। ଏହା ସଚିନଙ୍କ ଶତକ ଶତାବ୍ଦୀର ଆରମ୍ଭ ଥିଲା। ସଚିନ ଟେଷ୍ଟ କ୍ରିକେଟରେ ୫୧ ଏବଂ ଓ୍ବାନ୍‌ଡେରେ ୪୯ ଶତକ କହିଛନ୍ତି। ଟେଷ୍ଟରେ ସଚିନଙ୍କର ବେଷ୍ଟ ସ୍କୋର ହେଉଛି ୨୪୮ ନଟ୍‌ଆଉଟ୍‌। ଏହା ସେ ୨୦୦୪ରେ ବାଂଲାଦେଶ ବିପକ୍ଷରେ ଢାକାରେ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅବସରରୁ ପ୍ରତ୍ୟାବର୍ତ୍ତନ ପାଇଁ ବିସିସିଆଇକୁ ଚିଠି ଲେଖିଲେ ଯୁବି

ନୂଆଦିଲ୍ଲୀ,୯।୯(ପି.ଟି.): ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ମହାନ ଅଲରାଉଣ୍ଡର ଯୁବରାଜ ସିଂ ଅବସରରୁ ପ୍ରତ୍ୟାବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସେ ଭାରତୀୟ କ୍ରିକେଟ...

ପ୍ରେମିକାଙ୍କୁ ମୁଦି ପିନ୍ଧାଇଲେ ଏହି କ୍ରିକେଟର୍‌

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଶାର୍ଦ୍ଦୁଲ ଠାକୁର ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ମିତାଲି ପାରୁଲକରଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଛି। ମୁମ୍ବାଇ କ୍ରିକେଟ ଆସୋସିଏସନରେ ଶାର୍ଦ୍ଦୁଲ...

ବେଙ୍ଗାଲୁରୁ ଏଫ୍‌ସି କୋଚ୍‌ ବହିଷ୍କୃତ

ବେଙ୍ଗାଲୁରୁ, ୭।୧(ପି.ଟି.)- ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ବେଙ୍ଗାଲୁରୁ ଏଫ୍‌ସିର ଖରାପ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ମୁଖ୍ୟ କୋଚ୍‌ କାର୍ଲେସ କ୍ୱାଡ୍ରାଟ୍‌ଙ୍କୁ ବହିଷ୍କାର କରାଯାଇଛି। ପୂର୍ବତନ...

ବକ୍ସିଂ ଡେ ଟେଷ୍ଟ: ଗିଲ୍‌, ରାହୁଲ, ପନ୍ତ ଖେଳିବାକୁ ପ୍ରସ୍ତୁତ; ରିଦ୍ଧିମାନ, ପୃଥ୍ବୀ ବାଦ୍‌ ପଡ଼ିବା ସମ୍ଭାବନା

ନୂଆଦିଲ୍ଲୀ, ୨୧।୧୨(ପି.ଟି.): ପ୍ରଥମ ଟେଷ୍ଟରେ ଲଜ୍ଜାଜନକ ପରାଜୟ ପରେ ଭାରତୀୟ ଦଳରେ ବଡ଼ ଧରଣର ପରିବର୍ତ୍ତନ ଆଶା କରାଯାଉଛି। ଯୁବ ଓପନର ପୃଥ୍ବୀ ଶ ଓ...

ମାଲିକାଣୀଙ୍କ ସହ ଫଟୋ ଶେୟାର କରି ଏମିତି କହିଲେ କ୍ରିକେଟର୍‌

ପଞ୍ଜାବ କିଙ୍ଗ୍ସର ଉଦୀୟମାନ ଖେଳାଳି ଶାହରୁଖ ଖାନ କ୍ରିକେଟ ଜଗତରେ ନିଜ ଜଲଓ୍ବା ଦେଖାଇବାରେ ବ୍ୟସ୍ତ ଅଛନ୍ତି। ଘରୋଇ କ୍ରିକେଟରେ ତାମିଲନାଡୁ ପାଇଁ ଚମତ୍କାର ପ୍ରଦର୍ଶନ...

ପ୍ରଥମଥର ପାଇଁ ଟି-୨୦ରେ ବିଶ୍ୱକପ୍‌ରେ ଲାଗୁ ହେବ ଏହି ନିୟମ

ନୂଆଦିଲ୍ଲୀ,୧୦।୧୦: ଆଇସିସି ଟି -୨୦ ବିଶ୍ୱକପ ୨୦୨୧ ୟୁଏଇ ଏବଂ ଓମାନରେ ୧୭ ଅକ୍ଟୋବରରୁ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟ ପୂର୍ବରୁ ଭାରତରେ ଅନୁଷ୍ଠିତ ହେବାର...

ଶ୍ରୀଲଙ୍କା-ଭାରତ ସିରିଜ୍‌ ପୂର୍ବରୁ ମିଳିଲା ଖୁସି ଖବର

କଲମ୍ବୋ,୧୧।୭: କୁଶାଳ ପେରେରା, ଦୁଶମନ୍ଥା ଚମିରା ଓ ଧନଞ୍ଜୟ ଡି’ ସିଲଭାଙ୍କ ଭଳି ବରିଷ୍ଠ ଖେଳାଳିଙ୍କ ସମେତ ପୂରା ଶ୍ରୀଲଙ୍କା ଦଳର ଖେଳାଳିଙ୍କ ଆରଟି ପିସିଆର...

ପାରିବାରିକ ଶତ୍ରୁତା ସତ୍ତ୍ୱେ ଡୋନାଙ୍କୁ ଲୁଚିଛପି କୋର୍ଟରେ ବିବାହ କରିଥିଲେ ଗାଙ୍ଗୁଲୀ: ଜିଦ୍‌ରେ ରହିଥିଲେ ଅଟଳ…

ନୂଆଦିଲ୍ଲୀ,୧୧।୯: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନ ବିସିସିଆଇର ଅଧ୍ୟକ୍ଷ ଥିବା ସୌରଭ ଗାଙ୍ଗୁଲୀଙ୍କ ପ୍ରେମଜୀବନ କୌଣସି ଫିଲ୍ମକାହାଣୀଠାରୁ କମ୍‌ ନ ଥିଲା।...

Advertisement
Archives

Model This Week