Posted inଖେଳ

ରାଜସ୍ଥାନକୁ ୧୫୮ ରନ୍‌ର ଟାର୍ଗେଟ

ଅହମ୍ମଦାବାଦ,୨୭।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର କ୍ୱାଲିଫାୟାର-୨ ମୁକାବିଲା ଶୁକ୍ରବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଏଥିରେ ପ୍ରଥମେ ବ୍ୟାଟିଂ ନିମନ୍ତ୍ରଣ ପାଇ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୫୭ ରନ୍‌ କରିବାରେ ସକ୍ଷମ ହୋଇଛି। ଏଣୁ ବିଜୟ ଲାଗି ରାଜସ୍ଥାନ ରୟାଲ୍ସକୁ ୧୫୮ ରନ୍‌ର ଟାର୍ଗେଟ ମିଳିଛି।

ପ୍ରକାଶ ଯେ, ରାଜସ୍ଥାନ ପ୍ରଥମ କ୍ୱାଲିଫାୟାରରେ ଗୁଜରାଟ ଟାଇଟନ୍ସଠାରୁ ପରାଜିତ ହୋଇଥିଲା। ଏଥିଲାଗି ଦଳକୁ ଫାଇନାଲରେ ପହଞ୍ଚିବା ଲାଗି ଆଉ ଏକ ସୁଯୋଗ ମିଳିଛି। ଅପରପକ୍ଷେ ବାଙ୍ଗାଲୋର ଟିମ୍‌ ଏଲିମିନେଟର ମ୍ୟାଚ୍‌ରେ ଲକ୍ଷ୍ନୌ ସୁପରଜିଆଣ୍ଟ୍ସକୁ ପରାଜିତ କରି କ୍ୱାଲିଫାୟାର-୨ ଖେଳୁଛି। ଯଦି ଦଳ ଏହି ମ୍ୟାଚ୍‌ ଜିତିଯାଏ ତେବେ ଫାଇନାଲ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫୁଲିଲା ହୀରାକୁଦ, ଏବେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍‌ ଖୋଲି ଦିଆଯାଇଛି।…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷୟିତ୍ରୀ ପୂରବୀ ପରିଡ଼ା

ନବରଙ୍ଗପୁର,୩ା୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାକ୍ଷେତ୍ର ପାଇଁ ଆସିଛି ଆଉ ଏକ ଗୌରବର ଖବର। ଜିଲାର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ଚଳିତବର୍ଷ ଗୁରୁଦିବସ ଅବସରରେ…

‘ଅଭିଜିତ ଦୀପକେଙ୍କ ସହ ଡିଲ୍ କରିଛନ୍ତି କେଜ୍ରିୱାଲ୍’, ବଡ଼ ଅଭିଯୋଗ ଆଣିଲେ ମନୀଷ

ନୂଆଦିଲ୍ଲୀ,୩।୯: କକରୋଚ୍ ଜନତା ପାର୍ଟି (CJP) ପରେ ଏବେ ‘କକରୋଚ୍ ଜନତା ପାର୍ଟି ଡେମୋକ୍ରାଟିକ’ (CJPD) ଘୋଷଣା ହୋଇଛି । ମନୀଷ ବ୍ରହ୍ମଭଟ୍ଟ ଗୁରୁବାର ଏହି ଘୋଷଣା…

ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…

ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ରତ୍ନେଶ୍ଵରୀ ମନ୍ଦିର ଭିତରେ ଗର୍ଜନ କରୁଥିଲା ବିରାଟ ଅହିରାଜ! ଲୋକେ ଛାନିଆ, ବନବିଭାଗ ପହଞ୍ଚି…

ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ‘ ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି ।…

ମଝି ଆକାଶରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ପାଇଲଟ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୩।୯: ଦୋହାରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ବିମାନ 6E 1302 ଗୁରୁବାର ମସ୍କଟରେ ସୁରକ୍ଷିତ ଜରୁରୀକାଳୀନ ଅବତରଣ କରିଛି। ଯାତ୍ରା ସମୟରେ ପାଇଲଟ ହଠାତ୍‌ ଅସୁସ୍ଥ ହୋଇପଡ଼ିବା…

ଗଞ୍ଜେଇ ଚୋରା ଚାଲାଣ ମାମଲା: ଅହମ୍ମଦାବାଦରୁ ଆସି ଗାଁରେ ଲୁଚିଥିଲେ ଅଭିଯୁକ୍ତ, ପୋଲିସ ପହଞ୍ଚି…

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ଜଗନ୍ନାଥପୁର ଗ୍ରାମର କବିରାଜ ସ୍ବାଇଁଙ୍କ ପୁଅ ଜିତୁ ଓରଫ ଜିତେନ୍ଦ୍ର କୁମାର (୪୦)ଙ୍କୁ ଗୁଜରାଟର ଅହମ୍ମଦାବାଦସ୍ଥିତ କ୍ରାଇମବ୍ରାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri