କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ ମନମୁଣ୍ଡା ଟିମ୍‌ ମଧ୍ୟରେ ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ମନମୁଣ୍ଡା ଦଳ କର୍ଣ୍ଣିବେଡ଼ାକୁ ୧୧୪ ରନ୍‌ରେ ପରାସ୍ତ କରି ଚାମ୍ପିୟନ ହୋଇଛି।

ଫାଇନାଲ ମ୍ୟାଚରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲା ଭାଜପା ସଭାପତି ପଣ୍ଡିତ କୁମାର ବିଶିମାଝୀ, ସମ୍ମାନୀତ ଅତିଥି ଭାବେ ଏମ୍‌ପିଙ୍କ ପ୍ରତିନିଧି ରଞ୍ଜିତ ସାହୁ, ଜିଲା ଭାଜପା ସମ୍ପାଦକ ଦେବେନ୍ଦ୍ର କୁଦେଇ, ପୂର୍ବତନ ଜିଲା ଭାଜପା ସଭାପତି ଜଗନ୍ନାଥ ସାହୁ, ବୌଦ୍ଧ ଜିଲା ଘଣ୍ଟାପଡ଼ା ଜୋନ୍‌ର ଜିଲା ପରିଷଦ ସଦସ୍ୟା ସୁମିତ୍ରା ସାହୁ, ବୌଦ୍ଧ ଜିଲା ଶିକ୍ଷକ ନେତା ନିଳାଚଳ ଭୋଇ, ନଗର ଏମ୍‌ପି ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ସ୍ଥାନୀୟ ସରପଞ୍ଚ ତୁଳସୀ ଝାଙ୍କର, ସମିତି ସଭ୍ୟ ହେମ୍‌ ସାଗର ମାଝୀ, ଖମନମୁଣ୍ଡା ସରପଞ୍ଚ ଅଳକା ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

ପୁରସ୍କାର ବିତରଣ ସଭାରେ ଅତିଥିମାନେ ବିଜେତା ଦଳକୁ ଟ୍ରଫି ସହ ୫୦ ହଜାର ଟଙ୍କା ପୁରସ୍କାର ରାଶି, ଉପ ବିଜେତାଙ୍କୁ ଟ୍ରଫି ସହ ୩୦ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରିଥିଲେ। ମ୍ୟାନ୍‌ ଅଫ୍‌ ଦି ସିରିଜ ଟିଟିଲାଗଡ ଦଳର ଲିଲୁ ବେହେରା ଓ ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ବିଜେତା ମନମୁଣ୍ଡା ଦଳର ବିଷ୍ଣୁ ନାୟକଙ୍କୁ ଟ୍ରଫି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri