Posted inଖେଳ

୧୨୮ ବର୍ଷ ପରେ ଅଲିମ୍ପିକ୍ସରେ ସାମିଲ୍‌ ହେଲା କ୍ରିକେଟ୍‌

ନୂଆଦିଲ୍ଲୀ,୧୬।୧୦: ୧୨୮ ବର୍ଷ ପରେ ଅଲିମ୍ପିକ୍ସରେ ସାମିଲ ହୋଇଛି କ୍ରିକେଟ୍‌। କ୍ରିକେଟ ଅନ୍ତର୍ଭୁକ୍ତ କରିବାକୁ ପ୍ରସ୍ତୁତି ଚାଲିଛି। ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ସାମିଲ ହେବ। ଅନ୍ତର୍ଜାତୀୟ ଅଲିମ୍ପିକ କମିଟିର କାର୍ଯ୍ୟର୍ନିବାହୀ ଅଧିକାରୀ ଅନୁମୋଦନ କରିଛନ୍ତି। ଆଇଓସି ସଭାପତି ଥୋମାସ ବାଚଙ୍କ ନେତୃତ୍ୱରେ ସୋମବାର ମୁମ୍ବାଇରେ ଅନୁଷ୍ଠିତ ଏକ ବୈଠକରେ ଏହା ଉପରେ ଅନ୍ତିମ ନିଷ୍ପତ୍ତି ନିଆଯାଇଛି। କ୍ରିକେଟ ବ୍ୟତୀତ ଲସ ଆଞ୍ଜେଲସ ଆୟୋଜକଙ୍କ ବେସବଲ/ସଫ୍ଟବଲ, ଫ୍ଲାଗ ଫୁଟବଲ, ସ୍କ୍ବାସ ଏବଂ ଲାକ୍ରୋସ ସହିତ ପାଞ୍ଚଟି ନୂତନ କ୍ରୀଡା ଅନ୍ତର୍ଭୁକ୍ତ କରିବାକୁ ପ୍ରସ୍ତାବ ଅନୁମୋଦନ କରାଯାଇଥିଲା। ପାଞ୍ଚଟି କ୍ରୀଡା ଯୋଡିବାକୁ ଲସ ଆଞ୍ଜେଲସ -୨୮ ଆୟୋଜକ କମିଟିର ପ୍ରସ୍ତାବକୁ ୯୯ ଆଇଓସି ସଦସ୍ୟଙ୍କ ମଧ୍ୟରୁ କେବଳ ଦୁଇଜଣ ବିରୋଧ କରିଥିଲେ।
୧୯୦୦ ପ୍ୟାରିସ ଅଲିମ୍ପିକ୍ସରେ କ୍ରିକେଟ ଖେଳାଯାଇଥିଲା। ଇଂଲଣ୍ଡ ଏବଂ ଫ୍ରାନ୍ସ ସ୍ବର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହୋଇଥିଲେ। କ୍ରିକେଟର ଲୋକପ୍ରିୟତାକୁ ଦୃଷ୍ଟିରେ ରଖି ଆଇଓସି ଭାରତୀୟ ଉପମହାଦେଶର ବଜାରରେ ପୁଞ୍ଜି ଲଗାଇବାକୁ ଚେଷ୍ଟା କରିଛି। ୨୦୨୮ ଅଲିମ୍ପିକ୍ସରେ ଟି-୨୦ ଫର୍ମାଟରେ କ୍ରିକେଟ୍‌ ଖେଲାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri