Posted inଖେଳ

ୟୁଥ୍‌ ଅଲିମ୍ପିକ୍ସରେ ସାମିଲ ହେବ କ୍ରିକେଟ

ନୂଆଦିଲ୍ଳୀ ,୧୮ା୮: କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର। ଆଗକୁ ୟୁଥ୍‌ ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରିବା ପାଇଁ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ୍‌(ଆଇସିସି) ଯୋଜନା କରୁଥିବା ଜଣାପଡିଛି। ଆମେରିକାର ଲସ ଏଞ୍ଜେଲ୍ସରେ ହେବାକୁ ଥିବା ଅଲିମ୍ପିକ୍ସରେ କ୍ରିକେଟ ସାମିଲ ହେଉଛି। ପ୍ରଥମ ଥର ପାଇଁ କ୍ରିକେଟ ଅଲିମ୍ପିକ୍ସର ଅଂଶ ହେବାକୁ ଯାଉଛି। ଅନ୍ୟ ପକ୍ଷରେ ମୁମ୍ବାଇରେ ୨୦୩୦ ମସିହାରେ ମୁମ୍ବାଇରେ ଖେଳା ଯିବାକୁ ଥିବା ୟୁଥ୍‌ ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରିବା ପାଇଁ ଆଇସିସି ପ୍ରସ୍ତାବ ଦେଇଥିବା ଜଣାପଡିଛି। ଶନିବାର ଆଇସିସି ପକ୍ଷରୁ ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟି(ଆଇଓସି)କୁ ବିଧିବଦ୍ଧ ଭାବରେ ପ୍ରସ୍ତାବ ଦିଆଯାଇଥିବା ଜଣାପଡିଛି। ଆଇସିସିର ଜେନେରାଲ ମ୍ୟାନେଜର ଓ୍ବିଲିୟମ ଗ୍ଲେନରାଇଟ୍‌ ଏହି ଘଟଣା ସମ୍ପର୍କରେ ସ୍ପଷ୍ଟ କରିଛନ୍ତି। ଭାରତ ୨୦୩୬ରେ ଅଲିମ୍ପିକ୍ସ ପାଇଁ ମଧ୍ୟ ବିଡ୍‌ ଦାଖଲ କରିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପରେ ହେବ IND vs PAK ମ୍ୟାଚ୍; ସରେଣ୍ଡର କଲା ପାକିସ୍ତାନ, ଲାହୋରରେ ଲାଗିଲା ମୋହର

ନୂଆଦିଲ୍ଲୀ,୧୦।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଗ୍ରୁପ୍ ମ୍ୟାଚ୍ ଏବେ ଖେଳାଯିବ। ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ପୂର୍ବରୁ ୧୫ ଫେବୃଆରୀରେ କଲମ୍ବୋରେ…

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri