Posted inଜାତୀୟ

ରାଜନୀତିରେ ପାଦ ଦେଇପାରନ୍ତି ଅଭାଗା କ୍ରିକେଟର

କୋଲକାତା,୨୪ା୨- ରାଜନୀତିରେ ପାଦ ଦେବାକୁ ଯାଉଛନ୍ତି ଭାରତୀୟ କ୍ରିକେଟର ମନୋଜ ତିଓ୍ବାରୀ। ଭାରତୀୟ କ୍ରିକେଟର ଅଭାଗା କ୍ରିକେଟର କୁହାଯାଉଥିବା ତିଓ୍ବାରୀ ବୁଧବାର ହୁଗଲି ଜିଲାର ଚିନସୁରରେ ହେବାକୁ ଥିବା ରାଲିବେଳେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ଯୋଗଦେବେ।

ଉଲ୍ଲେଖଯୋଗ୍ୟ, ମନୋଜ ଭାରତୀୟ ଦଳ ପାଇଁ ଦିନିକିଆ ଓ ଟି୨୦ ଫର୍ମାଟରେ ପ୍ରତିନିଧିତ୍ୱ କରିଛନ୍ତି। ବର୍ତ୍ତମାନ ସେ ବେଙ୍ଗଲ ପାଇଁ ଘରୋଇ କ୍ରିକେଟ ଖେଳୁଛନ୍ତି। ଏହି ୩୫ ବର୍ଷୀୟ କ୍ରିକେଟରଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଶେଷ ହୋଇଯାଇଛି କହିଲେ ଭୁଲ ହେବ ନାହିଁ। ତାଙ୍କୁ ବହୁ ବାର ଭାରତୀୟ ଦଳରେ ସାମିଲ କରାଯାଇଛି। ହେଲେ କୌଣସି ନା କୌଣସି ଆହତ ସମସ୍ୟା କିମ୍ବା ଅସୁସ୍ଥତା କାରଣରୁ ସେ ଚୂଡ଼ାନ୍ତ ଏକାଦଶରୁ ବାଦ୍‌ ପଡ଼ନ୍ତି। ଏଭଳି ଘଟଣା ତାଙ୍କ ସହ ଥରେ କି ଦୁଇ ଥରେ ବାରମ୍ବାର ହୋଇଛି। ତେବେ ଅନ୍ତର୍ଜାତୀୟ ସ୍ତରରେ ସେ ୧୨ ଦିନିକିଆ ଓ ଗୋଟିଏ ଟି୨୦ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ-ଶିବସେନା-ଏନ୍‌ସିପିକୁ ଘାରିଛି ବାଡ଼ଡିଆଁ ଭୟ !

ମୁମ୍ବାଇ,୨୫।୧୧: ମହାରାଷ୍ଟ୍ର ରାଜନୀତିରେ ଅଚାନକ ରାତିକ ମଧ୍ୟରେ ରାଜନୈତିକ ସମୀକରଣ ବଦଳି ଯାଇଛି। ପୁଣିଥରେ ଦେବେନ୍ଦ୍ର ଫଡ୍‌ନବିସ ମୁଖ୍ୟମନ୍ତ୍ରୀ ଡୋରି ଧରିଛନ୍ତି। ତେବେ ଶକ୍ତି ପରୀକ୍ଷା...

କରହଲରେ ପୁନଃ ମତଦାନ ପାଇଁ ଦାବି କଲେ ବାଘେଲ

ମୈନପୁରୀ,୨୧।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ମତଦାନ ରବିବାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ଭିଭିଆଇପି ଆସନ କରହଲରେ ମଧ୍ୟ ମତଦାନ...

ଆସନ୍ତା ୨୮ରେ ନୂତନ ସଂସଦ ଭବନ ସମ୍ମୁଖରେ ମହିଳା ମହାପଞ୍ଚାୟତ କରିବେ କୁସ୍ତିଯୋଦ୍ଧା

ନୂଆଦିଲ୍ଲୀ,୨୪।୫: ରେସଲିଂ ଫେଡେରେଶନ ଅଫ ଇଣ୍ଡିଆର ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଦେଶର କୁସ୍ତିଯୋଦ୍ଧାମନଙ୍କର ଦିଲ୍ଲୀର ଯନ୍ତରମନ୍ତରଠାରେ ଧାରଣା ଜାରି ରହିଛି। ଏହି...

କରୋନାର ୩ ନୂଆ ଲକ୍ଷଣ: ବାନ୍ତି ଲାଗିବା ବି ହୋଇପାରେ କରୋନାର ଲକ୍ଷଣ !

ନୂଆଦିଲ୍ଲୀ,୨୯।୬: କରୋନା ସଂକ୍ରମଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ହେଲେ ଏପର୍ଯ୍ୟନ୍ତ ବି କରୋନା ଲକ୍ଷଣକୁ ନେଇ ଅନେକ ଲୋକ ଅନ୍ଧାର...

ଗର୍ଲଫ୍ରେଣ୍ଡ୍‌ଙ୍କୁ ବିବାହ କରିବା ପାଇଁ ନିଜକୁ ଅପହରଣ କରାଇଲେ ଯୁବକ

ଲକ୍ଷ୍ନୌ,୨୮।୪: ଗର୍ଲଫ୍ରେଣ୍ଡ୍‌ଙ୍କୁ ବିବାହ କରି ପାଇଁ ଉତ୍ତରପ୍ରଦେଶ ଝାଂସୀର ଜଣେ ଯୁବକ ନିଜକୁ ଅପହରଣ କରାଇଛନ୍ତି। ଘର ଲୋକେ ୩୧ ବର୍ଷ ବୟସ୍କ ସଫ୍ଟଓ୍ବେର ଇଞ୍ଜିନିୟର...

ରାଜସ୍ଥାନରେ ଗେହଲଟ-ପାଇଲଟ ଏକାଠି ଲଢିବେ ନିର୍ବାଚନ: କଂଗ୍ରେସ

ନୂଆଦିଲ୍ଲୀ,୩୦।୫: କଂଗ୍ରେସ ସୋମବାର ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ସହ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ କଂଗ୍ରେସ...

ମୋବାଇଲ୍‌ ଧରୁଥିବା ଝିଅ ନୁହନ୍ତି, ୪୦-୫୦ ବର୍ଷୀୟ ମହିଳା ମୋଦିଙ୍କ ଦ୍ୱାରା ଅଧିକ ପ୍ରଭାବିତ ହୁଅନ୍ତି: ଦିଗ୍‌ବିଜୟ

ଭୋପାଳ,୨୬।୧୨: କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ସମ୍ପର୍କରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ କାର୍ଯ୍ୟକ୍ରମକୁ...

‘ପ୍ଲାଜ୍‌ମା ଥେରାପିର ଅଧିକ ଗବେଷଣା ଜରୁରୀ’

ନୂଆଦିଲ୍ଲୀ,୨୯ା୪: କରୋନା ଭୂତାଣୁର ଉପଚାର ଲାଗି ପ୍ଲାଜ୍‌ମା ଥେରାପିକୁ ସମର୍ଥନ କରାଯିବାର କୌଣସି ଭିତ୍ତି ନାହିଁ। ଏହାର ଅଧିକ ଗବେଷଣା ଜରୁରୀ ବୋଲି ଇଣ୍ଡିଆନ୍‌ କାଉନ୍‌ସିଲ...

Advertisement
Archives

Model This Week