କ୍ରିକେଟର ପୃଥ୍ବୀ ଶ’ଙ୍କୁ ଆକ୍ରମଣ

ମୁମ୍ବାଇ,୧୬।୨: ମୁମ୍ବାଇ ବିମାନ ବନ୍ଦର ନିକଟ ଏକ ତାରକା ହୋଟେଲ ସମ୍ମୁଖରେ ଟିମ୍‌ ଇଣ୍ଡିଆ କ୍ରିକେଟର ପୃଥ୍ବୀ ଶ’ଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ସନ୍ଧ୍ୟାରେ ଏହି ଘଟଣା ଘଟିଥିବା ବେଳେ ଗୁରୁବାର ଏହା ଲୋକଲୋଚନକୁ ଆସିଛି। ଏପରିକି ଏହାର ଏକ ଭିଡିଓ ମଧ୍ୟ ଭାଇରାଲ ହୋଇଛି। ପୋଲିସକୁ ଦିଆଯାଇଥିବା ଅଭିଯୋଗ ଅନୁଯାୟୀ, ସେଲଫି ନେବାକୁ ମନା କରିବାରୁ କେତେକ ପ୍ରଶଂସକ ଉତ୍ତ୍ୟକ୍ତ ହୋଇ ଏଭଳି କାଣ୍ଡ ଭିଆଇଥିବା ଜଣାପଡିଛି। ଅନ୍ୟପକ୍ଷେ ଏକ ବେସବଲ ବ୍ୟାଟରେ ପୃଥ୍ବୀଙ୍କୁ ଆକ୍ରମଣ କରିବା ସହ ସେ ବସିଥିବା କାରକୁ ଭଙ୍ଗାରୁଜା କରାଯାଇଛି। ଏପରିକି ଉତ୍ତକ୍ତ ଲୋକେ ପୃଥ୍ବୀଙ୍କୁ ୫୦,୦୦୦ ଟଙ୍କା ଦେବାକୁ ଦାବି କରିଥିଲେ। ଏପରିକି ଟଙ୍କା ନ ଦେଲେ ମିଥ୍ୟା ମାମଲାରେ ଫସାଇ ଥାନାରେ ଅଭିଯୋଗ କରିବାକୁ ମଧ୍ୟ ଧମକ ଦେଇଥିଲେ। ଏନେଇ ପୃଥ୍ବୀଙ୍କ ଜଣେ ବନ୍ଧୁ ଓଶିଓ୍ବାରା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଆଇପିସିର ଧାରା ୧୪୩, ୧୪୮, ୧୪୯, ୩୮୪, ୪୩୭, ୫୦୪, ୫୦୬ରେ ୮ଜଣଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ପୋଲିସ ୨ ଜଣଙ୍କୁ ଚିହ୍ନଟ କରିଥିବା ବେଳେ ଅନ୍ୟମାନଙ୍କୁ ଚିହ୍ନଟ କରିବା ପାଇଁ ଖୋଳତାଡ଼ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri