ତେନ୍ଦୁଲକରଙ୍କ ଝିଅ ନୁହନ୍ତି, ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଛନ୍ତି କ୍ରିକେଟର ଶୁବମନ ଗିଲ୍‌

ମୁମ୍ବାଇ: ଭାରତୀୟ କ୍ରିକେଟର ଶୁବମନ ଗିଲ୍‌ ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକରଙ୍କୁ ଡେଟ୍‌ କରୁଥିଲେ ବୋଲି ଖୁବ୍‌ ଚର୍ଚ୍ଚା ହେଉଥିଲା। ମାତ୍ର ଏବେ ସାରା ନୁହନ୍ତି, ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଛନ୍ତି ଶୁବମନ। ଉଭୟଙ୍କ ଫଟୋ ମଧ୍ୟ ଭାଇରାଲ ହେବାରେ ଲାଗିଛି।

ये खबरें तब शुरू हुई जब अवनीत कौर हाल ही में इंडिया का मैच देखने के लिए स्टेडियम पहुंची. स्टेडियम से एक्ट्रेस ने कई तस्वीरें इंस्टाग्राम पर शेयर की थी. जिसमें वो ग्लैमकस लुक में दिखी.

ଏହି ଅଭିନେତ୍ରୀ ଜଣକ ହେଲେ ସୁନ୍ଦରୀ ଅବନୀତ କୌର। ସେ ନିକଟରେ ଭାରତର ମ୍ୟାଚ ଦେଖିବାକୁ ଷ୍ଟାଡିୟମରେ ପହଞ୍ଚିଥିଲେ। ଅଭିନେତ୍ରୀ ଜଣକ ଇନ୍‌ଷ୍ଟାଗ୍ରାମରେ ଷ୍ଟାଡିୟମର ଅନେକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ଏକ ଗ୍ଲାମରସ ଲୁକ୍‌ରେ ନଜର ଆସିଥିଲେ।

ଅବନୀତଙ୍କ ଏହି ଫଟୋଗୁଡ଼ିକ ସାମ୍ନାକୁ ଆସିବା ପରେ, ୟୁଜର୍ସମାନେ ତାଙ୍କ ନାମକୁ କ୍ରିକେଟର ଶୁବମନ ଗିଲଙ୍କ ସହିତ ଯୋଡ଼ିବା ଆରମ୍ଭ କରିଦେଇଛନ୍ତି। ସମସ୍ତେ ଭାବୁଛନ୍ତି ଯେ, ସେ କେବଳ ଶୁବମନଙ୍କୁ ଉତ୍ସାହିତ କରିବା ପାଇଁ ଷ୍ଟାଡିୟମରେ ପହଞ୍ଚିଥିଲେ।

दरअसल इससे पहले अवनीत की एक तस्वीर सोशल मीडिया पर वायरल हुई थी. जिसमें वो अपने दोस्तों के अलावा शुभमन के साथ पोज देती हुई नजर आई थी. इसी को देखकर यूजर्स ने दोनों की डेटिंग की अफवाहें उड़ाना शुरू कर दिया था.

ପ୍ରକୃତରେ ଏହା ପୂର୍ବରୁ ଅବନୀତଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଯେଉଁଥିରେ ସେ ତାଙ୍କ ବନ୍ଧୁମାନଙ୍କ ବ୍ୟତୀତ ଶୁବମନଙ୍କ ସହିତ ପୋଜ ଦେଉଥିବାର ଦେଖାଯାଇଥିଲା। ଏହା ଦେଖି ୟୁଜର୍ସମାନେ ଦୁହେଁ ଡେଟିଂ କରୁଥିବା ବିଷୟରେ ଗୁଜବ ପ୍ରଚାର କରିଥିଲେ।

ରବିବାର ଯେତେବେଳେ ଭାରତ ଟ୍ରଫି ଜିତିଥିଲା, ଅବନୀତ ମଧ୍ୟ ଏକ ଭିଡିଓ ଶେୟାର କରିଥିଲେ। ଯେଉଁଥିରେ ସେ ମ୍ୟାଚ୍‌ ଜିତିବାର ଖୁସିରେ ନାଚିଥିବାର ଦେଖିବାକୁ ମିଳିଥିଲା।ତଥାପି ଏପର୍ଯ୍ୟନ୍ତ ଶୁବମନ ଏବଂ ଅବନୀତ ଏହି ଡେଟିଂ ଗୁଜବ ଉପରେ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି। ଆପଣଙ୍କୁ କହି ରଖୁଛୁ ଯେ, ଅବନୀତ ଜଣେ ଲୋକପ୍ରିୟ ଟିଭି ଅଭିନେତ୍ରୀ।

अवनीत की इन तस्वीरों के सामने आने के बाद यूजर्स ने उनका नाम क्रिकेटर शुभमन गिल से जोड़ना शुरू कर दिया. हर किसी को लग रहा है कि वो शुभमन को चीयर करने ही स्टेडियम पहुंची थी.

କାମ ବ୍ୟତୀତ, ଅବନୀତ ସୋସିଆଲ ମିଡିଆରେ ମଧ୍ୟ ବହୁତ ଲୋକପ୍ରିୟ। ଇନ୍‌ଷ୍ଟାଗ୍ରାମରେ ତାଙ୍କର ୩୧ ମିଲିୟନରୁ ଅଧିକ ଫଲୋଅର୍ସ ଅଛନ୍ତି। ଯେଉଁଠାରେ ଅଭିନେତ୍ରୀ ଜଣକ ପ୍ରତିଦିନ ତାଙ୍କର ଚମତ୍କାର ଫଟୋ ସହିତ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri