Posted inଖେଳ

ବିହାର ନିର୍ବାଚନରେ ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି, ବଡ଼ ଦାୟିତ୍ୱ ଦେଲେ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୨୦।୧୦: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ କ୍ରିକେଟ ଜଗତରେ ଏକ ସ୍ବତନ୍ତ୍ର ଛାପ ସୃଷ୍ଟି କରିସାରିଛନ୍ତି। ବିହାରର ଏହି ୧୪ ବର୍ଷୀୟ କ୍ରିକେଟର ୨୦୨୫ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳି ଆଇପିଏଲରେ ଡେବ୍ୟୁ କରିଥିଲେ। ସେ ଆଇପିଏଲ ଇତିହାସରେ ଦ୍ୱିତୀୟ ଦ୍ରୁତତମ ଶତକ ହାସଲ କରିଥିଲେ। ତା’ପରେ ସେ ୧୯ ବର୍ଷରୁ କମ ଦଳ ସହିତ ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ଗସ୍ତରେ ଚମତ୍କାର ପ୍ରଦର୍ଶନ କରିଥିଲେ। ତା’ପରେ ତାଙ୍କୁ ରଣଜୀ ଟ୍ରଫିରେ ବିହାର ଦଳର ଉପ-ଅଧିନାୟକ ନିଯୁକ୍ତ କରାଯାଇଥିଲା। ବର୍ତ୍ତମାନ, ସେ ବିହାର ନିର୍ବାଚନରେ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରୁଛନ୍ତି। ସେ ଲୋକଙ୍କୁ ଏକ ବିଶେଷ ନିବେଦନ ମଧ୍ୟ କରିଥିଲେ।

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଲୋକଙ୍କ ମଧ୍ୟରେ, ବିଶେଷକରି ଯୁବପିଢ଼ିଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବା ପାଇଁ ର୍ନିବାଚନ କମିଶନ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ନିର୍ବାଚନ କମିଶନ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ “ଭବିଷ୍ୟତର ଭୋଟର ଆଇକନ” ଭାବରେ ମନୋନୀତ କରିଛନ୍ତି। ସୂର୍ଯ୍ୟବଂଶୀ ଲୋକଙ୍କୁ ଭୋଟ ଦେବାକୁ ଆକୁଳ କରୁଥିବାର ଏକ ଭିଡିଓ ନିର୍ବାଚନ କମିଶନର ସରକାରୀ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଶେୟାର କରାଯାଇଛି।

ବିହାର ବିଧାନସଭା ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ନଭେମ୍ବର ୬ ତାରିଖରେ ଅନୁଷ୍ଠିତ ହେବ, ତା’ପରେ ଦ୍ୱିତୀୟ ପର୍ଯ୍ୟାୟ ନଭେମ୍ବର ୧୧ ତାରିଖରେ ଅନୁଷ୍ଠିତ ହେବ। ଲୋକଙ୍କୁ ଭୋଟର ଗୁରୁତ୍ୱ କହିବା ଏବଂ ଭୋଟ ବିଷୟରେ ସଚେତନ କରିବା ପାଇଁ, ନିର୍ବାଚନ କମିଶନ କିଛି ପ୍ରସିଦ୍ଧ ବ୍ୟକ୍ତିତ୍ୱଙ୍କୁ ଆଇକନ କରନ୍ତି, ତେଣୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଯୁବପିଢ଼ିଙ୍କୁ ସଚେତନ କରିବା ପାଇଁ ଏହି ଦାୟିତ୍ୱ ମିଳିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

BCCI ଅଣ୍ଡର-୧୯ ଦଳରେ ମିଳିଥିଲା ସ୍ଥାନ, ଅଧାରେ ରହିଗଲା କ୍ରିକେଟର ହେବାର ସ୍ବପ୍ନ; ଆତ୍ମହତ୍ୟା କଲେ ଯୁବ କ୍ରିକେଟର

ନୂଆଦିଲ୍ଲୀ,୧୪।୧୧: ତେଲଙ୍ଗାନାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ରାଜ୍ୟର ଜଣେ ୧୭ ବର୍ଷୀୟା ମହିଳା କ୍ରିକେଟର ଆତ୍ମହତ୍ୟା କରିଛନ୍ତି। ମୃତ ଖେଳାଳିଙ୍କ ପରିଚୟ ନନ୍ଦିନୀ ବୋଲି…

ଆଜି ଫାଇନାଲରେ ଭାରତ-ପାକିସ୍ତାନ ମହାଲଢ଼େଇ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିବେ ମ୍ୟାଚ

ନୂଆଦିଲ୍ଲୀ,୧୪।୧୧: ନଭେମ୍ବର ୧୪ ତାରିଖରେ ଅଣ୍ଡର-୧୯ ଏସିଆ କପ ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଏହି ମହାମୁକାବିଲାରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଗ୍ରୁପ ପର୍ଯ୍ୟାୟରେ…

ହୃଦୟ ଜିତିଲେ ସଞ୍ଜୁ ସାମସନ, ଅସହାୟ ପରିବାର ପାଇଁ ଦେବଦୂତ ସାଜି କଲେ ଏମିତି କାମ, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୧୪।୧୧: ଭାରତୀୟ କ୍ରିକେଟର ସଞ୍ଜୁ ସାମସନଙ୍କ ଚାରିଟେବଲ ଫାଉଣ୍ଡେସନର ସହାୟତାରେ ଶେଷରେ କେରଳର ଏକ ପରିବାରକୁ ୧୦ ବର୍ଷ ପରେ ନିଜ ଘରର ଚାବି ମିଳିଛି। ପ୍ରାୟ…

ଓଡ଼ିଶାରେ କେନ୍ଦ୍ରମନ୍ତ୍ରୀ ଚୌହ୍ବାନ, କାଲି ବାଣ୍ଟିବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା

ଭୁବନେଶ୍ୱର, ୧୩।୧୧(ସୁନିତ୍‌ ମିଶ୍ର): କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବଲାଙ୍ଗୀର ଜିଲାରେ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଚୌହ୍ବାନଙ୍କ ଉପସ୍ଥିତିରେ…

‘ଅକ୍ୱାନ’ ଭୟ: ଓଡ଼ିଶାରେ ୧୮ରୁ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୩ା୧୧ (ବନ୍ଦନା ସେଠୀ)- ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଶନିବାର ସୁଦ୍ଧା ଆହୁରି ସ୍ପଷ୍ଟ ଚିହ୍ନିତ…

ରୋହିତ-ବିରାଟଙ୍କ ପାଖରେ ଶେଷ ସୁଯୋଗ! ବଡ଼ ପ୍ରଦର୍ଶନ ପାଇଁ ଚାପରେ…

ନୂଆଦିଲ୍ଲୀ, ୧୩।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍ ଦଳ ପାଇଁ ନଭେମ୍ବର ୧୩ ତାରିଖ ଅତ୍ୟନ୍ତ ନୈରାଶ୍ୟଜନକ ସାବ୍ୟସ୍ତ ହୋଇଛି। ଦିନିକିଆ ସିରିଜରେ ୨-୦ରେ ଆଗୁଆ…

ମହାକାଳପଡ଼ାରେ କଂଗ୍ରେସର ‘ଭୋଟ ବଞ୍ଚାଅ: ଦେଶ ବଞ୍ଚାଅ’ ଅଭିଯାନ: ଯୋଗଦେଲେ ୨୦୦ରୁ ଊର୍ଦ୍ଧ୍ୱ କର୍ମୀ

ମହାକାଳପଡ଼ା,୧୩।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ) ମହାକାଳପଡ଼ା ବ୍ଲକ କଂଗ୍ରେସ ପକ୍ଷରୁ ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଅଭିଯାନ ଆୟୋଜିତ ହୋଇଯାଇଛି। ବ୍ଲକ କଂଗ୍ରେସ ସଭାପତି ଚିତ୍ତରଞ୍ଜନ ତରାଇଙ୍କ…

ହୋଟେଲ ରୁମରେ ଲୁଚି ରହିଛି କି କ୍ୟାମେରା? ଜାଣନ୍ତୁ କିପରି ସ୍ମାର୍ଟଫୋନ୍ ମାଧ୍ୟମରେ ସହଜରେ କରିବେ ଯାଞ୍ଚ

କୌଣସି ହୋଟେଲରେ ରହିବା ସମୟରେ ଆମେ ସାଧାରଣତଃ କୋଠରୀର ପରିଷ୍କାର ପରିଚ୍ଛନ୍ନତା, ବେଡ୍ ଏବଂ ଅନ୍ୟାନ୍ୟ ସୁବିଧା ଉପରେ ଅଧିକ ଧ୍ୟାନ ଦେଇଥାଉ। କିନ୍ତୁ କେବେ ଆପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?