Posted inଖେଳ

ହଠାତ୍‌ ସନ୍ୟାସ ଘୋଷଣା କରି ଚମକାଇଲେ ଏହି କ୍ରିକେଟର

ଟିମ ଇଣ୍ଡିଆର ଖେଳାଳି ବରୁଣ ଆରୋନ ତାଙ୍କର ଅବସର ଘୋଷଣା କରିଛନ୍ତି। ସେ ମାତ୍ର 35 ବର୍ଷ ବୟସରେ ଅବସର ନେଇଛନ୍ତି। ବରୁଣ ଭାରତ ପାଇଁ 9ଟି ଦିନିକିଆ ଏବଂ 9ଟି ଟେଷ୍ଟ ମ୍ୟାଚ ଖେଳିଛନ୍ତି। ସେ ତାଙ୍କର ଘାତକ ବୋଲିଂ ପାଇଁ ପ୍ରସିଦ୍ଧ। ଇଣ୍ଡିଆନ ପ୍ରିମିୟର ଲିଗରେ ମଧ୍ୟ ବରୁଣଙ୍କର ଏକ ଭଲ ରେକର୍ଡ ଅଛି। ସେ ଘରୋଇ କ୍ରିକେଟରେ ଝାଡ଼ଖଣ୍ଡ ପାଇଁ ଖେଳନ୍ତି। ବରୁଣ ଚଳିତ ବର୍ଷ ଜାନୁଆରୀ ୫ ତାରିଖରେ ଝାଡ଼ଖଣ୍ଡ ପାଇଁ ଗୋଆ ବିପକ୍ଷରେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ।

ବରୁଣ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ ଶୁକ୍ରବାର ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ସେୟାର କରିଛନ୍ତି। ଏହା ମାଧ୍ୟମରେ ତାଙ୍କର ଅବସର ଘୋଷଣା କରିଥିଲେ। ବରୁଣ ଲେଖିଛନ୍ତି, “ମୁଁ ଗତ ୨୦ ବର୍ଷ  ଧରି ଦ୍ରୁତ ବୋଲିଂରେ ବଞ୍ଚିଛି। ଆଜି ମୁଁ ଆନୁଷ୍ଠାନିକ ଭାବରେ କ୍ରିକେଟରୁ ମୋର ଅବସର ଘୋଷଣା କରୁଛି। ମୋ ପାଇଁ, ଏହି ଯାତ୍ରା ଈଶ୍ୱର, ପରିବାର, ବନ୍ଧୁ, ସାଥୀ ଖେଳାଳି, ପ୍ରଶିକ୍ଷକ, ସହାୟକ କର୍ମଚାରୀ ଏବଂ ପ୍ରଶଂସକଙ୍କ ବିନା ସମ୍ଭବ ହୋଇନଥାନ୍ତା। ମୁଁ ବିସିସିଆଇ ଏବଂ ଜେଏସସିଏକୁ ଧନ୍ୟବାଦ ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆରମ୍ଭ ହେଲା ସର୍ବଭାରତୀୟ ପାଟଣାକପ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ: ଯୋଗଦେଲେ ୮ ଦଳ

ପାଟଣାଗଡ଼,୧୩।୧(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ଼ ଏନ୍‌ଏସି ରମାଇ ହାଇସ୍କୁଲ ଖେଲପଡିଆରେ ସୋମବାର ୨୦ତମ ସର୍ବଭାରତୀୟ ପାଟଣାକପ୍‌ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ପାଟଣାଗଡ଼ ଉପ...

ସଞ୍ଜୁ ସାମସନ ନା ଋଷଭ ପନ୍ତ… ଚାମ୍ପିୟନ୍ସ ଟ୍ରଫିରୁ କିଏ ପଡ଼ିବ ବାଦ ? ଜାଣନ୍ତୁ କାହା ପଲା ଭାରି

ନୂଆଦିଲ୍ଲୀ, ୧୩।୧: ଆସନ୍ତା ମାସରେ ପାକିସ୍ତାନ ଦ୍ୱାରା ଆୟୋଜିତ ହେବାକୁ ଯାଉଥିବା ଚାମ୍ପିୟନ୍ସ ଟ୍ରଫି ୨୦୨୫କୁ ନେଇ ପ୍ରାୟ ସମସ୍ତ ଦେଶ ନିଜର ଟିମ୍ ଘୋଷଣା...

କେବେ ଅଧିନାୟକ ହୋଇପାରିବେନି ବୁମ୍‌ରା! ଖୁଲାସା ହେଲା ସବୁଠୁ ବଡ଼ କାରଣ…

ନୂଆଦିଲ୍ଲୀ,୧୩।୧: ଭାରତ ବନାମ ଅଷ୍ଟ୍ରେଲିଆ ସିଡ଼ନୀ ଟେଷ୍ଟ ଆରମ୍ଭ ହେବାକୁ ଥିବାବେଳେ ଖବର ଆସିଲା ଯେ ରୋହିତ ଶର୍ମା ନିଜକୁ ପ୍ଲେ-୧୧ରୁ ବାଦ୍‌ ଦେଇଛନ୍ତି। ଏପରି...

ରୋହିତ-ବିରାଟଙ୍କୁ କଡ଼ା ନିର୍ଦ୍ଦେଶ ଦେଲା ବିସିସିଆଇ, ପାଳନ ନ କଲେ ମିଳିବ ଦଣ୍ଡ

ନୂଆଦିଲ୍ଲୀ,୧୩।୧: ଟିମ ଇଣ୍ଡିଆର ଅନେକ ବରିଷ୍ଠ ଖେଳାଳି ଖରାପ ଫର୍ମ ଦେଇ ଗତି କରୁଛନ୍ତି। ଏହି ମାମଲାରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ସବୁଠାରୁ...

ଇତିହାସ ସୃଷ୍ଟି କଲେ ୧୪ ବର୍ଷୀୟ ଇରା ଯାଦବ, ୧୫୭ ବଲରେ କଲେ ୩୪୬ ରନ୍

ମୁମ୍ବାଇ,୧୨।୧: ଆଗାମୀ ୧୯ ବର୍ଷରୁ କମ୍ ମହିଳା ବିଶ୍ୱକପରେ ଭାରତ ପାଇଁ ତିନି ଜଣ ଷ୍ଟାଣ୍ଡବାଏ ଖେଳାଳିଙ୍କ ମଧ୍ୟରୁ ଜଣେ ୧୪ ବର୍ଷୀୟା ଇରା ଯାଦବ...

କୋହଲିଙ୍କ ପାଖରେ ଏବେ ମାତ୍ର ୨ ମାସ ବାକି…

ନୂଆଦିଲ୍ଲୀ,୧୨।୧: ଲଗାତାର ଭାବେ ଖରାପ ଫର୍ମ ଦେଇ ଗତି କରୁଛନ୍ତି ଭାରତର ତାରକା ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ଏହାକୁ ନେଇ ଦଳ ତଥା ପ୍ରଶଂସକ ନିରାଶ...

ବାଲାଂଦେଶର ଏହି କ୍ରିକେଟରଙ୍କୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୧୨।୧: ଉଚ୍ଚସ୍ତରୀୟ ଘରୋଇ ଏବଂ ଅନ୍ତର୍ଜାତୀୟ କ୍ରିକେଟରେ ବୋଲିଂ କରିବାରୁ ନିଷିଦ୍ଧ ହୋଇଥିବା ଶାକିବ ଅଲ ହାସନ ମଧ୍ୟ ତାଙ୍କ ବୋଲିଂ ଆକ୍ସନର ଦ୍ୱିତୀୟ ଯାଞ୍ଚରେ...

ଏହିଦିନ ଆରମ୍ଭ ହେବ ଆଇପିଏଲ ୨୦୨୫, ଜାଣନ୍ତୁ ଫାଇନାଲ ତାରିଖ

ମୁମ୍ବାଇ,୧୨।୧: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୫ ସିଜିନକୁ ନେଇ ଏକ ବଡ଼ ଖୁଲାସା ହୋଇଛି। ଟୁର୍ଣ୍ଣାମେଣ୍ଟ କେଉଁ ତାରିଖରେ ଆରମ୍ଭ ହେବାକୁ ଯାଉଛି ତାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri