Posted inଖେଳ

ଭାରତୀୟ ଦଳକୁ ପୁଣି ଲାଗିଲା ଝଟ୍‌କା

କଲମ୍ବୋ,୩୦।୭: ଶ୍ରୀଲଙ୍କା ଗସ୍ତରେ ଥିବା ଭାରତୀୟ ଦଳକୁ ଆଉ ଏକ ଝଟ୍‌କା ଲାଗିଛି। ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟାଙ୍କ ପରେ ଦଳର ଆଉ ୨ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ହେଲେ ୟୁଜବେନ୍ଦ୍ର ଚହଲ ଏବଂ କୃଷ୍ଣାପା ଗୌତମ। ଉଭୟ ଏବେ ୧୦ ଦିନ ପର୍ଯ୍ୟନ୍ତ ହୋମ ଆଇସୋଲେସନରେ ରହିବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ଶ୍ରୀଲଙ୍କ ବିପକ୍ଷ ଦ୍ୱିତୀୟ ଟି-୨୦ ପୂର୍ବରୁ ଦଳର ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା କରୋନା ଆକ୍ରାନ୍ତ ହୋଇଥିଲେ। ଫଳରେ ତାଙ୍କ ସଂସ୍ପର୍ଶରେ ଆସିଥିବା ୮ ଖେଳାଳିଙ୍କୁ ଆଇସୋଲେସନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଚହଲ ଏବଂ ଗୌତମ ଆଇସୋଲେସନରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିଲ୍ଲୀ ସହ ମୁମ୍ବାଇ ଫାଇନାଲ ମୁକାବିଲା: କେଉଁଠି, କିଭଳି ଦେଖିବେ ଏହି ମ୍ୟାଚ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୧: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌ର-୨୦୨୦)ର ଅନ୍ତିମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ପ୍ରଥମ ଯୋଗ୍ୟତା ପର୍ଯ୍ୟାୟରେ ଦିଲ୍ଲୀ କ୍ୟାପିଟାଲ୍ସକୁ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଫାଇନାଲ ଟିକେଟ ପାଇଥିଲା।...

ଜନ୍‌ ରିଡ୍‌ଙ୍କ ପରଲୋକ

ଅକ୍‌ଲାଣ୍ଡ,୧୫।୧୦(ପି.ଟି.): ନ୍ୟୁଜିଲାଣ୍ଡର ସବୁଠାରୁ ବୟସ୍କ କ୍ରିକେଟର ତଥା ପୂର୍ବତନ ଅଧିନାୟକ ଜନ୍‌ ରିଡ୍‌ ୯୨ ବର୍ଷରେ ପରଲୋକ ଗମନ କରିଛନ୍ତି। ଏ ନେଇ ନ୍ୟୁଜିଲାଣ୍ଡ କ୍ରିକେଟ...

ଦକ୍ଷିଣ ଆଫ୍ରିକା-ବୋର୍ଡ ଏକାଦଶ ଦ୍ୱିତୀୟ ଓ୍ବାର୍ମଅପ୍‌: ପେସର, ସୁଶ୍ରୀଙ୍କ ଉପରେ ନଜର

ସୁରଟ, ୨୨।୯- ଦକ୍ଷିଣ ଆଫ୍ରିକା ଓ ବୋର୍ଡ ସଭାପତି ଏକାଦଶ ମଧ୍ୟରେ ଦ୍ୱିତୀୟ ମହିଳା ଓ୍ବାର୍ମଅପ୍‌ କ୍ରିକେଟ ମ୍ୟାଚ ରବିବାର ଏଠାରେ ଅନୁଷ୍ଠିତ ହେବ। ପ୍ରଥମ...

ଆସନ୍ତା ସପ୍ତାହରେ ଇଂଲଣ୍ଡ ଖେଳାଳିଙ୍କ ଟ୍ରେନିଂ: ନିଜ ବଲ୍‌, ପାଣି ବୋତଲ ବ୍ୟବହାର କରିବାକୁ ପରାମର୍ଶ

ଲଣ୍ଡନ,୧୫।୫(ପି.ଟି.): କୋଭିଡ୍‌-୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଆସନ୍ତା ସପ୍ତାହରେ ଇଂଲଣ୍ଡ କ୍ରିକେଟର ମାନେ ଟ୍ରେନିଂ ଆରମ୍ଭ କରିବାକୁ ଯାଉଛନ୍ତି। ଆଗକୁ ଓ୍ବେଷ୍ଟଇଣ୍ଡିଜ ଓ...

ଏହି ଖେଳାଳିଙ୍କୁ ହତ୍ୟା କରିବା ଲାଗି ତାଙ୍କ ସ୍ତ୍ରୀ ଦେଇଥିଲେ ୯ କୋଟି ଟଙ୍କା ସୁପାରୀ

ନୂଆଦିଲ୍ଲୀ, ୧।୧୦: ପୂର୍ବରୁ ଅନେକ ଜଣାଶୁଣା ଖେଳାଳି ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହେବାର ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଛି। ଏହି ଝଗଡ଼ାର...

ଏହି କ୍ରିକେଟ ଖେଳାଳି ପଡିଆକୁ ଆସିବା ପୂର୍ବରୁ ପିଉଥିଲେ ମଦ

କିଛି ଖେଳାଳି ଅଛନ୍ତି ଯେଉଁମାନେ ନିଜ ପରିଶ୍ରମରେ କ୍ରିକେଟରେ ସ୍ବତନ୍ତ୍ର ପରିଚୟ ହାସଲ କରିଛନ୍ତି। ଆଉ କିଛି ଖେଳାଳି ଅଛନ୍ତି ପ୍ରାରମ୍ଭରେ ନିଜ ପ୍ରଦର୍ଶନ ଦ୍ୱାରା...

ଭାରତୀୟ ମହିଳାଙ୍କୁ ସ୍ବର୍ଣ୍ଣ, ପୁରୁଷଙ୍କୁ ରୌପ୍ୟ

ଚେନ୍ନାଇ: ଏସିଆନ୍‌ ନେସନ୍ସ (ରିଜିଅନ୍ସ) ଅନ୍‌ଲାଇନ୍‌ ଟିମ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଭାରତୀୟ ମହିଳାଙ୍କୁ ସ୍ବର୍ଣ୍ଣ ଏବଂ ପୁରୁଷ ଦଳକୁ ରୌପ୍ୟ ପଦକ ମିଳିଛି। ମହିଳା ଦଳର...

କୋହଲିଙ୍କ ନୂଆ ଲୁକ୍‌

ନୂଆଦିଲ୍ଲୀ,୧୮।୯: ଭାରତୀୟ ଅଧିନାୟକ ବିରାଟ କୋହଲି ଦୀର୍ଘ ଦିନ ପରେ ଏସିଆ କପ୍‌ରେ ଫର୍ମକୁ ଫେରିଛନ୍ତି। ସେ ଏହି ଟୁର୍ନାମେଣ୍ଟର ୫ଟି ମ୍ୟାଚରେ ୨୭୬ ରନ...

Advertisement
Archives

Model This Week