Posted inଖେଳ

ଭାରତୀୟ ଦଳକୁ ପୁଣି ଲାଗିଲା ଝଟ୍‌କା

କଲମ୍ବୋ,୩୦।୭: ଶ୍ରୀଲଙ୍କା ଗସ୍ତରେ ଥିବା ଭାରତୀୟ ଦଳକୁ ଆଉ ଏକ ଝଟ୍‌କା ଲାଗିଛି। ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟାଙ୍କ ପରେ ଦଳର ଆଉ ୨ ଖେଳାଳି କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ହେଲେ ୟୁଜବେନ୍ଦ୍ର ଚହଲ ଏବଂ କୃଷ୍ଣାପା ଗୌତମ। ଉଭୟ ଏବେ ୧୦ ଦିନ ପର୍ଯ୍ୟନ୍ତ ହୋମ ଆଇସୋଲେସନରେ ରହିବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ଶ୍ରୀଲଙ୍କ ବିପକ୍ଷ ଦ୍ୱିତୀୟ ଟି-୨୦ ପୂର୍ବରୁ ଦଳର ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା କରୋନା ଆକ୍ରାନ୍ତ ହୋଇଥିଲେ। ଫଳରେ ତାଙ୍କ ସଂସ୍ପର୍ଶରେ ଆସିଥିବା ୮ ଖେଳାଳିଙ୍କୁ ଆଇସୋଲେସନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଚହଲ ଏବଂ ଗୌତମ ଆଇସୋଲେସନରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିନିକିଆ କ୍ରିକେଟ୍‌ର ସବୁଠୁ ଦ୍ରୁତତମ ଶତକ ହାସଲ କରିଥିଲେ ଏହି କ୍ରିକେଟର୍‌

ପାକିସ୍ତାନର ପୂର୍ବତନ ଅଧିନାୟକ ଶହିଦ ଆଫ୍ରିଦିଙ୍କ ପାଇଁ ଆଜି ଏକ ବିଶେଷ ଦିନ। ସେ ୧୯୯୬ର ଆଜିର ଦିନରେ ଶ୍ରୀଲଙ୍କା ବିପକ୍ଷରେ ଏକଦିବସୀୟ ଇନିଂସ ଖେଳିଥିଲେ।...

ସଚିନଙ୍କ ସମକକ୍ଷ ହେଲେ ଋତୁରାଜ

ପୁଣେ,୨।୫ : ଆଇପିଏଲ୍‌ ଇତିହାସରେ ଦ୍ରୁତତମ ବ୍ୟାଟର ଭାବେ ୧ ହଜାର ରନ୍‌ ପୂରଣ କରିବାରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓପନର ଋତୁରାଜ ଗାଏକ୍ୱାଡ...

ଖୁସି ଖବର ଦେଲେ ସୌରଭ ଗାଙ୍ଗୁଲି

ପୂର୍ବତନ ଭାରତୀୟ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ତାଙ୍କ ପ୍ରଶଂସକଙ୍କ ସହ ଏକ ବଡ଼ ଖବର ବାଣ୍ଟିଛନ୍ତି। ଟୁଇଟର୍‌ରେ ଗାଙ୍ଗୁଲି ତାଙ୍କ ବାୟୋପିକ...

ଧୋନୀ ଦଳରେ ଥିଲେ ହେବ ୫ ଫାଇଦା

ନୂଆଦିଲ୍ଲୀ,୯।୯: ଅକ୍ଟୋବର ୧୭ରୁ ଟି -୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ୧୫ ଜଣିଆ ଦଳ ଘୋଷଣା ହୋଇଛି। ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଚୟନକର୍ତ୍ତାମାନେ...

ଦିବାରାତ୍ର ଟେଷ୍ଟ: କାଉଣ୍ଟ ଡାଉନ୍‌ ଆରମ୍ଭ

କୋଲକାତା,୧୮ା୧୧ (ପି.ଟି.)-ଭାରତର ପ୍ରଥମ ଦିବାରାତ୍ର କ୍ରିକେଟ ଟେଷ୍ଟ ମ୍ୟାଚ ପାଇଁ କାଉଣ୍ଟଡାଉନ୍‌ ରବିବାରଠାରୁ ଆରମ୍ଭ ହୋଇଛି। ହର୍ଷ ଉଲ୍ଲାସର ସହରକୁ ଗୋଲାପୀ କରାଯାଇଛି। ଭାରତୀୟ କ୍ରିକେଟ...

‘ଅମ୍ଫନ୍‌’ ପ୍ରଭାବିତ ୧୦ ହଜାର ପରିବାରଙ୍କୁ ସହାୟତା କରୁଛନ୍ତି ସୌରଭ ଗାଙ୍ଗୁଲି

ଗତ ମାସରେ ଆସିଥିବା ବାତ୍ୟା ‘ଅମ୍ଫନ୍‌’ ଯୋଗୁ ପଶ୍ଚିମବଙ୍ଗରେ ପ୍ରବଳ କ୍ଷୟକ୍ଷତି ହୋଇଥିଲା। ବାତ୍ୟା ଯିବାର ପ୍ରାୟ ମାନେ ବିତିଥିଲେ ମଧ୍ୟ ଏପର୍ଯ୍ୟନ୍ତ ଲୋକଙ୍କ ଅବସ୍ଥା...

ମର୍କ୍ୟୁ ଖେଳାଳିଙ୍କ ତାଲିକାରେ ଧାଓ୍ବନ, ଶ୍ରେୟାସ

ନୂଆଦିଲ୍ଲୀ,୧।୨: ଆସନ୍ତା ୧୨ ଓ ୧୩ ତାରିଖରେ ବେଙ୍ଗାଲୁରୁରେ ହେବାକୁ ଯାଉଛି ଆଇପିଏଲ ଅକ୍‌ଶନ । ଏଥି ଲାଗି ମଙ୍ଗଳବାର କେଉଁ ବେସ୍‌ ପ୍ରାଇସ୍‌ରେ କେଉଁ...

ଓ୍ବିଲିୟମସନ, ଟେଲରଙ୍କ ଶତକ: ଟେଷ୍ଟ ସିରିଜ ଜିତିଲା ନ୍ୟୁଜିଲାଣ୍ଡ

ହାମିଲଟନ,୩।୧୨(ଏଏଫିପି)- ଅଧିନାୟକ କେନ୍‌ ଓ୍ବିଲିୟମସନ ଓ ଅଭିଜ୍ଞ ରସ୍‌ ଟେଲରଙ୍କ ଲଢ଼ୁଆ ଶତକ ସହାୟତାରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚକୁ ଘରୋଇ...

Advertisement
Archives

Model This Week