Posted inଖେଳ

ଭାରତୀୟ କ୍ରିକେଟ୍‌ ଖେଳାଳି ରିଙ୍କୁ ସିଂଙ୍କ ସହ ଏ ଝିଅ କିଏ ? ଭିଡିଓ ଭାଇରାଲ୍‌

ନୂଆଦିଲ୍ଲୀ , ୧୩।୦୭: ଭାରତୀୟ ଟିମ୍‌ର ନୂଆ ଫିନିସର୍‌ ରିଙ୍କୁ ସିଂଙ୍କ ଏକ ଭିଡିଓ ଏବେ ଭାଇରାଲ୍‌ ହୋଇଛି । ଯେଉଁଥିରେ ଭାରତର ଏହି ଖେଳାଳିଙ୍କ ସହ ଜଣେ ଝିଅ ନଜର ଆସୁଛନ୍ତି । ରିଙ୍କୁ ବର୍ତ୍ତମାନ ଟିମ୍‌ ଇଣ୍ଡିଆ ସହ ରହିଛନ୍ତି । ଜିମ଼୍ବାୱୋ ବିପକ୍ଷ ସିରିଜ୍‌ ପାଇଁ ଭାରତୀୟ ଟିମ୍‌ ଏବେ ଜିମ଼୍ବାୱେରେ ରହିଛି । ୫ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ୍‌ରେ ଭାରତ ୨-୧ରେ ଆଗୁଆ ରହିଛି । ଦଳ ପ୍ରଥମ ମ୍ୟାଚ୍‌ ହାରିବା ପରେ ପରବର୍ତ୍ତୀ ଦୁଇ ମ୍ୟାଚ୍‌ରେ ବିଜୟୀ ହୋଇଥିଲା । ରିଙ୍କୁ ସିରିଜ୍‌ର ଦ଼୍ବିତୀୟ ମ୍ୟାଚ୍‌ରେ ୨୨ ବଲ୍‌ରେ ୪୮ ରନ୍‌ର ପାଳି ଖେଳି ଦଳକୁ ଜିତାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ ।

ରିଙ୍କୁ ସାଥୀ ଖେଳାଳିଙ୍କ ସହ ଫାଙ୍କା ସମୟରେ ଏକ ଚିଡ଼ିଆଖାନା ବୁଲିବାକୁ ଯାଇଥିଲେ । ଏହି ସମୟରେ ସେ ଫଟୋ ଉଠାଇବା ସହ ଭିଡିଓ ମଧ୍ୟ ଉତ୍ତୋଳନ କରିଥିଲେ । ଏଥିମଧ୍ୟରେ ଜଣେ ଝିଅ ରିଙ୍କୁଙ୍କ ସହ ସେଲ୍ଫି ଭିଡିଓ ପ୍ରସ୍ତୁତ କରିଥିଲେ । ଯାହାକି ଏବେ ଭାଇରାଲ୍‌ ହେଉଛି । ଏହି ଝିଅ ଜଣଙ୍କ ଆଉ କେହି ନୁହନ୍ତି, ସେ ଅଧିନାୟକ ଶୁଭମନ ଗିଲ୍‌ଙ୍କ ଭଉଣୀ ଶହନୀଲ ଗିଲ୍‌ । ତେବେ ଏହି ଭିଡିଓରେ ଦୁହିଁଙ୍କ ମଧ୍ୟରେ ଭଲ ବନ୍ଧୁତ଼୍ବ ରହିଥିବା ଦେଖିବାକୁ ମିଳୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ,…

ଜିଲା ଶିକ୍ଷାଅଧିକାରୀଙ୍କୁ କଳାହାଣ୍ଡି ଘରୋଇ ସଂଘର ଦାବିପତ୍ର: ସିଓଆର ଓ ଆରଟିଇ ପ୍ରତିପୂରଣ ପାଇଁ …

ଭବାନୀପାଟଣା,୧୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଘରୋଇ ସ୍କୁଲ ସଂଘ ର ସଭ୍ୟମାନେ ସୋମବାର ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ସିଓଆର ଓ ଆରଟିଇ ପ୍ରତିପୂରଣ ଏକ…

ଜେ.କେ. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ

ରିଷିଡା, ୧୦।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡାସ୍ଥିତ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତଦୁଇ ପ୍ରଥମ ବର୍ଷ (କଳା ଓ ବିଜ୍ଞାନ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri